ଆଜିଠାରୁ ବଢ଼ିବ ପାହାଳ ମିଠା ଦର

ବାଲିଅନ୍ତା,୧୧।୧୦(ଡି.ଏନ୍‌.ଏ): ଓମଫେଡ କ୍ଷୀର ଲିଟର ପିଛା ୪ଟଙ୍କା ବୃଦ୍ଧି ପରେ ଛେନାଦର କିଲୋ ପିଛା ୧୫ଟଙ୍କା ବୃଦ୍ଧି ପାଇଛି। ଫଳରେ ପାହାଳ ମିଠା ଦର ନିର୍ଦ୍ଧାରଣ ହୋଇପାରୁ ନ ଥିବାରୁ ଦୁଇ ଦିନ ହେବ ପାହାଳର ମିଠା ବଜାରରେ ଥିବା ପ୍ରାୟ ୮୦ଟି ଦୋକାନ ବନ୍ଦ ରହିଛି। ମିଠା ଦର ବୃଦ୍ଧି ପାଇଁ ଗୁରୁବାର ପାହାଳ ମିଠା ବ୍ୟବସାୟୀ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଛେନା ଦର ଉଚ୍ଚ ଦରରେ କିଣା ହେବାରୁ ମିଠା ଦର ବଢିବ ବୋଲି ସଂଘର ସଭାପତି ଅକ୍ଷୟ କୁମାର ଲେଙ୍କା କହିଛନ୍ତି। ଏହି ନୂଆ ଦର ଶୁକ୍ରବାର ଠାରୁ ଲାଗୁ କରାଯିବା ସହ ମିଠା ବଜାର ଖୋଲା ରହିବ ବୋଲି ଲେଙ୍କା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଯୋଧ୍ୟା ପଠାଗଲା ସମଲେଇ ପୀଠର ମାଟି, ଜଳ

ସମ୍ବଲପୁର, ୨୫ା୭(ବ୍ୟୁରୋ): ଅଗଷ୍ଟ ୫ ତାରିଖରେ ଅଯୋଧ୍ୟାଠାରେ ରାମ ମନ୍ଦିର ନିର୍ମାଣ ଲାଗି ଭୂମି ପୂଜା ହେବ। ତେଣୁ ସମଗ୍ର ଦେଶର ବିଭିନ୍ନ ପ୍ରାନ୍ତରୁ ପବିତ୍ର...

ବଡ଼ ର଼୍ୟାକେଟର ପର୍ଦ୍ଦାଫାଶ କଲା ଏସ୍‌ଟିଏଫ୍‌: ଗୋଟିଏ ରାତିରେ ୮ ବ୍ରାଉନସୁଗାର ବେପାରୀ ଗିରଫ

ଭୁବନେଶ୍ୱର,୬ା୧(ବ୍ୟୁରୋ): ନିଶା ମାଫିଆଙ୍କୁ ଟାର୍ଗେଟ କରିଥିବା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌କୁ ଆଉଏକ ସଫଳତା ମିଳିଛି। ରାଜ୍ୟରେ ସକ୍ରିୟ ଥିବା ବଡ଼ ବ୍ରାଉନସୁଗାର ର଼୍ୟାକେଟକୁ ଠାବ କରିଛି। ଗୋଟିଏ...

ପ୍ରେମ ପାଇଁ ୨ ପ୍ରେମିକ ହଟହଟା: ଜଣେ ବାହାହେଲେ, ଜଣେ ଜରିମାନା ଗଣିଲେ

ଭଦ୍ରକ ଅଫିସ, ୧୨।୫: ପ୍ରେମ ପାଇଁ ଦୁଇଜଣ ପ୍ରେମିକଙ୍କୁ ହଟହଟା ହେବାକୁ ପଡ଼ିଛି। ଜଣଙ୍କୁ ବିବାହ କରିବାକୁ ପଡ଼ିଥିବା ବେଳେ ଅନ୍ୟ ଜଣଙ୍କୁ ଜରିମାନା ଗଣିବାକୁ...

ତେଲେଙ୍ଗାନାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଆଣିବାକୁ ଅନୁମତି ଦେଲାନି ପ୍ରଶାସନ

ମାଲକାନଗିରି,୧୬ା୫(ଡି.ଏନ୍‌.ଏ.): ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ସେରପାଲ୍ଲୀ ପଞ୍ଚାୟତର ପଦରାଗୁଡ଼ା ଗ୍ରାମର ଜଣେ ବ୍ୟକ୍ତି କାମ କରିବା ପାଇଁ ତେଲେଙ୍ଗାନା ଯାଇଥିବା ବେଳେ କରୋନା ଯୋଗୁ...

ଶୋଷରେ ନୟାପଲ୍ଲୀବାସୀ

ଭୁବନେଶ୍ୱର,୨।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଧୀନ ଓ୍ବାର୍ଡ ନଂ.୩୭ର ନୟାପଲ୍ଲୀ ଅଞ୍ଚଳରେ ପିଇବା ପାଣିର ସମସ୍ୟା ଲାଗି ରହିଛି। ବିଶେଷକରି ନୟାପଲ୍ଲୀର ବେହେରାସାହି, ଆଖଣ୍ଡଳମଣି...

ସକାଳ ୮ରୁ ୪ଟା ଯାଏ ଆସିବନି ପାଣି

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଶୁକ୍ରବାର ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ ରହିବ। ସକାଳ ୮ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଜଳ ଯୋଗାଣ ବନ୍ଦ...

କରୋନା ନେଲା ଆଉ ୪ଜୀବନ: ଜାଣନ୍ତୁ କେଉଁଠାରୁ କେତେ

ଭୁବନେଶ୍ୱର,୯।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି ହୋଇଛି। ମୃତକଙ୍କ ମଧ୍ୟରେ...

ପୁରୀ ସେବାୟତଙ୍କୁ କରୋନା: କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ

ପୁରୀ ଅଫିସ୍‌,୨୩।୬: ସୁପ୍ରିମକୋର୍ଟ ରଥଯାତ୍ରା ପାଇଁ ଅନୁମତି ଦେବା ପରେ ମଙ୍ଗଳବାର ନୀତି ନିର୍ଘଣ୍ଟ ଅନୁଯାୟୀ ରଥଯାତ୍ରା ଆରମ୍ଭ ହୋଇଛି। ଏପଟେ ଶ୍ରୀମନ୍ଦିରର ଜଣେ ସେବାୟତ...

Advertisement
Archives

Model This Week