ଆଗାମୀ ମାସେ ଆମପାଇଁ ଚ୍ୟାଲେଞ୍ଜ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସିଂରେ ଜରିଆରେ କରୋନା ସ୍ଥିତି ସମୀକ୍ଷା କରିଛନ୍ତି। ଆମାଗୀ ୧୫ ଦିନରୁ ମାସେ ଆମ ପାଇଁ ଚ୍ୟାଲେଞ୍ଜ ହେବ ବୋଲି ସେ ମନ୍ତବ୍ୟ ଦେଇଛନ୍ତି। ବିମାନ ଓ ରେଳ ଚଳାଚଳ ଆରମ୍ଭ ହୋଇଥିବାରୁ ଏହି ସମୟ ଆମ ପାଇଁ କଠିନ ରହିବ। ତେବେ ଏହାକୁ ମୁକାବିଲା କରିବାରେ ଆମେ ସଫଳ ହେବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଆହୁରି ମଧ୍ୟ ସେ କହିଛନ୍ତି ଯେ, ଦୁଇ ମାସ ଲକ୍‌ଡାଉନ ସମୟରେ ଆମେ ବହୁତ କିଛି ଶିଖିବାକୁ ପାଇଛୁ। ବିଶେଷକରି ଏହି ସମୟରେ ବୈଜ୍ଞାନିକ, ସାମାଜିକ ଓ ପ୍ରଶାସନିକ ଶିକ୍ଷା ମିଳିଛି। ଏହି ଶିକ୍ଷାକୁ ଆଧାରକରି ଆମକୁ ଷ୍ଟ୍ରାଟେଜି ପୁନର୍ଗଠନ କରିବାକୁ ପଡ଼ିବ। ସାମାଜିକ ଦୂରତା, ମାସ୍କ, ହାତଧୁଆ ଦ୍ୱାରା ମହାମାରୀ ବିସ୍ତାରକୁ ରୋକିହେବ। ସାମାଜିକ ଦୂରତା ସାମାଜିକ ବୟକଟ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ସରପଞ୍ଚ ଏବଂ ପୋଲିସ କର୍ମଚାରୀଙ୍କର ମଧ୍ୟ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୩(ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଲୋକପ୍ରିୟ ଅଭିନେତା ପିଣ୍ଟୁ...

ହୋଇପାରୁନି ବନ୍ୟା ପାଣି ନିଷ୍କାସନ: ୧୦୦ ପରିବାର ଜଳବନ୍ଦୀ

ବସ୍ତା, ୨୮।୮(ସ୍ବ.ପ୍ର.) – ଗତ କିଛି ଦିନ ଧରି ଉପରମୁଣ୍ଡରେ ଏବଂ ସ୍ଥାନୀୟ ଅଞ୍ଚଳରେ ବର୍ଷା ଯୋଗୁ ବସ୍ତା ବ୍ଲକ ଦେଇ ପ୍ରବାହିତ ନଦୀ ଜଳକା...

୨୪ରୁ କମିବ ଥଣ୍ଡା

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ଉତ୍ତର-ପୂର୍ବ ଦିଗରୁ ରାଜ୍ୟକୁ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ରାଜ୍ୟରେ ଗତ କିଛିଦିନ ହେବ ପାରଦ ତଳମୁହାଁ ରହିଛି। ବିଶେଷ କରି...

ସୀମା ବିବାଦକୁ ନେଇ ସର୍ବଦଳୀୟ ବୈଠକ, ବିଜେଡି ପକ୍ଷରୁ ପ୍ରତିନିଧିତ୍ୱ କରିବେ ପିନାକୀ ମିଶ୍ର

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ଲଦାଖ ଗାଲଓ୍ବାନ ଭ୍ୟାଲିରେ ଗତ ୧୬ ତାରିଖରେ ଭାରତ-ଚାଇନା ସେନା ମୁହାଁମୁହିଁ ଘଟଣାରେ ୨୦ଜଣ ଭାରତୀୟ ଯବାନ ଶହୀଦ ହୋଇଥିଲେ। ଏ ନେଇ...

ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା

ଗଞ୍ଜାମ ଅଫିସ, ୨୪।୬: ଗଞ୍ଜାମ ଜିଲାରେ ବୁଧବାର ୭୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା...

ଖୋଜିଲେ ମିଳୁନି ଐତିହ୍ୟ ରାଜନଅର

ପୁରୁଣା ଭୁବନେଶ୍ୱର,୨୯।୧ (ଡି.ଏନ୍‌.ଏ.):ଓଡ଼ିଶା ପର୍ଯ୍ୟଟନ ବିଭାଗ ଅଧୀନରେ ଥିବା ତଥା ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ସୂଚୀ ୧୫୨ରେ ସ୍ଥାନ ପାଇଥିବା ପୁରୁଣା ଭୁବନେଶ୍ୱରର ଐତିହ୍ୟ ରାଜନଅର ନିଜର...

ସିଏଜି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ସିଏଜି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ। ଶନିବାର ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି।...

କ୍ୟାପିଟାଲ ହସ୍ପିଟାଲକୁ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ରୁ ଅଧିକ ଡେଙ୍ଗୁ ରୋଗୀ ଆସୁଛନ୍ତି

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ନ ଯାଉଣୁ ଏବେ ଚିନ୍ତା ବଢ଼ାଇଛି ଡେଙ୍ଗୁ। ରାଜଧାନୀ ଭୁବନେଶ୍ୱରରେ ଗତ କିଛିଦିନ ହେବ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା...

Advertisement
Archives

Model This Week