ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୭୯ ଛୁଇଁଲା

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଏବେ କରୋନା ପଜିଟିଭଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି। ସେପଟେ ଆଉ ଜଣେ ରୋଗୀ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୋଟ ୭୯ ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ୫୩ଜଣ ଚିକିତ୍ସିତ ହେଉଥିବା ବେଳେ ୨୫ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ…

ଇରାନକୁ ପୁଣି ଟ୍ରମ୍ପଙ୍କ ଖୋଲା ଧମକ, କହିଲେ..’ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆବଶ୍ୟକ ପଡ଼ିଲେ ଆଜି ରାତିରେ…’

ଓ୍ବାଶିଂଟନ,୮।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସାମୁଦ୍ରିକ ସୁରକ୍ଷା ବିପନ୍ନ ହେବା ଯୋଗୁ ହର୍ମୁଜ୍ ଷ୍ଟ୍ରେଟ୍ ରେ ଶତାଧିକ ଜାହାଜ…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

ଅଜବ ନୀତି : ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ଜ୍ୱାଇଁ ପୁଅ ଚର୍ଚ୍ଚା, ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୮ା୭(ଦିଲ୍ଲୀପ ସାମଲ): ସମୁଦ୍ର ଅଶାନ୍ତ ବେଳେ ସୀମା ପାର ହେଉଛନ୍ତି ଆନ୍ଧ୍ର ମତ୍ସ୍ୟଜୀବୀ । ସମୁଦ୍ର ଅଶାନ୍ତ ପାଇଁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri