ହରିୟାଣା,୨୪।୧୦:ହରିୟାଣା ବିଧାନସଭା ନିର୍ବାଚନର ଫଳଫଳ ପାଇଁ ଗୁରୁବାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି। ତେବେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ପ୍ରଥମ ପର୍ଯ୍ୟାୟ ଗଣତି ସୁଦ୍ଧା ୪୫୮୮ ଖଣ୍ଡ ଭୋଟରେ ଆଗରେ ଥିବା ସୂଚନା ମିଳିଛି। ସେ କର୍ନାଲ ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦିତା କରୁଛନ୍ତି। ସୂଚନାଯୋଗ୍ୟ, ହରିୟାଣା ବିଧାନସଭା ପାଇଁ ଗତ ୨୧ ତାରିଖରେ ଭୋଟ ଗ୍ରହଣ କରାଯାଇଥିଲା। ହରିୟାଣାର ୯୦ଟି ଆସନ ପାଇଁ ଭୋଟ ଗଣତି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ସିଡି ନିର୍ବାଚନ: ନାମାଙ୍କନ ଭରିଲେ ଏଏପି ମେୟର ପ୍ରାର୍ଥୀ ଶେଲି ଓବେରୟ

ନୂଆଦିଲ୍ଲୀ,୧୭।୪: ଏମ୍‌ସିଡି ନିର୍ବାଚନ ପାଇଁ ଆମ ଆଦମୀ ପାର୍ଟି (ଏଏପି) ମେୟର ପ୍ରାର୍ଥୀ ଶେଲି ଓବେରୟ ଏବଂ ଡେପୁଟି ମେୟର ପ୍ରାର୍ଥୀ ଆଲେ ମହମ୍ମଦ ଇକବାଲ...

ଦୁର୍ଗାପୂଜାରେ ନିର୍ବାଚନୀ ଶଙ୍ଖ ଫୁଙ୍କିଲେ ମୋଦି: ମିଶନ ପଶ୍ଚିମବଙ୍ଗ ଆରମ୍ଭ

ନୂଆଦିଲ୍ଲୀ, ୨୨।୧୦: ଦେଶରେ ଦ୍ରୁତ ଗତିରେ ମହିଳା ସଶକ୍ତି କରଣ ଅଭିଯାନ ଜାରି ରହିଛି। ଇତିମଧ୍ୟରେ ୨୨ କୋଟି ମହିଳାଙ୍କ ପାଇଁ ବ୍ୟାଙ୍କରେ ସଞ୍ଚୟ ଖାତା...

ଆତଙ୍କବାଦୀ ଆକ୍ରମଣର ଭୟାନକ ଚିତ୍ର, ଜେଜେଙ୍କ ମୃତଦେହ ପାଖରେ ବସିଛନ୍ତି ନାତି

ଶ୍ରୀନଗର,୧।୭: ଜମ୍ମୁକଶ୍ମୀରର ସୋପୋରରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆରଏଫ)ର ଏକ ଭ୍ୟାନ୍‌ ଉପରକୁ ଆକ୍ରମଣ କରିଛନ୍ତି ଆତଙ୍କବାଦୀ। ଏଥିରେ ସିଆରଏଫ ୧୭୯ ବାଟାଲିୟନର ଜଣେ ହେଡ୍‌...

ପାଟକୁରା ନିର୍ବାଚନ: ୧ଟା ସୁଦ୍ଧା ୪୨% ମତଦାନ

ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ଭୋଟ ଗ୍ରହଣ ଜାରି ରହିଛି। ତେବେ ଦିନ ୧ଟା ସୁଦ୍ଧା ୪୨% ମତଦାନ ହୋଇଛି। ମୁଖ୍ୟ...

ଗର୍ଭବତୀ ପ୍ରେମିକାଙ୍କୁ ବିବାହ କରିବାକୁ ମନା କଲେ ପ୍ରେମିକ, ଆଉ ତା’ ପରେ…

ପାଟଣା,୧୬ା୮: ବିହାରର ଗୟାରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ପ୍ରେମିକା ଗର୍ଭବତୀ ହେବା ପରେ ପ୍ରେମିକ ବିବାହ କରିବାକୁ ମନା କରିଦେଇଥିଲେ।...

ଗ୍ୟାସ୍‌ ଲିକ୍‌: ୫୦ ମହିଳା କର୍ମଚାରୀ ହସ୍ପିଟାଲରେ ଭର୍ତ୍ତି

ବିଶାଖାପାଟଣା,୩ା୮: ଆନ୍ଧ୍ରପ୍ରଦେଶର ଅନକାପଲ୍ଲୀ ଜିଲା ଅନ୍ତର୍ଗତ ବ୍ରାଣ୍ଡିକ୍ସ ସ୍ବତନ୍ତ୍ର ଅର୍ଥନୈତିକ ଜୋନ୍‌ (ଏସ୍‌ଇଜେଡ୍‌) ମଧ୍ୟରେ ଥିବା ଏକ ପୋଷାକ କାରଖାନାର ଲାବରେଟୋରିରେ ମଙ୍ଗଳବାର ଗ୍ୟାସ୍‌ ଲିକ୍‌...

କାଠଗଡାରେ ଚିଦାମ୍ବରମ

ନୂଆଦିଲ୍ଲୀ,୨୨।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ ଗୁରୁବାର କୋର୍ଟରେ ହାଜର ହୋଇଛନ୍ତି। ଦୀର୍ଘ ୩ ଘଣ୍ଟାର ଜେରା ପରେ ସେ କୋର୍ଟରେ ହାଜର...

ମୋବାଇଲରେ ଦୈନିକ ୪.୮ ଘଣ୍ଟା ବିତାଉଛନ୍ତି ଭାରତୀୟ

ନୂଆଦିଲ୍ଲୀ,୧୫ା୧୧: ସ୍ମାର୍ଟଫୋନରେ ସବୁଠାରୁ ଅଧିକ ସମୟ ବିତାଉଥିବା କ୍ଷେତ୍ରରେ ଭାରତର ସ୍ଥାନ ୪ର୍ଥରେ ରହିଛି। ମୋବାଇଲ ଆପ୍‌ ଆନାଲିଷ୍ଟ କମ୍ପାନୀ ଏପ୍‌ ଏନି ପକ୍ଷରୁ ପ୍ରକାଶିତ...

Advertisement
Archives

Model This Week