Posted inଜାତୀୟ

ଆଉ ୬ ମାସ ଭାଜପା ମଙ୍ଗ ସମ୍ଭାଳିବେ ଶାହ

ନୂଆଦିଲ୍ଲୀ,୧୩ା୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଭାଜପା ଅଧ୍ୟକ୍ଷ ପଦରେ ଆଉ ଅନ୍ତତଃ ୬ ମାସ ରହିବା ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଦଳର ସାଂଗଠନିକ ନିର୍ବାଚନ ହୋଇ ନୂଆ ଅଧ୍ୟକ୍ଷ ନିଯୁକ୍ତ କରାଯିବ। ଏହି ନିର୍ବାଚନ କେବେ ହେବ ତାହା ଦଳର ରାଜ୍ୟ ସଭାପତିମାନଙ୍କ ବୈଠକ ବସି ଖୁବ୍‌ଶୀଘ୍ର ସ୍ଥିର କରାଯିବ ବୋଲି ଏକ ସୂତ୍ରରୁ ଜଣାପଡିଛି। ଗୁରୁବାର ଶାହ ଦଳର ସମସ୍ତ ରାଜ୍ୟ ସଭାପତି ଏବଂ ସାଧାରଣ ସମ୍ପାଦକମାନଙ୍କୁ ଭେଟି ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିବେ ବୋଲି କୁହାଯାଉଛି। ଏହି ବୈଠକରେ ଦଳର ସଭ୍ୟ ସଂଗ୍ରହ ସମ୍ପର୍କରେ ମଧ୍ୟ ଆଲୋଚନା ହେବ। ଅଧ୍ୟକ୍ଷ ନିର୍ବାଚନ ଅକ୍ଟୋବର-ନଭେମ୍ବରରେ ହୋଇପାରେ ବୋଲି ଭାଜପାର ଜଣେ ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ

ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର...

ପ୍ରିୟଙ୍କା ଗାନ୍ଧୀଙ୍କ ଜିପ୍‌ ସାମ୍ନାକୁ ଚାଲିଆସିଲା ବାଘ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୧: କଂଗ୍ରେସ ମହାସଚିବ ଏବଂ ଏମପି ପ୍ରିୟଙ୍କା ଗାନ୍ଧୀ ତାଙ୍କ ପୁଅର ନିର୍ବନ୍ଧ ପାଳନ କରିବା ଏବଂ ଏକ ବ୍ୟକ୍ତିଗତ ଯାତ୍ରାରେ ନୂତନ ବର୍ଷ ଛୁଟି...

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri