Posted inଜାତୀୟ

ଆଖି ଖୋଲନ୍ତୁ ମୋଦି ସରକାର; ଗଭୀର ଖାଇରେ ଖସିପଡ଼ିଛି ଅର୍ଥବ୍ୟବସ୍ଥା: ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପୁଣିଥରେ ଟାର୍ଗେଟ୍‌ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଦେଶର ଅର୍ଥବ୍ୟବସ୍ଥା ଗଭୀର ଖାଇରେ ଖସି ପଡ଼ିଛି। ତେବେ ମଧ୍ୟ ମୋଦି ସରକାରଙ୍କ ଆଖି ଖୋଲିନାହିଁ। ବେଳ ଥାଉଥାଉ ସରକାର ଆଖି ଖୋଲନ୍ତୁ ବୋଲି ପ୍ରିୟଙ୍କା କହିଛନ୍ତି। ଦେଶର ଅଟୋ ସମେତ ଅନ୍ୟ ଶିଳ୍ପ ସଂସ୍ଥାରେ ଛଟେଇ ଯୋଗୁ ବେକାର ସମସ୍ୟା ବୃଦ୍ଧି ପାଉଥିବା ପ୍ରିୟଙ୍କା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଜିଗଲା ୫୦ ଲକ୍ଷ ଟଙ୍କାର ‘କେଶ’

ଇନ୍ଦୋର,୨୮।୭: ମଧ୍ୟପ୍ରଦେଶର ଇନ୍ଦୋର ରେଳ ଷ୍ଟେଶନର ପାର୍ଶଲ କାର୍ଯ୍ୟାଳୟରେ କିଛି ଲୋକ ବୁଧବାର ହଙ୍ଗାମା ସୃଷ୍ଟି କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ୫୦ ଲକ୍ଷ...

ନବବିବାହିତ ସ୍ତ୍ରୀଙ୍କ ସହ ଝଗଡା: ଚରମ ପଦକ୍ଷେପ ନେଲେ ଏହି ଖେଳାଳି

ଜାମସେଦ୍‌ପୁର,୧୧।୮: ନବବିବାହିତ ସ୍ତ୍ରୀଙ୍କ ସହ ଝଗଡା ହେବାରୁ ଜଣେ ଜାତୀୟସ୍ତରର ହ୍ୟାଣ୍ଡବଲ ଖେଳାଳି ବ୍ୟକ୍ତିଗତ ରିଭଲଭର ସାହାଯ୍ୟରେ ଗୁଳି ଚଳାଇ ଆତ୍ମହତ୍ୟା କରିଛନ୍ତି। ଜାମସେଦପୁରର ଗୋଲମୁରୀରେ...

ମୋଦିଙ୍କ ମା’ଙ୍କୁ ଭେଟିଲେ ରାଷ୍ଟ୍ରପତି

ଗାନ୍ଧିନଗର,୧୩।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଦୁଇ ଦିନିଆ ଗସ୍ତରେ ଗୁଜରାଟ ଯାତ୍ରା କରିଛନ୍ତି। ଏହି ଅବସରରେ ସେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ...

ହେଲିକପ୍ଟରେ ବସି ଚେନ୍ନାଇ ଟେଷ୍ଟ ମ୍ୟାଚ୍‌ ଦେଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି

ଚେନ୍ନାଇ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଚେନ୍ନାଇ ଗସ୍ତରେ ଯାଇଥିଲେ। ପ୍ରଧାନମନ୍ତ୍ରୀଙ୍କ ହେଲିକପ୍ଟର ଚେନ୍ନାଇର ଏମ୍‌ ଚିଦାମ୍ବରମ୍‌ ଷ୍ଟାଡିୟମ ପାଖ ଦେଇ ଯିବାବେଳେ ଭାରତ ଏବଂ...

ଶାହଙ୍କ କଶ୍ମୀର ମିଶନ: ଶହୀଦ୍‌ ଇନସ୍ପେକ୍ଟର ପରିବାରଙ୍କୁ ଭେଟିଲେ

ଶ୍ରୀନଗର,୨୭।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀର ଗସ୍ତରେ ଆସିଛନ୍ତି। ଗସ୍ତକାଳରେ ସେ ଗୁରୁବାର ଶହୀଦ୍‌ ଇନସ୍ପେକ୍ଟର ଅରଶଦ୍‌ ଖାଁଙ୍କ ପରିବାର ସଦସ୍ୟଙ୍କୁ ଭେଟି ସ୍ବାନ୍ତନା...

ଦେଶରେ ହିଂସା ସୃଷ୍ଟି କରୁଛନ୍ତି ମୋଦି ସରକାର: ରାହୁଲ

ଜୟପୁର,୨୮।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି ରାହୁଲ ଗାନ୍ଧୀ। ସେ ରାଜସ୍ଥାନ ଜୟପୁରରେ ଯୁବ ଆକ୍ରୋଶ ରାଲିରେ...

ଅନିଲ ବିଜଙ୍କ ନିକଟରେ ଆଡଭାନ୍ସ କରୋନା ଲକ୍ଷଣ

ଚଣ୍ଡିଗଡ଼,୧୪ ।୧୨: ହରିୟାଣାର ସ୍ୱାସ୍ଥ୍ୟମନ୍ତ୍ରୀ ଅନିଲ ବିଜ କରୋନାରେ ସଂକ୍ରମିତ ହୋଇଥିଲେ । ରବିବାର ତାଙ୍କୁ ପିଜିଆଇଏମ୍‌ଏସ୍ ହସ୍ପିଟାଲର ଭର୍ତ୍ତି କରାଯାଇଛି । ତାଙ୍କ ନିକଟରେ...

ଦୈନିକ ସଂକ୍ରମଣ ଅଢ଼େଇ ହଜାର ତଳେ, ମୃତ୍ୟୁ ସଂଖ୍ୟା ୧୩ …

ନୂଆଦିଲ୍ଲୀ, ୧୫।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

Advertisement
Archives

Model This Week