Posted inଜାତୀୟ

ଆଜମ ଖାଁଙ୍କୁ ସମର୍ଥନ ଦେବାକୁ ବର ବେଶରେ ପହଞ୍ଚିଲେ ସମାଜବାଦୀ ପାର୍ଟି ନେତା ଫିରୋଜ

ରାମପୁର,୧୪।୯: ସମାଜବାଦୀ ପାର୍ଟି ନେତା ତଥା ରାମପୁର ଏମ୍‌ପି ଆଜମ ଖାଁ ଏବେ ଅଡୁଆରେ ପଡିଛନ୍ତି। ଏହି ସମୟରେ ଦଳର ସବୁ ବରିଷ୍ଠ ନେତା ତାଙ୍କ ସାହସ ବଢାଇବାକୁ ତାଙ୍କ ନିକଟରେ ପହଞ୍ଚଥିବା ଜଣାପଡିଛି। ଏହି କ୍ରମରେ ସମ୍ଭଲର ସମାଜବାଦୀ ପାର୍ଟି ନେତା ଫିରୋଜ ଖାଁ ମଧ୍ୟ ରାମପୁର ପହଞ୍ଚିଥିଲେ। ହେଲେ ଫିରୋଜ ଯେଉଁଭଳି ଭାବେ ସେଠାରେ ପହଞ୍ଚିଥିଲେ ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ସେ ପୋଲିସ ଆଖିରେ ଧୂଳି ଦେବାପାଇଁ ବର ବେଶରେ ସଜାଇ ହୋଇ ସେଠାରେ ପହଞ୍ଚିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଆଜମ ଖାଁଙ୍କ ନାଁରେ ଅନେକ ଗୁଡିଏ ମାମଲା ଥିବା ବେଳେ ତାଙ୍କୁ ଆଗୁଆ ଜାମିନ ଦେବାକୁ ମଧ୍ୟ କୋର୍ଟ ମନା କରି ଦେଇଛନ୍ତି। ଫଳରେ ଉତ୍ତେଜନା ପରିସ୍ଥିତିକୁ ଦେଖି ରାମପୁରରେ ୧୪୪ ଧାରା ଜାରି କରାଯାଇଛି। ପୋଲିସ ସ୍ଥାନେ ସ୍ଥାନେ ଜଗି ରହିଥିବାରୁ ଆଜମ ଖାଁଙ୍କ ପର୍ଯ୍ୟନ୍ତ ପହଞ୍ଚିବା କଷ୍ଟସାଧ୍ୟ ହୋଇ ଥିବାରୁ ଫିରୋଜଙ୍କ ଅଭିନବ ଉପାୟ ଏବେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri