Posted inଖେଳ

ଆଗୁଆ ସିରିଜ କବ୍‌ଜା କଲା ପାକିସ୍ତାନ

ଲାହୋର, ୨୬।୧ (ଏଏଫ୍‌ପି)- ଅଧିନାୟକ ବାବର ଆଜାମ ଓ ଭେଟେରାନ ବ୍ୟାଟ୍ସମ୍ୟାନ ମହମ୍ମଦ ହାଫିଜଙ୍କ ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ ବଳରେ ଶନିବାର ଏଠାରେ ଖେଳାଯାଇଥିବା ୨ୟ ଟି୨୦ ମ୍ୟାଚ୍‌ରେ ଘରୋଇ ପାକିସ୍ତାନ ୯ ଉଇକେଟ୍‌ରେ ବାଂଲାଦେଶକୁ ପରାସ୍ତ କରିଛି। ଭ୍ରମଣକାରୀ ବାଂଲାଦେଶ ପକ୍ଷରୁ ଧାର୍ଯ୍ୟ ୧୩୭ ରନର ଛୋଟିଆ ଲକ୍ଷ୍ୟକୁ ପାକିସ୍ତାନ ୧୬.୪ ଓଭରରେ ଗୋଟିଏ ଉଇକେଟ୍‌ ହରାଇ ହାସଲ କରିନେଇଛି। ବାବର ୪୪ ବଲରୁ ୬୬ ଓ ହାଫିଜ ୪୯ ବଲରୁ ୬୭ ରନ କରି ଅପରାଜିତ ରହିଥିଲେ। ବାବରଙ୍କ ଏହା ତ୍ରୟୋଦଶ ଟି୨୦ ଅର୍ଦ୍ଧଶତକ। ସ୍ଥାନୀୟ ଗଦାଫି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଭ୍ରମଣକାରୀ ବାଂଲାଦେଶ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ୍‌ ହରାଇ ୧୩୬ ରନ କରିଥିଲା। ଅଭିଜ୍ଞ ଓପନର୍‌ ତାମିମ ଇକ୍‌ବାଲ ସର୍ବାଧିକ ୬୫ (୫୩ ବଲ, ୭ ଚୌକା, ୧ ଛକା) ରନ କରିଥିଲେ। ପୂର୍ବରୁ ପ୍ରଥମ ଟି୨୦ ମ୍ୟାଚ୍‌କୁ ୫ ଉଇକେଟ୍‌ରେ ଜିତିଥିବା ପାକିସ୍ତାନ ଏଥିସହ ୩ ମ୍ୟାଚ୍‌ବିଶିଷ୍ଟ ସିରିଜକୁ ୨-୦ରେ ଆଗୁଆ କବ୍‌ଜା କରିନେଇଛି। ସିରିଜର ଅନ୍ତିମ ତଥା ୩ୟ ମ୍ୟାଚ୍‌ ସୋମବାର ଏଠାରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ସଞ୍ଜୁଙ୍କ ସ୍ଥାନ ନେବେ କି ବୈଭବ? ଚତୁର୍ଥ T20 ପୂର୍ବରୁ ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୨ା୧୦: ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ହରାଇ ଭାରତୀୟ ଦଳ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି । ତେବେ ଦଳର ଓପନିଂ ଯୋଡ଼ିକୁ ନେଇ…

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?