Posted inଜାତୀୟ

ଆଜମେର-ଭାଗଲପୁର ଏକ୍ସପ୍ରେସ୍‌ ଟ୍ରେନ୍‌ରେ ପଥରମାଡ

ପାଟନା,୧୬।୧୨: ବିହାର ଲଖିସରାୟ ଜିଲାର ଆଜମେରରୁ ଆସୁଥିବା ଆଜମେର-ଭାଗଲପୁର ଏକ୍ସପ୍ରେସ୍‌ ଟ୍ରେନ୍‌ରେ ସୋମବାର କିଛି ଦୁର୍ବୃତ୍ତ ପଥରମାଡ କରିଛନ୍ତି। କିଉଲ-ପାଟନା ରେଳଖଣ୍ଡର ମେକରା ହାଲ୍ଟ ନିକଟରେ କିଛି ଦୁର୍ବୃତ୍ତ ଟ୍ରେନ୍‌ ଉପରକୁ ପଥରମାଡ କରିଥିଲେ। ଏହି ଦୁର୍ଘଟଣାରେ ଏକ ବଗିର ଝରକା କାଚ ଭାଙ୍ଗିଯାଇଥିବା ବେଳେ ଏଥିରେ ଜଣେ ମହିଳା ଆହତ ହୋଇଥିବା ଜଣାପଡ଼ିଛି। ଆହତ ମହିଳାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଛି। ତେବେ କିଏ ଏହି ପଥରମାଡ କରିଛି ସେନେଇ ଏବେ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରିନାହିଁ। ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତିଶଗଡ଼ରେ ଦଳ ବଦଳ ପ୍ରକ୍ରିୟା ଆରମ୍ଭ, ଭାଜପାରେ ଯୋଗଦେଲେ ଶହ ଶହ କଂଗ୍ରେସ କର୍ମୀ

ରାୟପୁର,୨୧ ।୧୧: ଛତିଶଗଡ଼ରେ ୨୦୨୩ରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଆହୁରି ପ୍ରାୟ ବର୍ଷେ ସମୟ ରହିଛି । ହେଲେ ଏବେଠାରୁ ନେତା ଓ କର୍ମୀମାନେ...

ରୋହି ଶେଖର ହତ୍ୟା ମାମଲା: ପତ୍ନୀ ଅପୂର୍ବାଙ୍କୁ ୧୪ ଦିନପାଇଁ ହାଜତକୁ ପଠାଗଲା

ନୂଆଦିଲ୍ଲୀ,୨୬।୪: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌ଡି ତିଓ୍ବାରିଙ୍କ ପୁଅ ରୋହିତ ଶେଖର ତିଓ୍ବାରିଙ୍କ ହତ୍ୟା ମାମଲାରେ ତାଙ୍କ ବୋହୂ ଅର୍ଥାତ୍‌ ରୋହିତଙ୍କ ପତ୍ନୀ ଅପୂର୍ବା...

୧୦ ହଜାର କୋଟି ସରକାରୀ ଟଙ୍କାର ହିସାବ ମିଳୁନି

ରାଞ୍ଚି,୧୮ା୫: ଝାଡ଼ଖଣ୍ଡରେ ସବୁବେଳେ ଯୋଜନା ନାମରେ ସରକାରୀ ପାଣ୍ଠି ଲୁଟ୍‌ ହେଉଥିବା ଖବର ଚର୍ଚ୍ଚାରେ ରହିଥାଏ। କିନ୍ତୁ ଏଥର ଯାହା ପ୍ରକାଶ ପାଇଛି ତାହା ଅଧିକ...

ଭୋକିଲା ମୁହଁରେ ହସ ଫୁଟାଉଥିବା ବ୍ୟକ୍ତି କରୋନା ଯୁଦ୍ଧରେ ହାରିଗଲେ

ନୂଆଦିଲ୍ଲୀ,୧୫।୭:ଦେଶରେ କରୋନା ଭାଇରସ ସଂକ୍ରମଣ ବୃଦ୍ଧି ପାଉଛି। ଗୋଟିଏ ଦିନରେ ୨୦ ହଜାରରୁ ଅଧିକ ମାମଲା ଆସୁଛି। ଦିଲ୍ଲୀର ଅବସ୍ଥା ମଧ୍ୟ ଚିନ୍ତାଜନକ। କରୋନା ଜୀବାଣୁ...

୪ ହଜାର ମୁହାଁ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୨୬…

ନୂଆଦିଲ୍ଲୀ, ୪।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଦୀର୍ଘ ୫ଘଣ୍ଟା ପରେ ୬୦ ଫୁଟ୍‌ ବୋର୍‌ଓ୍ବେଲ୍‌ରୁ ଉଦ୍ଧାର ହେଲେ ୧୨ ବର୍ଷର ଝିଅ

ଗାନ୍ଧୀନଗର,୩୦।୭: ଗୁଜରାଟ ସୁରେନ୍ଦ୍ରନଗର ଜିଲାର ଗଜନଭାଭ ଗ୍ରାମରେ ଜଣେ ୧୨ ବର୍ଷୀୟା ନାବାଳିକା ମନୀଷା ଶୁକ୍ରବାର ସକାଳେ ବୋର୍‌ଓ୍ବେଲ୍‌ରେ ଖସିପଡ଼ିଥିଲେ। ତେବେ ଦୀର୍ଘ ୫ଘଣ୍ଟାର ଅକ୍ଲାନ୍ତ...

ଚା’ ବଗିଚାରେ ନାବାଳିକାଙ୍କୁ ବଳାତ୍କାର, ହତ୍ୟା

ସୋନିତପୁର, ୧୫।୨: ଆସାମର ସୋନିତପୁର ଜିଲା ଢେକିଆଜୁଲି ଚା’ ବଗିଚାରେ ମଙ୍ଗଳବାର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ପୋଲିସକୁ...

ନରେନ୍ଦ୍ର ମୋଦି ପ୍ରକୃତରେ ସରେଣ୍ଡର ମୋଦି: ରାହୁଲ

ନୂଆଦିଲ୍ଲୀ,୨୧।୬: ଭାରତ-ଚାଇନା ସୀମା ବିବାଦକୁ ନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରତିଥର ମୋଦି ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଲଦ୍ଦାଖର ଏଲ୍‌ଏସିରେ ୨୦ ଭାରତୀୟ...

Advertisement
Archives

Model This Week