ଆକ୍ସନ ମୁଡ୍‌ରେ ପୁରୀ ପୋଲିସ: ୪୦ ଗାଡ଼ି ଜବତ

ପୁରୀ ଅଫିସ, ୭।୪: କରୋନା ମୁକାବିଲା ପାଇଁ ୨୧ ଦିନିଆ ଲକ୍‌ଡାଉନ ଚାଲିଛି। କୌଣସି ଜରୁରୀ କାମ ନ ଥିଲେ ଘରୁ ନ ବାହାରିବା ଲାଗି ଜନସାଧାରଣଙ୍କୁ ନିବେଦନ କରାଯାଉଛି। ଏହାସତ୍ତ୍ୱେ ଅନେକ ଲୋକ ଏହାକୁ ମାନୁ ନାହାନ୍ତି। କୌଣସି କାମ ନ ଥାଇ ଗାଡ଼ିଧରି ରାସ୍ତାରେ ବୁଲୁଛନ୍ତି। ଏହିଭଳି ଲୋକଙ୍କ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରିଛି ପୁରୀ ପୋଲିସ। ବାହାରେ ବୁଲୁଥିବା ଲୋକଙ୍କ ଗାଡ଼ି ଜବତ କରିଛି। ସେହିପରି ସାମାଜିକ ଦୂରତା ରକ୍ଷା କରୁ ନ ଥିବା ବ୍ୟବସାୟୀଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ମଙ୍ଗଳବାର ମଧ୍ୟାହ୍ନ ସୁଧା ପୁରୀ ପୋଲିସ ପ୍ରାୟ ୪୦ଟି ଗାଡ଼ି ଜବତ କରିଛି। ବଡ଼ଦାଣ୍ଡରୁ ଅଧିକାଂଶ ବାଇକ ଜବତ କରାଯାଇଥିବା ଜଣେ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରୁ ଭିଟାମିନ ସି, ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଉଭାନ

ଜୟପୁର,୧୮ା୪(ନି.ପ୍ର.): ସାରା ବିଶ୍ୱକୁ କିଛି ମାସ ହେଲା ଆତଙ୍କିତ କରି ରଖିଛି କରୋନା ଭାଇରସ। ଏହାର ମୁକାବିଲା ପାଇ କେନ୍ଦ୍ର ଓ ରାଜ୍ୟ ସରକାର ସବୁ...

୯ କଏଦୀ କରୋନା ସଂକ୍ରମିତ

କେନ୍ଦୁଝର,୧୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା କାରାଗାରରେ ୯ କଏଦୀ ଓ ଜଣେ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାପଡ଼ିଛି। କିଛିଦିନ ତଳେ ଜଣେ ଅନ୍ତେବାସୀ କରୋନା...

ଶର୍ଟସର୍କିଟ ଯୋଗୁ ବାଇକରେ ଲାଗିଲା ନିଆଁ

ଦାରିଙ୍ଗବାଡି,୨୭ା୩(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ଥାନା କୁମ୍ଭବଜାରଠାରେ ଏକ ବାଇକରେ ଅଚାନକ ନିଆଁ ଲାଗିଯାଇଥିଲା। ନିଆଁ ଦେଖି ବାଇକ୍‌ ଚାଳକ ପାଟି କରବାରୁ ସାହିଲୋକେ ପହଞ୍ଚତ୍ ଲିଭାଇବା ପାଇଁ...

ଦିବ୍ୟାଙ୍ଗ ହୋଇ ବି ହାର ମାନି ନାହାନ୍ତି ମୋନିକା

ବନ୍ତ,୨୮।୮(ଡି.ଏନ୍‌.ଏ.)- ଦିବ୍ୟାଙ୍ଗ ହୋଇ ବି ନିଜ ପାଖରେ ହାର୍‌ ମାନିନାହାନ୍ତି ମୋନିକା ା ଉଚ୍ଚ ଶିକ୍ଷାଲାଭ କରିବା ସହ ସେ ନୃତ୍ୟକଳାରେ ପାରଦର୍ଶିତା ହାସଲ କରିଛନ୍ତି...

ଆବର୍ଜନା ଦିଅ, ମାଗଣାରେ ଜଳଖିଆ ଖାଅ

ପୁରୀ ଅଫିସ, ୫ା୧୨: ଚନ୍ଦ୍ରଭାଗାରେ ଚାଲିଛି ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ। ଏଥିରେ ଦେଶ ବିଦେଶର ବାଲୁକା ଶିଳ୍ପୀ ଭାଗ ନେଇଛନ୍ତି। ଏହି ମହୋତ୍ସବ ଦେଖିବାକୁ...

ପୁରୁଣା ନ ସରୁଣୁ ନୂଆ ପ୍ରସ୍ତାବ

ଯାଜପୁର ଅଫିସ,୨୧ା୧୧: ନଦୀ ଅବବାହିକାରୁ ଉଚ୍ଚ ଚାଷଜମିକୁ ଜଳସେଚନ କରିବାକୁ ରାଜ୍ୟ ସରକାର ୨୦୧୧-୧୨ ଆର୍ଥିକ ବର୍ଷରୁ ମେଗା ଉଠା ଜଳସେଚନ ପ୍ରକଳ୍ପ ଆରମ୍ଭ କରିଥିଲେ।...

କରୋନା ନିୟନ୍ତ୍ରଣ ହେବ କିପରି: କେନ୍ଦ୍ର ସରକାରଙ୍କୁ ୪ ପ୍ରଶ୍ନ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୨।୪: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ପାଇଁ ଅକ୍ସିଜେନ୍‌ ଅଭାବ ସୃଷ୍ଟି ହୋଇଛି। ସେହିପରି ଟିକା ଡୋଜ୍‌ ନ...

ଝଲସିବ ‘ସପ୍ତଶଯ୍ୟା’

ଢେଙ୍କାନାଳ ଅଫିସ,୨୪।୩: ଢେଙ୍କାନାଳର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ‘ସପ୍ତଶଯ୍ୟା’ ଝଲସିବ। ଏହାର ସାମଗ୍ରିକ ଉନ୍ନତୀକରଣ ଲାଗି ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରାଯାଇଛି। ଏଥିପାଇଁ ଏକ ପ୍ରତିନିଧି ଦଳ ବୁଧବାର...

Advertisement
Archives

Model This Week