ଆକ୍ରମଣ ଅଭିଯୁକ୍ତ ଗିରଫ

ତାଳଚେର,୪ା୧୧(ନି.ପ୍ର.)- ତାଳଚେର ସୁରକ୍ଷା ମଞ୍ଚ ସଭାପତି ମୁରଲୀଧର ସାହୁଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ କଲିୟାରୀ ପୋଲିସ ତାଳଚେର ବ୍ଲକ ଘଣ୍ଟପଡା ଗ୍ରାମର ଅବିନାଶ ସାହୁଙ୍କୁ ରବିବାର ସନ୍ଧ୍ୟାରେ ଗିରଫ କରି କୋର୍ଟଚାଲାଣ କରିଛି। ଗତ ଅକ୍ଟୋବର ୧୫ରେ ଡେରା ଛକଠାରେ ସୁରକ୍ଷା ମଞ୍ଚ ସଭାପତି ଚା ପିଉଥିବା ବେଳେ ୭/୮ଜଣ ଯୁବକ ତାଙ୍କୁ ଗାଳିଗୁଲଜ ସହିତ ମାଡ ମାରିଥିବା ଅଭିଯୋଗ ହୋଇଥିଲା। ଏ ସଂକ୍ରାନ୍ତରେ କଲିୟାରୀ ଥାନାରେ ନଂ. ୩୪୮/୧୯ରେ ଏକ ମାମଲା ରୁଜୁ କରାଯାଇ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରିରୀକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?