Posted inଜାତୀୟ

ଆଜମ ଖାନ୍‌ଙ୍କୁ ଝଟକା: ଅନ୍ତରୀଣ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୨୮।୮: ସମାଜବାଦୀ ପାର୍ଟି(ଏସ୍‌ପି)ର ଏମ୍‌ପି ଆଜମ ଖାନ୍‌ଙ୍କ ବଢ଼ୁଛି ଅଡ଼ୁଆ। ଜିଲା ଅଦାଲତ ଆଜମଙ୍କ ଅନ୍ତରୀଣ ଜାମିନ ଆବେଦନ ଉପରେ ବୁଧବାର ଶୁଣାଣି କରିଛନ୍ତି। ଏହି ଶୁଣାଣିରେ ତାଙ୍କର ଅନ୍ତରୀଣ ଜାମିନ ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ସୂଚନାଯୋଗ୍ୟ, ଆଜମଙ୍କ ବିରୋଧରେ ଜମିଜମା ହଡ଼ପ ସମେତ ୨୯ଟି ଗୁରୁତର ମାମଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଆଜି ୭୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୪ ନୂଆ କରୋନା...

କଂଗ୍ରେସ ନେତାଙ୍କୁ ୧.୦୪ କୋଟିର ନୋଟିସ

ମୋରାଦାବାଦ,୧୭ା୨ (ପି.ଟି.): ସିଏଏ ବିରୋଧୀ ବିକ୍ଷୋଭକାରୀଙ୍କୁ ସାମ୍ବୋଧନ କରିଥିବା କଂଗ୍ରେସ ନେତା ଇମ୍ରାନ୍‌ ପ୍ରତାପଗଡ଼ୀଙ୍କୁ ପ୍ରଶାସନ ପକ୍ଷରୁ ୧.୦୪ କୋଟି ଟଙ୍କାର କାରଣ ଦର୍ଶାଅ ନୋଟିସ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ୩ଟା ସୁଦ୍ଧା ୫୧ ପ୍ରତିଶତ ମତଦାନ

ଅହମ୍ମଦାବାଦ,୫।୧୨: ଗୁଜୁରାଟର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସୋମବାର ଶେଷ ହୋଇଛି। ଯେଉଁମାନେ ଭୋଟିଂ ଲାଇନରେ ଅଛନ୍ତି ସେମାନେ ସନ୍ଧ୍ୟା ୫ଟା ପରେ ମଧ୍ୟ ଭୋଟ ଦେଇପାରିବେ।...

ବିଧାୟକଙ୍କ ମା’ଙ୍କଠାରୁ ଲୁଟ୍‌

ଗାଜିଆବାଦ୍‌,୧୩।୯: ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ବିଧାୟକଙ୍କ ମା’ଙ୍କଠାରୁ ଲୁଟ୍‌ କରିନେଇଛନ୍ତି ଡକାୟତ। ମଙ୍ଗଳବାର ସକାଳେ ବୁଲନ୍ଦଶହରର ଭାଜପା ବିଧାୟକ ପ୍ରଦୀପ ଚୌଧୁରୀଙ୍କ ମା’ ସନ୍ତୋଷୀ...

ସେନା କର୍ମଚାରୀଙ୍କ ଅବସର ବୟସ ସୀମା ବଢ଼ିବା ନେଇ ପ୍ରସ୍ତାବ

ନୂଆଦିଲ୍ଲୀ,୫।୧୧: ଭାରତୀୟ ସେନା କର୍ମଚାରୀଙ୍କ ଅବସର ବୟସ ସୀମା ବଢ଼ିବା ନେଇ ପ୍ରସ୍ତାବ ଦିଆଯାଇଛି। ସେନା କର୍ମଚାରୀଙ୍କ କଲ୍ୟାଣ ପାଇଁ ଏଭଳି କରାଯାଉଥିବା ଚିଫ୍‌ ଅଫ୍‌...

ସତୀ ପ୍ରଥାର ଗୁଣଗାନ କରି ଅଡୁଆରେ ଭାଜପା ଏମ୍‌ପି ଚନ୍ଦ୍ର ପ୍ରକାଶ ଯୋଶୀ, ଲୋକସଭାରେ ହଟ୍ଟଗୋଳ…

ନୂଆଦିଲ୍ଲୀ,୭।୨ : ସତୀ ପ୍ରଥାର ଗୁଣଗାନ କରି ଭାଜପା ଏମ୍‌ପି ଚନ୍ଦ୍ର ପ୍ରକାଶ ଯୋଶୀ ଅଡୁଆରେ ପଡ଼ିଛନ୍ତି। ଏନେଇ ବିରୋଧୀ ଦଳ ନେତା ଶାସକ ଦଳକୁ...

ସନ୍ତାନ ଜନ୍ମ ଦେବା, ନ ଦେବା ମହିଳାଙ୍କର ବ୍ୟକ୍ତିଗତ ଅଧିକାର…

ବେଙ୍ଗାଲୁରୁ,୨୫।୧୧: ଏକ ମାମଲାର ବିଚାର କରି କର୍ନାଟକ ହାଇକୋର୍ଟ କହିଛନ୍ତି ଯେ, ସନ୍ତାନଙ୍କୁ ଜନ୍ମ ଦେବା ଅବା ନ ଦେବା ମହିଳାଙ୍କର ବ୍ୟକ୍ତିଗତ ମୌଳିକ ଅଧିକାର।...

ମୋଦି ସରକାର ଆରବ ଦେଶ ସମ୍ମୁଖରେ ଠିଆ ହୋଇପାରିବେ ନାହିଁ, କେନ୍ଦ୍ର ସରକାରଙ୍କୁ ପୁଣି ଘେରିଲେ ସ୍ବାମୀ…

ନୂଆଦିଲ୍ଲୀ, ୮।୬ : ବରିଷ୍ଠ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସୁବ୍ରମଣ୍ୟମ ସ୍ବାମୀ ପୁଣିଥରେ ନୁପୁର ଶର୍ମା ମାମଲାରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ...

Advertisement
Archives

Model This Week