ଆଜିଠୁ ଆରମ୍ଭ ହେବ କୋଭିଡ୍‌-୧୯ ହସ୍ପିଟାଲ

ଢେଙ୍କାନାଳ ଅଫିସ, ୧୨।୪-ଢେଙ୍କାନାଳ ବାଜିଚୌକସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମାବାରଠାରୁ କୋଭିଡ୍‌-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଏଥିଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୂର୍ବାହ୍ନ ୧୧ଟା ୧୫ରୁ ଏହି ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ପ୍ରଥମ ପର୍ଯ୍ୟାୟରେ ଏହାକୁ ୬୦ ଶଯ୍ୟା ବିଶିଷ୍ଟ କରାଯାଇଛି। ଆବଶ୍ୟକ ପଡ଼ିଲେ ଏହାକୁ ୧୦୦ ଶଯ୍ୟା ବିଶିଷ୍ଟ କରାଯିବ ବୋଲି ସିଡିଏମ୍‌ଓଡା. ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ୨୯ ସରପଞ୍ଚ ପଦବୀ

ଢେଙ୍କାନାଳ ଅଫିସ,୧୦।୧: ଢେଙ୍କାନାଳ ଜିଲାର ଗଁଦିଆ ବ୍ଲକର ୨୯ ପଞ୍ଚାୟତ ମଧ୍ୟରୁ ୧୫ ଏବଂ ଓଡ଼ାପଡ଼ା ବ୍ଲକର ୨୮ ପଞ୍ଚାୟତ ମଧ୍ୟରୁ ୧୪ଟି ସରପଞ୍ଚ ପଦବୀ ବିଭିନ୍ନ...

ବିପୁଳ ପରିମାଣର ନକଲି ମଦ ଜବତ, ୨ ଗିରଫ

ପରଜଙ୍ଗ, ୨୯ା୪(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଅଞ୍ଚଳରୁ ପରଜଙ୍ଗ ପୋଲିସ ବୁଧବାର ବିପୁଳ ପରିମାଣର ନକଲି ମଦ, ମଦ ତିଆରି ସାମଗ୍ରୀ ଜବତ...

ଭୁଶୁଡ଼ି ପଡ଼ିଲା ପାନୀୟଜଳ ପ୍ରକଳ୍ପ

ପରଜଙ୍ଗ, ୪।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ନୂଅଁାକୁଆଳୋ ଗ୍ରାମରେ ଗତ ଫେବୃୟାରୀରେ ଲୋକାର୍ପିତ ହୋଇଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଡିପ୍‌ଓ୍ବେଲ ଶନିବାର ଭୁଶୁଡ଼ି ପଡ଼ିଛି।...

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ହିନ୍ଦୋଳ,୩୦।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିର ଯନ୍ତ୍ରୀ ରଶ୍ମି ରଞ୍ଜନ ବେହେରା ଶନିବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ରଶ୍ମି ରଞ୍ଜନ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ...

ମାସକରେ ରାସ୍ତା ଫାଟି ଆଁ

କାମାକ୍ଷାନଗର, ୫।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ଓ୍ବାଇ)ରେ ନିର୍ମିତ ରାସ୍ତା ମାସକ ମଧ୍ୟରେ...

ପାଣି ଚିନ୍ତାରେ କନ୍ଧପଡ଼ାବାସୀ

ଢେଙ୍କାନାଳ ଅଫିସ, ୧୪।୧୨ ଢେଙ୍କାନାଳ ସଦର ବ୍ଲକ ଶୁଆଖାଇକାଟେଣୀ ପଞ୍ଚାୟତର କନ୍ଧପଡ଼ା ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଗ୍ରାମରେ ଖୋଳାଯାଇଥିବା ବୋରୱେଲଟି ଅଚଳ...

ଢେଙ୍କାନାଳ ବିଜେଡି କନ୍ଦଳ ଜଳଜଳ

ଢେଙ୍କାନାଳ ଅଫିସ, ୧୦।୪: ଢେଙ୍କାନାଳ ବିଜେଡିରେ ଅନ୍ତଃକନ୍ଦଳ ଭୟଙ୍କର ରୂପ ନେଲାଣି। ପଞ୍ଚାୟତ ଏବଂ ପୌର ନିର୍ବାଚନ ପୂର୍ବରୁ ଭୋଟ ପ୍ରଭାବିତ ହେବା ଆଶଙ୍କାରେ ଏହାକୁ...

ଜାହାଜ ଚଳାଚଳ ପାଇଁ ଉଚ୍ଚ ହେବ ବ୍ରାହ୍ମଣୀ ସେତୁ

ଢେଙ୍କାନାଳ ଅଫିସ,୧୭।୧: ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀରେ ହେବ ରାଷ୍ଟ୍ରୀୟ ଜଳମାର୍ଗ। ଶିଳ୍ପାୟନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି ନଦୀରେ ଚଳାଚଳ କରିବ...

Advertisement
Archives

Model This Week