ଆଖି ମାରିବା ପରେ କିସ୍‌ କଲେ ପ୍ରିୟା

ଆଖି ମାରି ରାତାରାତି ଚର୍ଚ୍ଚାକୁ ଆସିଥିବା ପ୍ରିୟା ପ୍ରକାଶ ଓ୍ବାରିୟର ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌। ସବୁ ସମୟରେ ସେ ନିଜ ପ୍ରଶଂସକଙ୍କ ପାଇଁ ଫଟୋ ଏବଂ ଭିଡିଓ ଶୋୟାର କରିଥାନ୍ତି। ଏବେ ପ୍ରିୟାଙ୍କର ଏକ ନୂଆ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ସେ ପୁଣି ଥରେ ଆଖି ମାରୁଥିବା ଦେଖିବାକୁ ମିଳୁଛି। କେବଳ ଆଖି ମାରୁ ନାହାନ୍ତି, ଆଖି ମାରିବା ପରେ ସେ କିସ୍‌ କରୁଥିବା ମଧ୍ୟ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋନାଙ୍କୁ ସଲମାନଙ୍କ ଫ୍ୟାନ୍‌ କହିଲେ ଘରେ ପଶି ମାରିବୁ

ସବୁବେଳେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହୁଥିବା କଣ୍ଠଶିଳ୍ପୀ ସୋନା ମହାପାତ୍ର ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ଏଥର ଭାଇଜାନଙ୍କୁ ଟାର୍ଗେଟ୍‌ କରିଛନ୍ତି ସେ। ସୋସିଆଲ...

ଦିଲୀପ କୁମାରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ, କହିଲେ…

ଇସ୍‌ଲାମାବାଦ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଆଜି ଟୁଇଟର୍‌ରେ ଏକ ପୋଷ୍ଟ କରି ଭେଟେରାନ ଅଭିନେତା ଦିଲୀପ କୁମାରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦୀର୍ଘଦିନ ଧରି...

ବୋଲ୍ଡ ଲୁକ୍‌ରେ ‘ଦୟା ବେନ୍‌’; ଭିଡିଓ ଦେଖି ଲୋକେ କହୁଛନ୍ତି…

ବମ୍ବେ: ୨୦୦୮ରୁ ଛୋଟ ପରଦାରେ ପ୍ରସାରଣ ହୋଇଆସୁଛି କମେଡି ଶୋ’ ‘ତାରକ ମେହେତା କା ଉଲଟା ଚଷମା’। ଆଜିଯାଏ ବି ଏହାର ଲୋକପ୍ରିୟତା କମିନାହିଁ। ଶୋ’ର...

ଘରର ଛାତ ଉପରେ ଉଠାଇଥିଲେ ଟପ୍‌ଲେସ୍‌ ଫଟୋ; ଅଭିନେତ୍ରୀ କହିଲେ ‘ମୁଁ ଲାଜକୁଳୀ ନୁହେଁ’

ବମ୍ବେ: ଘରର ଛାତ ଉପରେ ଟପ୍‌ଲେସ୍‌ ଫଟୋଶୁଟ୍‌। କିଛି ଏଭଳି କରି ଚର୍ଚ୍ଚାରେ ରିୟା ସେନଙ୍କ ବଡ଼ ଭଉଣୀ ତଥା ବଲିଉଡ୍‌ ଅଭିନେତ୍ରୀ ରାଇମା ସେନ୍‌।...

ଅଭିନୟ କରୁ କରୁ ସତସତିକା ପ୍ରେମରେ!

ବମ୍ବେ: ଦୀର୍ଘ ୧୩ ବର୍ଷ ଧରି ପ୍ରସାରିତ ହୋଇ ଆସୁଛି ଧାରାବାହିକ ‘ୟେ ରିସ୍ତା କ୍ୟା କେହଲାତା ହୈ’। ଏଯାବତ ଏହି ଲୋକପ୍ରିୟ ଶୋ’୩୭୦୦ରୁ ଅଧିକ...

ମ୍ୟୁଜିକ ଭିଡିଓ ପାଇଁ ଐଶ୍ୱର୍ଯ୍ୟାଙ୍କୁ ଶୁଭେଚ୍ଛା ଜଣାଇଲେ ଧନୁଷ

ଅଭିନେତା ଧନୁଷ-ଐଶ୍ୱର୍ଯ୍ୟା ରଜନୀକାନ୍ତ ତାଙ୍କ ବ୍ୟକ୍ତଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ୧୮ ବର୍ଷର ସମ୍ପର୍କ ପରେ ଦୁହେଁ ଏବେ ପରସ୍ପରଠାରୁ ଅଲଗା...

ପୁଣି ସିନେମାକୁ ଫେରିବେ ଏହି ଅଭିନେତା

ମୁମ୍ବାଇ : ରାମାନନ୍ଦ ସାଗରଙ୍କ ଧାରାବାହିକ ‘ରାମାୟଣ’ରେ ରାମ ଭୂମିକାରେ ଅଭିନୟ କରିଥିବା ଅଭିନେତା ଅରୁଣ ଗୋଭିଲ ଏବେ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କର ଅଭିନୟରେ...

‘ଆଦିପୁରୁଷ’: ରିଲିଜ୍‌ ପୂର୍ବରୁ ଟ୍ରେଲର୍‌ ଲିକ୍‌

ମୁମ୍ବାଇ, ୮।୫: ଦକ୍ଷିଣ ଭାରତର ସିନେ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ଆଦିପୁରୁଷ’ ଖୁବ୍‌ ଚର୍ଚ୍ଚାରେ ରହିଛି। ଫିଲ୍ମ ‘ଆଦିପୁରୁଷ’ର ଅଫିସିଆଲ ଟ୍ରେଲର ମଙ୍ଗଳବାର ଅର୍ଥାତ୍‌...

Advertisement
Archives

Model This Week