ଆଉ ନିର୍ବାଚନ ଲଢିବେନି ଦାମ ରାଉତ: କହିଲେ, ଲୋକଙ୍କ ପାଇଁ କାମ ଜାରି ରହିବ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ବରିଷ୍ଠ ଭାଜପା ନେତା ଦାମ ରାଉତ ରାଜନୀତିରୁ ସନ୍ୟାସ ନେଇଛନ୍ତି। ଫଳରେ ତାଙ୍କ ୪୫ ବର୍ଷ ରାଜନୀତି କ୍ୟାରିୟର ସମାପ୍ତ ହୋଇଛି। ନିର୍ବାଚନ ଲଢିବାକୁ ଆଉ ବୟସ ନାହିଁ, କିନ୍ତୁ ବଞ୍ଚିଥିବା ଥିବା ଯାଏ ଲୋକଙ୍କ ପାଇଁ ସେବା କରିବି ବୋଲି ସେ କହିଛନ୍ତି। ଗତ ନିର୍ବାଚନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇ ସେ ନିର୍ବାଚନ ମୈଦାନକୁ ଓହ୍ଲାଇଥିଲେ। କିନ୍ତୁ ତାଙ୍କୁ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡିଥିଲା। ନିର୍ବାଚନ ପୂର୍ବରୁ ଭାଜପା ନେତା ମୋତେ ଡାକି ଦଳରେ ମିଶାଇଥିଲେ। କିନ୍ତୁ ପରେ ମୋତେ ପଚରାଯାଉନାହିଁ। ଏପରିକ ମୋତେ କେଉଁଠିକି ମଧ୍ୟ ଡକାଯାଉନାହିଁ। ଓଡ଼ିଶାର ହେଉ କି ଦିଲ୍ଲୀର କୌଣସି ନେତା ମୋ ସହ କଥା ମଧ୍ୟ ହେଉନାହାନ୍ତି। ଯେଉଁ ଦଳ ମୋତେ ପଚାରୁନି, ମୁଁ କ’ଣ ଗୋଡେଇକି ପ୍ରାର୍ଥୀ ହେବି ବୋଲି ଦାମ ପ୍ରଶ୍ନ କରିଛନ୍ତି। ଆଉ ରାଜନୀତିରେ ରହିବାକୁ ଆଗ୍ରହ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ବିଜେପୁର ଉପନିର୍ବାଚନ ପାଇଁ ଭାଜପାର ଷ୍ଟାର୍‌ ପ୍ରଚାରକ ତାଲିକା ଗୁରୁବାର ଘୋଷଣା କରାଯାଇଥିଲେ ମଧ୍ୟ ଦାମଙ୍କ ନାଁ ସେଥିରେ ନାହିଁ। ଏହି କାରଣରୁ ହଠାତ୍‌ ସେ ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନରେ ଭୋଟ ଦେବାକୁ ମନା କରୁଛନ୍ତି ଗ୍ରାମବାସୀ

ପଟ୍ଟାଙ୍ଗୀ,୧୨ା୧୦(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ ତଥା ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତର ଫଗୁଣସିନେରି ଗ୍ରାମବାସୀ ଆନ୍ଧ୍ର ସହ ଅଛୁ ଓ ରହିବୁ...

କମ୍ପାନୀରେ ନିଯୁକ୍ତି ନାଁରେ ମହିଳାଙ୍କୁ ଠକେଇ

ସେମିଳିଗୁଡ଼ା,୪ା୧୨(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା, ପଟ୍ଟାଙ୍ଗି ବ୍ଲକ ଓ ସୁନାବେଡ଼ା ମ୍ୟୁନିସପାଲିଟି ଅଞ୍ଚଳର ବହୁ ଯୁବତୀ, ମହିଳାଙ୍କୁ କମ୍ପାନୀରେ ନିଯୁକ୍ତି ଦେବା ନାଁରେ ଠକାଯାଇଥିବା ଅଭିଯୋଗ...

୭ରୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା

ଢେଙ୍କାନାଳ ଅଫିସ, ୧୪।୧ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ଫେବୃୟାରୀ ୭ରୁ ୯ ଯାଏ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ସୋମବାର ଅପରାହ୍ନ ୩ଟାରେ ଯୋରନ୍ଦା ପଞ୍ଚାୟତ...

ବାହାର ଜିଲାବାସୀଙ୍କୁ ପୁରୀ ସ୍ବର୍ଗଦ୍ୱାର ମନା: ହାଇକୋର୍ଟରେ ମାମଲ

କଟକ ଅଫିସ,୧୪।୭: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପୁରୀ ସ୍ବର୍ଗଦ୍ୱାରକୁ ବାହାର ଜିଲାବାସୀଙ୍କୁ ବାରଣ କରାଯାଇଛି। ଏନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ...

‘ଅତ୍ୟାଧୁନିକ ଚିକିତ୍ସା କ୍ଷେତ୍ରରେ ସ୍ପର୍ଶର ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୩।୨: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ସ୍ପର୍ଶ ହସ୍ପିଟାଲ ଭୁବନେଶ୍ୱରର ୧୬ତମ ପ୍ରତିଷ୍ଠା ଦିବସ ଗୁରୁବାର ସ୍ଥାନୀୟ ରେଳ ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। ଏହି ଅବସରରେ...

୪ଟି ବସ୍‌ ଯୋଗେ ସୁରତରୁ ଗଞ୍ଜାମ ଫେରୁଛନ୍ତି ୨୨୮ ଶ୍ରମିକ: ନିଜ ପଞ୍ଚାୟତ ଆଇସୋଲଶନ ସେଣ୍ଟରରେ ରହିବେ ୧୪ ଦିନ

ଛତ୍ରପୁର, ୨୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ୨୨୮ ଶ୍ରମିକ ନିଜ ଖର୍ଚ୍ଚରେ ୪ଟି ବସ୍‌ ଯୋଗେ ସୁରତରୁ ଗଞ୍ଜାମ ଫେରୁଥିବା ନେଇ ଗଞ୍ଜାମ ଜ଼ିଲା ପ୍ରଶାସନକୁ ଖବର...

ଆଉ ୪ ମୁଣ୍ଡ ନେଲା କରୋନା: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ୭୫୫ ଚିହ୍ନଟ ହୋଇଥିବା ବେଳେ ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ...

ବଢୁଛି ତାତି, ଟିଟିଲାଗଡ଼ ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରେ ଲାଗି ରହିଛି ଗ୍ରୀଷ୍ମ ପ୍ରବାହ । ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା...

Advertisement
Archives

Model This Week