ଆଗାମୀ ଦିନରେ ସ୍ଥିତି ସମ୍ଭାଳିବା କଷ୍ଟକର ହୋଇପାରେ, କଣ୍ଟ୍ରାକ୍ଟ ଟ୍ରେସିଂ ପୂର୍ବରୁ ନିଜେ ଆଗକୁ ଆସି ସଂକ୍ରମଣକୁ କମ୍ କରନ୍ତୁ

ଭୁବନେଶ୍ବର, ୪।୪(ବ୍ୟୁରୋ) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦ ରେ ପହଁଞ୍ଚିଛି । ଯେତେବଳେ ଜଣେ ବ୍ୟକ୍ତି ପଜିଟିଭ ଚିହ୍ନଟ ହୁଅନ୍ତି, ସେତେବେଳେ ସରକାରୀ କଳର କାମ ବଢିଯାଏ । ପ୍ରଥମେ ବ୍ୟକ୍ତିଙ୍କ ଗସ୍ତ ବିଷୟରେ ତଥ୍ୟ ସଂଗ୍ରହ କରାଯାଏ ପରେ ସେ କେଉଁ ସ୍ଥାନକୁ ଯାଇଥିଲେ, ସେଠାରେ କାହା ସଂସ୍ପର୍ଶରେ ଆସିଥିଲେ ଖୋଜା ଯାଇଥାଏ l ପରେ ରାତାରାତି ସେମାନଙ୍କ ସହ ଯୋଗାଯୋଗ କରାଯାଏ। ଯଦି ପୁଣି ଆକ୍ରାନ୍ତ ବାହାରନ୍ତି ତେବେ ପୁଣି ସମାନ କଥାର ପୁନରାବୃତ୍ତି କରାଯାଇଥାଏ। ଆଗାମୀ ଦିନରେ ଏପରି ହେଲେ ଶାସନ ବ୍ୟବସ୍ଥା ଉପରେ ଚାପ ଏବଂ ବୋଝ ବଢିବ। ପ୍ରଥମେ ପଜିଟିଭ ନମୂନା, ପରେ ଟ୍ରାକିଂ କର୍ମଚାରୀ ସଂଖ୍ୟା, ଗାଡି, କୋଭିଡ ଟେଷ୍ଟ ପରିମାଣ, ଶେଷରେ ନୂଆ ମାମଲା ସଂଖ୍ୟା ବୃଦ୍ଧି ହେବାରେ ଲାଗିବ । କୌଣସି ସରକାର ସେହି ସ୍ଥିତିକୁ ସମ୍ଭାଳି ପାରିବ ନାହିଁ l ଏଥିପାଇଁ ବହୁତ ସାଧନର ଆବଶ୍ୟକତା ରହିଛି l ଏଣୁ ଏବେଠାରୁ ସରକାରଙ୍କୁ ସାହାଯ୍ଯ କରନ୍ତୁ l ନିଜେ ସଚେତନ ହୋଇ ଆଗକୁ ଆସନ୍ତୁ l କଣ୍ଟ୍ରାକ୍ଟ ଟ୍ରେସିଂ ପୂର୍ବରୁ ନିଜେ ଆଗକୁ ଆସି ସଂକ୍ରମଣ କୁ କମ୍ କରନ୍ତୁ ବୋଲି ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ ଚାଲିଛି ଆଠମଲ୍ଲିକ-ଧଳପୁର ବ୍ରିଜ: କାମ ସରିଲେ ସେତୁ ରଚିବ କୀର୍ତ୍ତିମାନ

ବଇଣ୍ଡା, ୨୩।୮: ଧାର୍ଯ୍ୟ ଅବଧି ୮ ମାସ ତଳୁ ଶେଷ ହେଲାଣି। ତଥାପି ମହାନଦୀ ଉପରେ ନିର୍ମାଣ ସରୁନି ଓଡ଼ିଶାର ସବୁଠୁ ଲମ୍ବା ସେତୁର ଗୌରବ...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୫୭ ଜୀବନ

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୫୭ ଜଣଙ୍କ...

ବୁକ୍‌ ସର୍କୁଲାର-୪୭କୁ ମାନୁନାହାନ୍ତି ଅଫିସର

ଭୁବନେଶ୍ୱର,୬ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ସରକାରୀ ଅଧିକାରୀଙ୍କ ପର୍ଯ୍ୟନ୍ତ ଯାହାଙ୍କୁ ବି ଚିଠି ଲେଖିଲେ କେହି ବି ଉତ୍ତର ଦେଉନାହାନ୍ତି। ୧୫ ଦିନ ଭିତରେ ଉତ୍ତର...

ବାଣ ଭିଡୁଥିବା ବେଳେ ବିସ୍ଫୋରଣ: ୪ ଜଳିଗଲେ, ୪ ଗୁରୁତର

ଖୋର୍ଦ୍ଧା ଅଫିସ,୬ା୩: ଟାଙ୍ଗୀ ଥାନା ଭୂଷଣ୍ଡପୁର ଜେଟିରେ ଦୋଳ ଉତ୍ସବ ପାଇଁ ସୋମବାର ବାଣ ଭିଡ଼ିବା ସମୟରେ ବିସ୍ଫୋରଣ ଘଟି ୪ ଜଣଙ୍କ ମୃତ୍ୟୁ ଘଟିଥିବା...

ବର୍ଷା ହେଲେ ବଞ୍ଚିବ

ଆଠମଲ୍ଲିକ,୨୪ା୮(ଡି.ଏନ.ଏ.) ଆଷାଢ଼ରେ ହୋଇଥିଲା ନିଅଣ୍ଟିଆ ବର୍ଷା। ତଥାପି ଶ୍ରାବଣକୁ ଆଶା ରଖି ଚାଷୀ ବଢ଼ିଥିଲେ ଆଗକୁ। ରୁଆ ବେଉଷଣ କାର୍ଯ୍ୟ ପ୍ରାୟ ଏକ ତୃତୀୟାଂଶ ଶେଷ...

ବ୍ରାହ୍ମଣୀ ନଦୀକୂଳରେ ପଡ଼ିଛି ଯୁବତୀଙ୍କ ନଗ୍ନ ମୃତଦେହ

ଯାଜପୁର ଅଫିସ/ବରୀ,୧୮ା୨(ଡି.ଏନ୍‌.ଏ.): ବ୍ରାହ୍ମଣୀ ନଦୀର ବାମ ପାର୍ଶ୍ୱ ଅନ୍ୟାସୀପୁର ଠାରେ ଶୁକ୍ରବାର ଜଣେ ଯୁବତୀଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବତୀଙ୍କ ବୟସ ୨୦/୨୧ ହେବ...

୯ରୁ ବର୍ଷା, ଝଡ଼ତୋଫାନ: ୧୩ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୭।୮(ବ୍ୟୁରୋ): ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ ଏବେ ସକ୍ରିୟ ରହିଥିବାବେଳେ ଆସନ୍ତା ୯ ତାରିଖ ବେଳକୁ ପଶ୍ଚିମକେନ୍ଦ୍ର ଓ ନିକଟବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଆଉ ଏକ...

ସ୍କୁଲ ଅଟୋରୁ ଖସି ପ୍ରଥମ ଶ୍ରେଣୀଛାତ୍ର ମୃତ: ଅଟୋ ସହ ଚାଳକ ଫେରାର, ତାତିଲେ ଲୋକେ

ଦିଗପହଣ୍ଡି,୧୯।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ବିଦ୍ୟୁତ ଷ୍ଟେଶନ ନିକଟ ମୁଖ୍ୟ ରାସ୍ତାରେ ସ୍କୁଲ ଅଟୋରୁ ଖସି ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି।...

Advertisement
Archives

Model This Week