‘ଆଗେ ଜମି ଦିଅ, ପରେ ଉଚ୍ଛେଦ’

ବାଲେଶ୍ୱର ଅଫିସ,୨୬।୮- ବାଲେଶ୍ୱର ସହରର ଅଙ୍ଗାରଗଡ଼ିଆ, କରଞ୍ଜିଆ, ଆଇଟିଆଇ ପମ୍ପହାଉସ ନିକଟବର୍ତ୍ତୀ ଅଞ୍ଚଳରେ ସରକାରୀ ଜମିରେ ଦୀର୍ଘଦିନ ଧରି ଗଢ଼ି ଉଠିଥିବା ସ୍ଥାୟୀ ବାସିନ୍ଦାଙ୍କୁ ଉଚ୍ଛେଦ କରିବା ଲାଗି ପ୍ରଶାସନ ଉଦ୍ୟମ ଆରମ୍ଭ କରିଛି। ଏହାକୁ ସ୍ଥାନୀୟ ବାସିନ୍ଦର ବିରୋଧ କରି ସେମାନଙ୍କ ଆଗ ଥଇଥାନ କରିବାକୁ ଦାବି କରିଛନ୍ତି। ସେମାନେ ସୋମବାର ପୂର୍ବାହ୍ନ ୧୧ଟା ସମୟରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଏହି ମର୍ମରେ ଏକ ଦାବି ପତ୍ର ପ୍ରଦାନ କରି ସେମାନଙ୍କୁ ଆଗ ଜମି ଦେବା ସହିତ ଘର ନିର୍ମାଣ ପାଇଁ ଅର୍ଥ ପ୍ରଦାନ କରିବାକୁ ଦାବି କରିଛନ୍ତି।
ସହରର ଉତ୍ତରପୂର୍ବ ଦିଗରେ ଥିବା ଓଟିରୋଡ୍‌ରେ ସରକାରୀ ଆଇଟିଆଇ ପାର୍ଶ୍ୱରେ ଯାଇଥିବା ପକ୍କା ରାସ୍ତାକୁ ଆଇଟିଆଇ କର୍ତ୍ତୃପକ୍ଷ ଦଖଲକୁ ନେବା ପାଇଁ ଯୋଜନା କରୁଥିବା ଜଣାପଡିଛି। ଏହି ରାସ୍ତା ବନ୍ଦ ହେଲେ ଉକ୍ତ ଅଞ୍ଚଳର ୨ଶହରୁ ଉର୍ଦ୍ଧ୍ୱ ପରିବାର ଲୋକେ ସହରର ମୁଖ୍ୟରାସ୍ତାକୁ ବାହାରିବାରେ ଅସୁବିଧାର ସମ୍ମୁଖୀନ ହେବେ ବୋଲି ସେଠାକାର ବାସିନ୍ଦା ଅଭିଯୋଗ କରିଛନ୍ତି। ଜିଲାପାଳଙ୍କୁ ଦାବି ପତ୍ର ପ୍ରଦାନ ସମୟରେ ଦିବାକର ଜେନା, ରମେଶ ଚନ୍ଦ୍ର ପତି, ଭାନୁମତି ନାୟକ, ରଜନୀ ମହାଳିକ, ବିଦ୍ୟାଧର ମହାଳିକ, ସବିତା ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri