ଆଗୁଆ ଅଛନ୍ତି ଉଷା ଦେବୀ

ବ୍ରହ୍ମପୁର ଅଫିସ,୨୩।୫- ଚିକିଟି ବିଧାନସଭା ର୍ନିବାଚନ ମଣ୍ଡଳୀର ଭୋଟ ଗଣତିକୁ ନେଇ ଉତ୍କଣ୍ଠା ବଢୁଛି। ବିଜେଡିର ଉଷା ଦେବୀ ଏବଂ ଭାଜପାର ମନୋରଞ୍ଜନ ଦ୍ୟାନସାମନ୍ତରାଙ୍କ ମଧ୍ୟରେ କଡା ମୁକାବିଲା ଚାଲିଛି। ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ଉଷା ଦେବୀ ୧୪ହଜାର ୫୯ ଖଣ୍ଡ ଭୋଟ ପାଇଛନ୍ତି। ଭାଜପାର ମନୋରଞ୍ଜନଙ୍କୁ ୧୧ହଜାର ୩୭୬ ଖଣ୍ଡ ଭୋଟ ମିଳିଛି। କଂଗ୍ରେସର ସୁବାସ ରାଉତ ମାତ୍ର ୮୬୮ ଖଣ୍ଡ ଭୋଟ ପାଇ ବହୁ ପଛରେ ରହିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବଡ଼ବିଲ ସହକାରୀ ରାଜସ୍ବ ନିରୀକ୍ଷକ: ଜମି ଚିହ୍ନଟ ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ବଡ଼ବିଲ,୨୫।୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। କାରାକୋହ୍ଲ ଅଞ୍ଚଳର ଜାକ୍ରିଏସ କିସପଟା ନାମକ ବ୍ୟକ୍ତିଙ୍କ...

ମେଟଲ୍‌ ମିଟ୍‌ ଗ୍ରାଣ୍ଡ ଫିନାଲେ : ରାଉଣ୍ଡ ‘ଟିକ୍‌ଟାକ୍‌ଟୋ’ରେ ବାଜିମାରିଲା ୟୁନିଟ୍‌-୮ ଡିଏଭି

ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍‌ ମିଟ୍‌ ଜୁନିୟର ଗ୍ରୁପ୍‌ ଗ୍ରାଣ୍ଡ ଫିନାଲେ ଦ୍ୱିତୀୟ ରାଉଣ୍ଡ ତଥା ରାଉଣ୍ଡ୍‌ ‘ଟିକ୍‌ଟାକ୍‌ଟୋ’ରେ ବାଜି ମାରିଛି ୟୁନିଟ୍‌-୮ ଡିଏଭି ପବ୍ଲିକ୍‌ ସ୍କୁଲ୍‌। ସର୍ବାଧିକ...

ସ୍କୁଲ ବାରଣ୍ଡାରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ନୂଆଗାଁ,୨୩।୩(ଡି.ଏନ.ଏ.): ଅନୁଦାନ ଆସିଛି ହେଲେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ ହୋଇପାରୁନାହିଁ। ଫଳରେ ସ୍କୁଲ ବାରଣ୍ଡାରେ ଚାଲିଛି କେନ୍ଦ୍ର। ଏଥିସହିତ ଉକ୍ତ କେନ୍ଦ୍ର ପକ୍ଷରୁ ପ୍ରତିଦିନ ଚାଲିଥିବା...

ଆଜି ଦୀପିକା-ଦିନେଶ ବିବାଦର ଶୁଣାଣି

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ରାଜ୍ୟ ମହିଳା କମିଶନଙ୍କ ନିକଟରେ ବ୍ରହ୍ମପୁରର କେ. ଦୀପିକା ଗୁରୁବାର ହାଜର ହୋଇଛନ୍ତି। ନିଜକୁ ସ୍ତ୍ରୀ ଓ ତାଙ୍କ ସନ୍ତାନକୁ ପରିଚୟ ମାନ୍ୟତା ଦାବିରେ...

ତାରାତାରିଣୀ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୧୨ା୧୨(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲା ଗସ୍ତରେ ଆସି ପୁରୁଷୋତ୍ତମପୁର ବ୍ଲକ ତାରାତାରିଣୀଠାରେ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦର୍ଶନ କରିଥିଲେ।...

ଧଣ୍ଡାତୋପାରେ ଥମୁନି ହାତୀ ଉପଦ୍ରବ

ବଇଣ୍ଡା,୧୯।୧୦(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ଧଣ୍ଡାତୋପା ରେଞ୍ଜରେ ଦିନକୁ ଦିନ ହାତୀ ଉପଦ୍ରବ ଲାଗି ରହିଛି। ହାତୀମାନେ ନିକଟସ୍ଥ ଜଙ୍ଗଲୁ ଗ୍ରାମାଭିମୁଖୀ ହୋଇ ବ୍ୟାପକ...

ବନ୍ୟାଞ୍ଚଳରେ ବଢ଼ୁଛି ରୋଗ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟର କେତେକ ଜିଲାରେ ବନ୍ୟା ହୋଇଥିବା ବେଳେ ସେଠାରେ ରୋଗ ବଢ଼ୁଥିବା ଦେଖାଯାଉଛି। ବିଶେଷ କରି ଜଳବାହିତ ରୋଗ, ମ୍ୟାଲେରିଆ, ଡେଙ୍ଗୁ ବଢିବା ସହ...

ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମାଡ଼

ପଟ୍ଟାମୁଣ୍ଡାଇ, ୧୬ା୩ (ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଭାବ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡିରେ ଝଡ ସୃଷ୍ଟି କରିଛି। ବିଜେଡିର ଦୁଇଗୋଷ୍ଠୀ ଏହି ବ୍ଲକ...

Advertisement
Archives

Model This Week