CORONAVIRUS UPDATE: ଆଉ ୩ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ଛୁଇଁଲା୧୨୮

ଭୁବନେଶ୍ୱର,୩୦।୪:(ବ୍ୟୁରୋ)- ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ଗୁରୁବାର ଚିହ୍ନଟ ୩ ପଜିଟିଭ୍ ଯାଜପୁର ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ ରେ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ୧୨୦ କଇଁଛ ଉଦ୍ଧାର

ରୂପ୍‌ସା,୧୩।୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଆରପିଏଫ୍‌ ଥାନା ପୋଲିସ ଚଢ଼ାଉ କରି ବୁଧବାର ରାତିରେ ଜଳେଶ୍ୱର ଷ୍ଟେଶନରୁ ୧୨୦ଟି ଦେଶୀ କଇଁଛ ଉଦ୍ଧାର କରିଛନ୍ତି।...

ପ୍ରସିଦ୍ଧ କାଳୀପୂଜା ପାଇଁ ସଜେଇ ହେଉଛି ଭଦ୍ରକ

ଭଦ୍ରକ ଅଫିସ, ୨୨।୧୦- ଆଉ ୫ ଦିନ ପରେ ଦୀପାବଳି। ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ପ୍ରସ୍ତୁତି ଜୋର ଧରିଛି। ବିଭିନ୍ନ ପୂଜା ମଣ୍ଡପରେ...

୨୦୨୨ ସୁଦ୍ଧା ବାଘ ସଂଖ୍ୟା ଦୁଇଗୁଣା ଯୋଜନା

ଭଞ୍ଜନଗର,୩୦।୭(ଡି.ଏନ.ଏ.)-ସୋମବାର ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ସ୍ଥାନୀୟ ଲାଲସିଂ ନର୍ସରୀ ପରିସରରେ ୫ମ ଆର୍ନ୍ତଜାତିକ ବାଘ ଦିବସ ପାଳିତ ହୋଇଯାଇଛି। ପୃଥିବୀର ୧୩ ଦେଶରେ...

ସଫେଇବାଲା ସାଜିଲେ ସିନେ ତାରକା

ଭୁବନେଶ୍ୱର, ୧।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଦ୍ୱାରା ଶନିବାର ଓ୍ବାର୍ଡ ନଂ. ୭ରେ ଦ୍ୱିତୀୟ ସାମୂହିକ ସଫେଇ କାର୍ଯ୍ୟକ୍ରମ ଶେଷ ହୋଇଛି। ଭୁବନେଶ୍ୱରରେ ପରିମଳ ଓ...

ଭୁବନେଶ୍ୱର ଚାଲାଣ ବେଳେ ମଦ ଜବତ: ଡ୍ରାଇଭର, ବେପାରୀ ଅଟକ

ବନ୍ତଳା,୧୧।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ଅନ୍ତର୍ଗତ ଶଙ୍ଖପୁର-ବନ୍ଦଣପଶି ରାସ୍ତାରେ ସୋମବାର ପୋଲିସ ଚଢ଼ାଉ କରି ୩୦୦ ଲିଟର ମଦ ଜବତ କରିଛି। ବେଆଇନ ମଦ...

ନାଲ୍‌କୋ ଦେଲା ୫୦ ହଜାର ମାସ୍କ

ବଅଁରପାଳ, ୨୩ା୪(ଡି.ଏନ.ଏ.) କରୋନା ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷିତ ରଖିବା ଉଦ୍ଦେଶ୍ୟରେ ନାଲ୍‌କୋ ପକ୍ଷରୁ ୫୦ ହଜାର ମାସ୍କ ପ୍ରସ୍ତୁତ କରାଯାଇ ଜିଲା ପ୍ରଶାସନକୁ ପ୍ରଦାନ କରାଯାଇଛି। ଏଥିସହ...

ମଠଡିହ ବଜାରରୁ ଚୋରି ଘଟଣା : ଠାବ ହୋଇପାରୁନି ସାମଗ୍ରୀ

ଆରଡ଼ି,୧୦ା୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ଅନ୍ତର୍ଗତ ମଠଡିହ ବଜାରରେ ରବିବାର ରାତିରେ ଏକ ମୋବାଇଲ ଦୋକାନରୁ ଚୋରି ହୋଇଥିଲା। ଓଳଗ ଗାଁର ଜଣେ ଯୁବକ...

କାର୍‌ରେ ଯୁବତୀଙ୍କୁ ଗଣବଳାତ୍କାର ମାମଲା: ମିଳିଲା ମେଡିକାଲ ରିପୋର୍ଟ, କେବେ ହଟିବ ପର୍ଦ୍ଦା

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଚଳନ୍ତା କାର୍‌ରେ ଯୁବତୀଙ୍କୁ ଗଣବଳାତ୍କାର ଘଟଣାର ଏକ ନୂଆ ମୋଡ଼ ସାମ୍ନାକୁ ଆସିଛି। ଇତିମଧ୍ୟରେ ଯୁବତୀଙ୍କ ମେଡିକାଲ ରିପୋର୍ଟ ପୋଲିସକୁ ହସ୍ତଗତ ହୋଇଛି।...

Coronavirus Update


Archives

Model This Week

Why Dharitri