CORONAVIRUS UPDATE: ଆଉ ୩ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଲା

ଭୁବନେଶ୍ୱର, ୫।୫(ବ୍ୟୁରୋ): ରାଜ୍ୟରେ ଆଉ ୩ କରୋନା ପଜିଟିଭ ମଙ୍ଗଳବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ବାଲେଶ୍ୱର ଜିଲାର। ସେମାନଙ୍କ ମଧ୍ୟରେ ଜଣେ ମହିଳା ହୋଇଥିବା ବେଳେ ଅନ୍ୟ ଜଣେ ଯୁବକ। ମହିଳାଙ୍କ ବୟସ ୫୦ ଓ ଯୁବକଙ୍କ ବୟସ ୨୬ ବର୍ଷ।
ସେହିଭଳି ଅନ୍ୟ ଜଣେ ଆକ୍ରାନ୍ତ କଟକ ଜିଲା ତିଗିରିଆ ଅଞ୍ଚଳର ୩୪ ବର୍ଷୀୟ ଯୁବକ। ବାଲେଶ୍ୱରର ଉଭୟ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା ହୋଇଥିବା ବେଳେ କଟକ ଆକ୍ରାନ୍ତ ସୁରଟ ଫେରନ୍ତା ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦ ହଜାର ପିଲାଙ୍କ ଆକାଉଣ୍ଟକୁ ଗଲା ୧୦୧ କୋଟି

ଭୁବନେଶ୍ୱର,୩ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ଜରିଆରେ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚତି ଜାତି, ଜନଜାତି ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ଆରମ୍ଭ...

୫-ଟି ନୀତି ଅନୁସରଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର, ୨୩।୮ (ବ୍ୟୁରୋ):ପ୍ରକଳ୍ପ ଓ ସେବାରେ ଅଧିକ ଦକ୍ଷତା ଆଣିବା ପାଇଁ ଡିପ୍ଲୋମା ଇଞ୍ଜିନିୟରମାନଙ୍କୁ ଶାସନ ମଡେଲର ୫-ଟି ନୀତି ଅନୁସରଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ...

ଦୁର୍ଗାପୂଜା ଭିଡ଼ରେ ମାତିଲେ ଲୁଟେରା

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଚଳିତ ବର୍ଷ ଦୁର୍ଗାପୂଜା ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି। ସିସିଟିଭି ସହ ବ୍ୟାପକ ପୋଲିସ ଫୋର୍ସ ଓ ଏସ୍‌ପିଓ ବ୍ୟବସ୍ଥା ହୋଇଛି। ଏହାସତ୍ତ୍ୱେ ଲୁଟେରାମାନେ ଉତ୍ପାତ...

ପୋଷ୍ଟାଲ ବାଲାଟ ଜରିଆରେ ଭୋଟ ଦେଇପାରିବେ କରୋନା ପୀଡ଼ିତ !

ପାଟନା,୨୩।୬: ଚଳିତ ବର୍ଷ ଶେଷରେ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେବେ ଏହି ନିର୍ବାଚନରେ ମତଦାତାଙ୍କ ପାଇଁ ନିୟମରେ କିଛିଟା ପରିବର୍ତ୍ତନ କରାଯାଇଥିବା ସୂଚନା...

ସକ୍ରିୟ ମାମଲା ୧୯ ହଜାର ତଳେ, ଦୈନିକ ସଂକ୍ରମଣ ୧୬ ଶହରୁ କମ୍‌…

ନୂଆଦିଲ୍ଲୀ, ୨୯।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ଗାଁ ଦାଣ୍ଡ ଧୋଇଲେ, ଘର କାନ୍ଥ ବିଶୋଧନ କଲେ ଗ୍ରାମବାସୀ

କଣ୍ଟାପଡା, ୫|୪(ଡି.ଏନ.ଏ.) – ମହାମାରୀ କରୋନା ପ୍ରକୋପରୁ ଗାଁକୁ ସୁରକ୍ଷା ଦେବାପାଇଁ ଗତ ୩ ଦିନହେଲା କଟକ ଜିଲା ଅନ୍ତର୍ଗତ କଣ୍ଟାପଡା ଗାଁର ବିଭିନ୍ନ ରାସ୍ତାକୁ...

ଅଯୋଗ୍ୟଙ୍କୁ ଘର, ଯୋଗ୍ୟଙ୍କଠାରୁ ଲାଞ୍ଚ

ସୋନପୁର,୨।୩(ନି.ପ୍ର.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ(ପିଏମ୍‌ଏଓ୍ବାଇଜି)ରେ ବ୍ୟାପକ ଅନିୟମିତତା ହୋଇଛି। ପକ୍କା ଘର ଥିବା ଧନୀକ ଶ୍ରେଣୀର ବ୍ୟକ୍ତିଙ୍କୁ ଏହି...

ବାଇକ୍‌ ଲୁଟ୍‌ ମାମଲାରେ ୪ ଗିରଫ

ଆସିକା,୧୪ା୮(ଡି.ଏନ୍‌.ଏ.): ଆସିକା – ଭନଗର ମୁଖ୍ୟ ରାସ୍ତାରେ ବାଲିସିରା ଛକ ନିକଟରୁ ଗତ ରବିବାର ପୂର୍ବାହ୍ନରେ ଜଣେ ବାଇକ୍‌ ଆରୋହୀଙ୍କୁ ମାଡ ମାରି ଦୁର୍ବୁ ବାଇକ୍‌...

Advertisement
Archives

Model This Week