ଆଜିଠୁ ଆଦର୍ଶ ବିଦ୍ୟାଳୟରେ ନାମଲେଖା

ଭୁବନେଶ୍ୱର, ୧୮ା୬(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ୨୧୪ ଆଦର୍ଶ ବିଦ୍ୟାଳୟରେ ଗୁରୁବାରଠାରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଷଷ୍ଠ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ଛାତ୍ରୀଛାତ୍ରଙ୍କ ନାମ ମେଧା ତାଲିକାରେ ପ୍ରକାଶ ପାଇଛି। ଏହି ଛାତ୍ରୀଛାତ୍ରମାନେ ୧୮ରୁ ୨୭ ତାରିଖ ମଧ୍ୟରେ ନାମ ଲେଖାଇପାରିବେ। ସେହିପରି ସପ୍ତମ, ଅଷ୍ଟମ, ନବମ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ଛାତ୍ରୀଛାତ୍ର ବା ଲାଟେରାଲ ଏଣ୍ଟ୍ରି ଛାତ୍ରୀଛାତ୍ରମାନେ ଏହି ସମୟ ମଧ୍ୟରେ ନାମ ଲେଖାଇବେ। ଓ୍ବେଟିଂ ଲିଷ୍ଟରେ ଯେଉଁମାନେ ଥିବେ ସେମାନେ ୨୯ରୁ ଜୁଲାଇ ୪ ଭିତରେ ନାମ ଲେଖାଇବେ। ଜୁଲାଇ ୧୫ ସୁଦ୍ଧା ସମସ୍ତ ନାମଲେଖା ଶେଷ ହେବ। ନାମଲେଖା ପ୍ରକ୍ରିୟା ସବୁ କାର୍ଯ୍ୟ ଦିବସରେ ସକାଳ ୭ଟାରୁ ସାଢ଼େ ୯ଟା ପର୍ଯ୍ୟନ୍ତ ଚାଲିବ। ଆବଶ୍ୟକ ପଡ଼ିଲେ ନାମଲେଖା ପାଇଁ ବିଦ୍ୟାଳୟ ଅଧ୍ୟକ୍ଷ ଦୁଇଟି ପୃଥକ ହଲ୍‌ ବ୍ୟବସ୍ଥା କରିପାରିବେ ବୋଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ପାଇଁ ଭାଇ ସାଜିଲା ହତ୍ୟାକାରୀ

ବାରିପଦା ଅଫିସ,୧୨ା୭: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଭାଲୁକଚୁଆ ଖଡିଆସାହିରେ ମୋବାଇଲ ଫୋନକୁ ନେଇ ବଡ଼ଭାଇ ମାଡ଼ରେ ସାନଭାଇଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଶମ୍ଭୁ...

ସାଢେ ୭ କେଜିରୁ ଅଧିକ ଗଞ୍ଜେଇ ଜବତ,ଜଣେ ଗିରଫ

ଭୁବନେଶ୍ୱର,୧୭।୭ (ସୂର୍ଯ୍ୟକାନ୍ତ ବେହେରା): ବରମୁଣ୍ଡା ବସ ଷ୍ଟାଣ୍ଡ ନିକଟରୁ ସୋମବାର ନିଶାଦ୍ରବ୍ୟ ବେପାର କରୁଥିବା ଜଣେ ଅଭିଯୁକ୍ତକୁ ଭରତପୁର ଥାନା ପୋଲିସ ଗିରଫ କରି କୋର୍ଟ...

ବରୀ ନିର୍ବାଚନମଣ୍ଡଳୀରୁ ଯୋଗଦେବେ ୩୦୦୦କର୍ମୀ

ରସୁଲପୁର,୨୯।୨(ଡିଏନଏ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜନ୍ମଦିବସ ୫ମାର୍ଚ୍ଚକୁ ପଞ୍ଚାୟତିରାଜ ଦିବସଭାବେ ପାଳନ କରାଯାଉଥିବାବେଳେ ଚଳିତବର୍ଷ ମଧ୍ୟ ବିଜୁ ଜନତା ଦଳ ପକ୍ଷରୁ ରାଜ୍ୟସ୍ତରୀୟ...

ଟ୍ରାଫିକ୍‌ ନିୟମ ୩ ମାସ କୋହଳ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯।୯(ବ୍ୟୁରୋ): ସେପ୍ଟେମ୍ବର ୧ରୁ ଦେଶବ୍ୟାପୀ ଲାଗୁ ହୋଇଛି ନୂଆ ମୋଟର ଯାନ ଆଇନ। ନୂଆ ଆଇନ କାର୍ଯ୍ୟକାରୀ ହେବା ପରେ ଚାରିଆଡ଼େ ଚାଲିଛି ଧରପଗଡ଼।...

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୮ କରୋନା ପଜିଟିଭ୍‌

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ...

ଯୁକ୍ତ ୨ ପରୀକ୍ଷା: ବଦଳିବ ଢାଞ୍ଚା, ୫୦% ମଲ୍‌ଟିପୁଲ ଚଏସ୍‌

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷାର ଢାଞ୍ଚା ବଦଳିବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୋମବାର ସୂଚନା ଦେଇଛନ୍ତି। ୨୦୧୬...

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା: ‘ଆମ ଜନତା ଅଧିକାର’ର ସମୂହ ଦୀପଦାନ, ଦୋଷୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ପୁରୀ ଅଫିସ,୧୩।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥିକ ସ୍ଥିତି ଦୁର୍ବଳ ଯୋଗୁ...

ଜେଜେବାପାଙ୍କ ଦଶାହରେ ନାତିଙ୍କ ଜୀବନ ଗଲା

ସଜନାଗଡ଼, ୨୯।୧: ଜେଜେବାପାଙ୍କ ଦଶାହରେ ବନ୍ଧୁ ପରିଜନ ଶୁଦ୍ଧିକ୍ରିୟାରେ ବ୍ୟସ୍ତ ଥିଲେ। ସମସ୍ତେ ପୋଖରୀଘାଟରେ କ୍ଷୌର ହେଉଥିବା ବେଳେ ୨୨ବର୍ଷୀୟ ନାତି ଗାଧୋଇବାକୁ ଯାଇ ଆଉ...

Advertisement
Archives

Model This Week