ଆଗୁଆ ନୂଆଁଖାଇ ପର୍ବ ପାଳନ: ଜୋରରେ ଚାଲିିଛି ପ୍ରସ୍ତୁତି ପର୍ବ

ଭବାନୀପାଟଣା,୨୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଅଧୀନ କେସିଙ୍ଗା ବ୍ଲକ ପଥର୍ଲା ପଞ୍ଚାୟତ ପଥର୍ଲା ଗାଁରେ ଆଗୁଆ ନୂଆଁଖାଇ ପର୍ବ ପାଳନ କରାଯାଇଥାଏ। ଏଣୁ ପଥର୍ଲା ନୂଅଁାଖାଇକୁ ଆଉ ମାତ୍ର ଆଠ ଦିନ ବାକି ରହିଛି। ଏହି ଗାଁର ଲୋକେ ୩୦ ତାରିଖ ସପ୍ତପୁରୀ ଅମାବାସ୍ୟାରେ ଦେବଦେବୀଙ୍କଠାରେ ପୂଜାର୍ଚ୍ଚନା କରିବେ ଏବଂ ଉପବାସ ରହି ତା’ ପରଦିନ ପ୍ରତିପଦା ଶନିବାର ନୂଆଁଖାଇ ପର୍ବ ପାଳନ କରିବେ ବୋଲି ଗ୍ରାମବାସୀ କହିଛନ୍ତି। ଏ ନେଇ ପ୍ରସ୍ତୁତି ପର୍ବ ବହୁଜୋରରେ ଆରମ୍ଭ ହୋଇଯାଇଛି। ସୂଚନାଯୋଗ୍ୟ, ଏହି ପର୍ବ କଳାହାଣ୍ଡି ଜିଲା ମଧ୍ୟରେ ୩ଟି ପର୍ଯ୍ୟାୟରେ ପାଳନ କରାଯାଇଥାଏ। ସେଥିମଧ୍ୟରେ ପଥର୍ଲା ଗାଁ ଜିଲା ମଧ୍ୟରେ ଆଗୁଆ ନୂଆଁଖାଇ ପର୍ବ ପାଳନ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri