ଆଜିଠାରୁ ବଢ଼ିବ ପାହାଳ ମିଠା ଦର

ବାଲିଅନ୍ତା,୧୧।୧୦(ଡି.ଏନ୍‌.ଏ): ଓମଫେଡ କ୍ଷୀର ଲିଟର ପିଛା ୪ଟଙ୍କା ବୃଦ୍ଧି ପରେ ଛେନାଦର କିଲୋ ପିଛା ୧୫ଟଙ୍କା ବୃଦ୍ଧି ପାଇଛି। ଫଳରେ ପାହାଳ ମିଠା ଦର ନିର୍ଦ୍ଧାରଣ ହୋଇପାରୁ ନ ଥିବାରୁ ଦୁଇ ଦିନ ହେବ ପାହାଳର ମିଠା ବଜାରରେ ଥିବା ପ୍ରାୟ ୮୦ଟି ଦୋକାନ ବନ୍ଦ ରହିଛି। ମିଠା ଦର ବୃଦ୍ଧି ପାଇଁ ଗୁରୁବାର ପାହାଳ ମିଠା ବ୍ୟବସାୟୀ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଛେନା ଦର ଉଚ୍ଚ ଦରରେ କିଣା ହେବାରୁ ମିଠା ଦର ବଢିବ ବୋଲି ସଂଘର ସଭାପତି ଅକ୍ଷୟ କୁମାର ଲେଙ୍କା କହିଛନ୍ତି। ଏହି ନୂଆ ଦର ଶୁକ୍ରବାର ଠାରୁ ଲାଗୁ କରାଯିବା ସହ ମିଠା ବଜାର ଖୋଲା ରହିବ ବୋଲି ଲେଙ୍କା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଆଡ୍‌ଭେଞ୍ଚର୍ସ ଅଫ୍‌ ଦି ଡେୟାରଡେଭିଲ୍‌ ଡେମୋକ୍ରାଟ୍‌’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ବିଜୁ ପଟ୍ଟନାୟକ ଥିଲେ କିମ୍ବଦନ୍ତୀ ପୁରୁଷ। ତାଙ୍କ ବୀରତ୍ୱ ସାରା ବିଶ୍ୱ ଜାଣିଛି। ଇଣ୍ଡୋନେସିଆର ସ୍ବାଧୀନତାରେ ତାଙ୍କ ଯୋଗଦାନ ଅତୁଳନୀୟ ଥିଲା। ସେହିପରି...

ପ୍ରକାଶ ପାଇଲା ୟୁଜିସି ଏକାଡେମିକ କ୍ୟାଲେଣ୍ଡର

ଭୁବନେଶ୍ୱର,୧୭।୭(ବ୍ୟୁରୋ): କରୋନା ସଂକ୍ରମଣ ଭିତରେ ୟୁଜିସି ପକ୍ଷରୁ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଗାଇଡଲାଇନ ଜାରି କରାଯାଇଛି। ଦେଶର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟ କରୋନା ସମୟରେ...

ଶ୍ରୀମନ୍ଦିରରେ ବଢିବ ସୁରକ୍ଷା ବ୍ୟବସ୍ଥା

ପୁରୀ ଅଫିସ,୭।୪: ଶ୍ରୀମନ୍ଦିର ରୋଷ ଘର ଚୁଲି ଭାଙ୍ଗିବା ଘଟଣା ପରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ। ଏ ନେଇ ପୁରୀ ଜିଲାପାଳ ସମର୍ଥ ବର୍ମା...

୨୪ ଘଣ୍ଟା ବନ୍ଦ ରହିବ ଏସ୍‌ସିବି ଆଉଟଡୋର

କଟକ ଅଫିସ, ୧୭ା୬ : ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ)ର ଆହ୍ବାନକ୍ରମେ ରାଜ୍ୟରେ ଚିକିତ୍ସା ସେବା ୨୪ ଘଣ୍ଟିଆ ବନ୍ଦ ରହିବ । ଏହି ପରିପ୍ରେକ୍ଷୀରେ...

ଦେଢ଼ଘଣ୍ଟା ପ୍ରବଳ ବର୍ଷିଲା, କୁଆପଥର ଖସିଲା

ଭୁବନେଶ୍ୱର, ୨୨।୩(ବ୍ୟୁରୋ): ଶନିବାର ମଧ୍ୟାହ୍ନରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ହୋଇଥିଲା। ଏଥିସହ କେତେକ ସ୍ଥାନରେ ବଜ୍ରପାତ ମଧ୍ୟ ହୋଇଥିଲା। ସକାଳେ ପାଗ...

ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୧୮।୪(ଡି.ଏନ.ଏ): ଭଞ୍ଜନଗର ଥାନା ଅନ୍ତର୍ଗତ ଅଗଝୋଳରେ ବୁଧବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଉକ୍ତ ଗଁ।ର ସଦାଶିବ ପ୍ରଧାନଙ୍କ (୨୪) ମୃତ୍ୟୁ...

ଶାସକ ଦଳର ନେତାଙ୍କ ପାଇଁ ଆଇନ ଅବାଟରେ ଯାଉଛି : କଂଗ୍ରେସ

ଭୁବନେଶ୍ୱର,୭ା୫(ବ୍ୟୁରୋ): ଶାସକ ବିଜୁ ଜନତା ଦଳର ନେତା ଓ ମନ୍ତ୍ରୀଙ୍କ ଯୋଗୁ ରାଜ୍ୟରେ ଆଇନ ଅବାଟରେ ଯାଉଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ଶୁକ୍ରବାର କଂଗ୍ରେସ...

ସଫ୍ଟଓ୍ବେର ଇଞ୍ଜିନିୟର ଦେବାଶିଷ ପାଇଲେ ଓଏଏସ୍‌: ଉତ୍ତମ ପ୍ରଶାସନିକ ସେବା ଯୋଗାଇ ଦେବା ଲକ୍ଷ୍ୟ

କୃଷ୍ଣପ୍ରସାଦ,୯ା୧(ଡି.ଏନ.ଏ.): ପୁରୀ ଜିଲା ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଲକ ପାରିକୁଦଗଡରୁ ଓଏଏସ ପାଇବାରେ ସଫଳ ହୋଇଛନ୍ତି ଦେବାଶିଷ ପାତ୍ର। ତାଙ୍କ ଲକ୍ଷ୍ୟ ରହିଛି ଜନସାଧାରଣଙ୍କୁ ଉତ୍ତମ ପ୍ରଶାସନିକ...

Advertisement
Archives

Model This Week