ଆକ୍ରାନ୍ତଙ୍କ ତଥ୍ୟ ଲିକ୍‌, ହେବ ତଦନ୍ତ

ଅନୁଗୋଳ ଅଫିସ, ୧୧।୫:  ଅନୁଗୋଳ ଜିଲାର ୧୩ ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ ଲିକ୍‌ ହୋଇଯାଇଥିବା ଅଭିଯୋଗ ହେଉଛି। ରାଜ୍ୟ ସରକାରଙ୍କ ନିକଟରୁ ଜିଲା ପ୍ରଶାସନ ପାଖକୁ ଆସିଥିବା ସଂକ୍ରମିତଙ୍କ ନାଁ, ଠିକଣା ଆଦିର ତାଲିକା ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଏହାକୁ ନେଇ ଜିଲା ପ୍ରଶାସନ ଅଡ଼ୁଆରେ ପଡ଼ିଥିବା ବେଳେ କିଭଳି ଭାଇରାଲ ହେଲା ତାହାର ଅନୁସନ୍ଧାନ କରାଯିବ ବୋଲି ଜିଲାପାଳ ମନୋଜ କୁମାର ମହାନ୍ତି କହିଛନ୍ତି। ଅନ୍ୟପକ୍ଷରେ ଅନୁଗୋଳ ସହରର ଜଣେ ଯୁବକ ସଂକ୍ରମିତ ଚିହ୍ନଟ ହେବା ପରେ ଉକ୍ତ ଅଞ୍ଚଳକୁ ସାନିଟାଇଜ୍‌ କରାଯିବା କଥା। ତାଙ୍କ ସଂସ୍ପର୍ଶରେ ଆସିଥିବା ପରିବାର ଲୋକଙ୍କୁ କ୍ବାରାଣ୍ଟାଇନ୍‌ କରିବା କଥା। କିନ୍ତୁ ଖବର ଲେଖା ହେବା ପର୍ଯ୍ୟନ୍ତ ସଂକ୍ରମିତ ଯୁବକଙ୍କ ଘରକୁ ସାନିଟାଇଜ୍‌ କରାଯାଇ ନାହିଁ କି ତାଙ୍କ ପରିବାରକୁ କ୍ୱାରାଣ୍ଟାଇନ ସେଣ୍ଟରକୁ ନିଆଯାଇ ନାହିଁ। ସେହିପରି ପ୍ରବାସୀମାନେ ଥିବା ସଙ୍ଗରୋଧ କେନ୍ଦ୍ର ସାନିଟାଇଜ୍‌ କରାଯାଇ ନାହିଁ। ଏ ସମ୍ପର୍କରେ ଜିଲାପାଳ ମହାନ୍ତି କହିଛନ୍ତି, ସଂକ୍ରମିତ ଚିହ୍ନଟ ହୋଇଥିବା ସ୍ଥାନ ଗୁଡ଼ିକୁ ତୁରନ୍ତ ସାନିଟାଇଜ୍‌ କରାଯିବ। ଆକ୍ରାନ୍ତ ଯୁବକଙ୍କ ଟ୍ରାଭେଲ ହିଷ୍ଟ୍ରି ସମ୍ପର୍କରେ ଯାଞ୍ଚ ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କ୍ବାରାଣ୍ଟାଇନ୍‌ରେ ରଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଋଣ ଚାପ ସହି ନ ପାରି ଆତ୍ମହତ୍ୟା

ବାହାନଗା, ୫ା୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ପଞ୍ଚାୟତର ବାରିଙ୍ଗିଆ ଗ୍ରାମର ଜଣେ ଯୁବକ ଋଣଭାର ସହି ନ ପାରି ଆମତ୍ହତ୍ୟା କରିଥିବା ପରିବାର...

ନଦୀବନ୍ଧ ମୁକୁଳା, ବନ୍ୟା ଆଶଙ୍କାରେ ଲୋକେ ଭୟଭୀତ

ସିଂହପୁର,୨୦ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅନ୍ତର୍ଗତ ଖରସ୍ରୋତା ନଦୀବନ୍ଧ ପ୍ରସସ୍ତିକରଣ କାର୍ଯ୍ୟ ଚାଲିଛି। ଏହି ନଦୀବନ୍ଧରେ ଠିକାଦାର ପକାଉଥିବା ମାଟି ଦୂରରୁ ନ...

ଗାଁ ରାସ୍ତା ନିର୍ମାଣ କଲେ ଗ୍ରାମବାସୀ

ଖଇରା, ୧୦।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦର ପଞ୍ଚାୟତ ଅଧୀନ ମାଟିଆଳପଦା ଗ୍ରାମର ବାସିନ୍ଦା ଏକ ନିତିଦିନିଆ ରାସ୍ତାଟିଏ ପାଇଁ ବର୍ଷ ବର୍ଷ ହେଲା ଦହଗଞ୍ଜ...

ଜମାକାରୀଙ୍କ ଟଙ୍କା ଠକେଇ ଘଟଣା: ଜେଲ ଗଲେ ସାଇଲ୍ୟାଣ୍ଡ ଚିଟ୍‌ଫଣ୍ଡ ଏମ୍‌ଡି

ବ୍ରହ୍ମପୁର ଅଫିସ,୧୪ା୨- ସାଇଲ୍ୟାଣ୍ଡ କେଶୁରିଆ ଗ୍ରୁପ ଚିଟଫଣ୍ଡ ସଂସ୍ଥା ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଗୋପାଳ ଚନ୍ଦ୍ର ରାଉତ(୪୪)ଙ୍କୁ ଟଙ୍କା ଠକେଇ ଅଭିଯୋଗରେ ଗୋଷାଣୀନୂଆଗଁା ପୋଲିସ ୨...

ଫାର୍ମାସିଷ୍ଟଙ୍କ ଦ୍ୱାରା ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର

ଚନ୍ଦ୍ରପୁର,୮।୬(ଡି.ଏନ୍‌.ଏ.) – ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ ବୁଡ଼ିବାଲି ପଞ୍ଚାୟତ ସଦରସ୍ଥିତ ବୁଡ଼ିବାଲି ସ୍ବାସ୍ଥ୍ୟକେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ସ୍ବାସ୍ଥ୍ୟକେନ୍ଦ୍ରର ନବୀକରଣ କରାଯାଇ ୪...

ଖରିଫ ଧାନରେ ମାଟିଆଗୁଣ୍ଡି ପୋକ

କେନ୍ଦ୍ରାପଡ଼ା ଅଫିସ, ୩୦ା୮:ଚଳିତ ବର୍ଷର ଲଗାଣ ବର୍ଷା ଓ ବନ୍ୟାଜନିତ କ୍ଷତି ଆକଳନ ସରିନାହିଁ। ରାଜକନିକା ଓ ଆଳି ବ୍ଲକ ଅଞ୍ଚଳରେ ପୁନର୍ବାର ବ୍ରାହ୍ମଣୀ, ଖରସ୍ରୋତା...

ଜାତୀୟ ରାଜପଥ ସମ୍ପ୍ରସାରଣ ଆଳରେ ମିଶନ ଶକ୍ତି ଗୃହ ନିର୍ମାଣ ବନ୍ଦ

ବାହାନଗା,୮ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ପରିସରରେ ନିର୍ମାଣ ହେବାକୁ ଥିବା ମିଶନ ଶକ୍ତି ଗୃହ ୧ବର୍ଷରୁ ଉର୍ଦ୍ଧ୍ୱ ସମୟ ହେଲା କାମ ନ ହୋଇ...

ଭିନ୍ନକ୍ଷମ ପୁଅର ବୋଝ ବୋହି ବାଟ ଚାଲୁଛନ୍ତି କାନ୍ତା

ବିନିକା,୧୪ା୫(ଡି.ଏନ୍‌.ଏ.)  କାନ୍ତା ଅଗ୍ରଓ୍ବାଲ। ବୟସ ୬୨। ଜୀବନର ସାୟାହ୍ନରେ ଉପନୀତ ହେଲେ ମଧ୍ୟ ଜୀବନ ଯୁଦ୍ଧରେ ସେ ହାରିନାହାନ୍ତି। ଏବେ ବି ପରଘରେ କାମ କରି...

Advertisement
Archives

Model This Week