ଆଜିଠାରୁ ବିଧାୟକ କଲୋନୀ ଭଙ୍ଗାହେବ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ବିଧାୟକଙ୍କ ସରକାରୀ କ୍ୱାର୍ଟର୍ସ ବୁଧବାର ଠାରୁ ଭଙ୍ଗା ଆରମ୍ଭ ହେବ ବୋଲି ଜଣାପଡିଛି । ୨୪ ଜଣ ବିଧାୟକ କ୍ୱାଟର୍ସ ଛାଡି ସାରିଲେଣି। ୪୨ଟି କ୍ୱାଟର୍ସ ଭାଙ୍ଗି ୧୦ ମହଲା ବିଶିଷ୍ଟ ବହୁତଳ ଅଟ୍ଟାଳିକା ନିର୍ମାଣ କରାଯିବ। ଏ ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ମଙ୍ଗଳବାର ବିଧାନସଭା ପରିସରର ନିଜ ପ୍ରକୋଷ୍ଠରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଆପାର୍ଟମେଣ୍ଟ ନିର୍ମାଣ ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିଥିଲେ। ଏହି ବୈଠକରେ ପୂର୍ତ୍ତ ବିଭାଗ ସଚିବ କ୍ରିଷନ କୁମାର ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସୂଚନା ଦେଇଥିଲେ। ଏହି ନୂତନ ଆପାର୍ଟମେଣ୍ଟରେ ୧୪୦ ବିଧାୟକଙ୍କୁ ଘର ଯୋଗାଇ ଦିଆଯିବ। ଏଥିପାଇଁ ୪୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଘର ଖାଲି କରିବାକୁ ବାଚସ୍ପତି ପୂର୍ବରୁ ଉଭୟ ବିଧାୟକ ଓ ପୂର୍ବତନ ବିଧାୟକଙ୍କୁ ନୋଟିସ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri