Posted inଜାତୀୟ

ଆଗ୍ରା ଜେଲ୍‌କୁ ଗଲେ ୩୦ ଆତଙ୍କବାଦୀ

ଆଗ୍ରା,୯।୮(ଆଇଏଏନ୍‌ଏସ୍‌):୩୦ କଶ୍ମୀରୀ ଆତଙ୍କବାଦୀଙ୍କୁ ଗୁରୁବାର ଅପରାହ୍ନରେ ଆଗ୍ରା ଜେଲ୍‌କୁ ନିଆଯଇଛି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ସେମାନଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଆଗ୍ରାସ୍ଥିତ ଖେରିଆ ବିମାନବନ୍ଦରକୁ ନିଆଯାଇଛି। ସେଠାରୁ ଆଗ୍ରା କେନ୍ଦ୍ରୀୟ ଜେଲ୍‌କୁ ନିଆଯାଇଥିବା ଜଣାପଡ଼ିଛି। କାରାଗାର ବାହାରେ ଅତିରିକ୍ତ ବଳ, ପ୍ରୋଭିନ୍ସିଆଲ୍‌ ଆର୍ମଡ୍‌ କନଷ୍ଟେବୁଲାରି (ପିଏସି) ଏବଂ ଏସ୍‌ଡବ୍ଲ୍ୟୁଓଟି ଟିମ୍‌ ମୁତୟନ ଅଛନ୍ତି। ତେବେ ଏହି ଜେଲ୍‌କୁ କେଉଁ ଆତଙ୍କବାଦୀ ଏକଦୀଙ୍କୁ ଅଣାଯାଇଛି ସେନେଇ ବରିଷ୍ଠ ପୋଲିସ ଅଧିକାରୀମାନେ ମୁହଁ ଖୋଲିବାକୁ ମନାକରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ କାହିଁକି ହାରିଲା କଂଗ୍ରେସ, ବିରପ୍ପା ମୋଇଲି କହିଲେ କାରଣ…

ନୂଆଦିଲ୍ଲୀ,୧୧।୧୨ : ଗୁଜରାଟରେ କଂଗ୍ରେସର ଅପମାନଜନକ ପରାଜୟ କାହିଁକି ହେଲା? ଏଥିପାଇଁ କିଏ ଦାୟୀ? ଦଳର ବରିଷ୍ଠ ନେତା ଏମ ବିରାପ୍ପା ମୋଇଲି ବର୍ତ୍ତମାନ ଏହି...

ଆସାମରୁ ଏଏଫ୍‌ଏସ୍‌ପିଏ ସମ୍ପୂର୍ଣ୍ଣ ଉଠିବ

ନୂଆଦିଲ୍ଲୀ, ୨୩ା୫: ଆସାମ ଆଇନ ଶୃଙ୍ଖଳା ସ୍ଥିତିରେ କ୍ରମାଗତ ଭାବେ ଉନ୍ନତି ଘଟୁଛି। ଚଳିତ ବର୍ଷ ଶେଷ ସୁଦ୍ଧା ସମଗ୍ର ରାଜ୍ୟରୁ ସଶସ୍ତ୍ର ବଳ ସ୍ବତନ୍ତ୍ର କ୍ଷମତା...

ଦେଶରେ ଆଜି ୭୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୪ ନୂଆ କରୋନା...

ନବ ନିର୍ବାଚିତ ଏମ୍‌ପିଙ୍କୁ ଶୀଘ୍ର ମିଳିବ ସରକାରୀ ଘର: ପରାଜିତ ଏମ୍‌ପି ମାସକ ମଧ୍ୟରେ ଛାଡିବେ ଆବାସ

ନୂଆଦିଲ୍ଲୀ,୨୫।୫: ଦେଶର୧୭ତମ ଲୋକ ସଭା ନିର୍ବାଚନରେ ବିଜୟ ହାସଲ କରିଥିବା ଏମ୍‌ପିମାନଙ୍କୁ ଖୁବ୍‌ ଶୀଘ୍ର ସରକାରୀ ଘର ଯୋଗାଇ ଦିଆଯିବ। ଏଥିଲାଗି ପରାଜିତ ଏମ୍‌ପିମାନଙ୍କୁ ଏକମାସ...

ଭଲ ସଡ଼କ ଦାବିରେ ଧାରଣା, ୧୫ କିମି ରାସ୍ତା ଜାମ୍‌ …

ରୋହତକ,୨୦।୯: ଭଲ ସଡ଼କ ଦାବିରେ ଦିଲ୍ଲୀର ରୋହତକରେ ଲୋକଙ୍କ ପ୍ରଦର୍ଶନ ଯୋଗୁ ୧୫ କିଲୋମିଟର ରାସ୍ତା ଜାମ୍‌ ହୋଇଛିି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କଠାରୁ ରାସ୍ତାରେ ସୁଧାର...

ମହିଷାସୁର ସ୍ଥାନରେ ମହାତ୍ମା : ମୁହଁ ଖୋଲିଲା ହିନ୍ଦୁ ମହାସଭା…

କୋଲକାତା,୫।୧୦ : ପଶ୍ଚିମବଙ୍ଗ ଦୁର୍ଗା ପୂଜାରେ ଅଖିଳ ଭାରତୀୟ ହିନ୍ଦୁ ମହାସଭା ଦକ୍ଷିଣ-ପଶ୍ଚିମ କୋଲକାତାର ରୁବି କ୍ରସିଂ ନିକଟରେ ଥିବା ପୂଜା ପେଣ୍ଡାଲରେ ମହିଷାସୁର ବଦଳରେ...

‘ଗଣତନ୍ତ୍ର ପ୍ରତି କଂଗ୍ରେସର ରହିଛି ବିନାଶକାରୀ ମନୋଭାବ’

ନୂଆଦିଲ୍ଲୀ,୨୦।୭: ପ୍ୟାକଡ୍‌ କ୍ଷୀର, ଦହି, ଅଟା, ଚାଉଳ ଇତ୍ୟାଦି ଦୈନନ୍ଦିନ ଆବଶ୍ୟକ ଖାଦ୍ୟ ଉପରେ ଜିଏସ୍‌ଟି ଲାଗୁ ହେବା ପରେ ବିରୋଧୀ ବାରମ୍ବାର କେନ୍ଦ୍ର ସରକାରଙ୍କୁ...

ଅଗଷ୍ଟରେ ଖୁଚୁରା ମୁଦ୍ରାସ୍ଫୀତି ୭%

ନୂଆଦିଲ୍ଲୀ,୧୩ା୯:ଉପଭୋକ୍ତା ମୂଲ୍ୟ ସୂଚକାଙ୍କ (ସିପିଆଇ) ଆଧାରିତ ଖୁଚୁରା ମୁଦ୍ରାସ୍ଫୀତି ଅଗଷ୍ଟରେ ବୃଦ୍ଧି ପାଇ ୭%ରେ ପହଞ୍ଚତ୍ଛି, ଯାହାକି ଜୁଲାଇରେ ୬.୭୧% ଥିଲା। ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ...

Advertisement
Archives

Model This Week