ଆଜିଠୁ ଓଜେଇଇ ଆବେଦନ

ଭୁବନେଶ୍ୱର, ୬ା୨(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୦ ପାଇଁ ଗୁରୁବାରଠାରୁ ଅନ୍‌ଲାଇନ୍‌ରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। ଏପ୍ରିଲ ୨୦ରେ ଆଡମିଟ୍‌ କାର୍ଡ ଉପଲବ୍ଧ ହେବ। ଛାତ୍ରୀଛାତ୍ରମାନେ ojee.nic.in ଓ୍ବେବସାଇଟ୍‌ରୁ ଆଡମିଟ୍‌ କାର୍ଡ ଡାଉନ୍‌ଲୋଡ କରିପାରିବେ। ମେ’ ପ୍ରଥମ ସପ୍ତାହରେ ପରୀକ୍ଷା ହେବ ବୋଲି ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଏଥର ଅନ୍‌ଲାଇନ୍‌ରେ ଓଜେଇଇ ହେବ। ଚଳିତବର୍ଷ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ ବା ସିବିଟି ମାଧ୍ୟମରେ ହେବ। ଗତବର୍ଷ କେବଳ ପିଜି କୋର୍ସରେ ସିବିଟି ପଦ୍ଧତି ଲାଗୁ ହୋଇଥିଲା। ଏଥର ଉଭୟ ପିଜି ଓ ୟୁଜି କୋର୍ସ ପାଇଁ ସିବିଟି ପଦ୍ଧତି ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଯୁଦ୍ଧରେ ସଫଳ ହେଲେ ଗଞ୍ଜାମର ୯୫ ବର୍ଷୀୟ ବୃଦ୍ଧ

ଛତ୍ରପୁର, ୨୧।୭(ଡି.ଏନ୍‌.ଏ.): କରୋନା ଯୁଦ୍ଧ ଲଢ଼ି ସଫଳ ହୋଇଛନ୍ତି ୯୫ ବର୍ଷୀୟ ବୃଦ୍ଧ ଉଦୟନାଥ ବିଷୋୟୀ। ତାଙ୍କ ଘର ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଚାକୁଣ୍ଡା...

ସ୍ୟାଣ୍ଡ ଆନିମେଶନ୍‌ରେ କରୋନା ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ସୁଦର୍ଶନଙ୍କ ବାର୍ତ୍ତା: ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ମହାମାରୀର ମୁକାବିଲା ପାଇଁ ସଚେତନ ହେବା ଆବଶ୍ୟକ। ଏହାକୁ ନେଇ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ବିଭିନ୍ନ ପରାମର୍ଶ ଦିଆଯାଉଛି।...

ଆର୍‌ଟିଓ, ମେଡିକାଲରୁ ୨ ଦଲାଲ ଗିରଫ

ଭଦ୍ରକ ଅଫିସ, ୨୭।୯: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଗୁରୁବାର ଭଦ୍ରକ ଜିଲା ଚିକିତ୍ସାଳୟରୁ ୪ ଦଲାଲଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଥିଲା। ଶୁକ୍ରବାର ଏହି...

ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୪।୭: ଆରମ୍ଭ ହୋଇଛି ମହାପ୍ରଭୁଙ୍କ ନବଦିନାତ୍ମକ ଘୋଷଯାତ୍ରା। ଦାରୁବ୍ରହ୍ମଙ୍କ ଏହି ଅପୂର୍ବ ଲୀଳା ଦେଖିବା ଲାଗି ବଡ଼ଦାଣ୍ଡ ହୋଇଛି ଭକ୍ତମୟ। ଏହାସହ ପାଗ ଅନୁକୂଳ...

ଆସିଲାନି ଆମ୍ବୁଲାନ୍ସ, ଟ୍ରଲିରେ ବୁହାହେଲେ ପ୍ରସୂତି

ରତ୍ନଗିରି,୬।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବାଇଁଶିରିଆ ପଞ୍ଚାୟତରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୁଧବାର ଆଉ ଏକ ଅଭାବନୀୟ ଘଟଣା...

ଭଗବାନ ନୀଳମାଧବ ନୋଡାଲ ହାଇସ୍କୁଲ: ଛାତଘର ପାଲଟିଛି ଗୋଦାମ, ଅସୁରକ୍ଷିତ ଟିଣଛାତ ତଳେ ପାଠପଢା

ଖଣ୍ଡପଡ଼ା,୧୦ା୭(ସ୍ବ.ପ୍ର.): ଶିକ୍ଷାର ବିକାଶ ତଥା ବିଦ୍ୟାଳୟ ପ୍ରତି ପିଲାଙ୍କୁ ଆକୃଷ୍ଟ କରିବା ପାଇଁ ସରକାର ମାଗଣା ପୋଷାକ, ସାଇକେଲ, ମଧ୍ୟାହ୍ନ ଭୋଜନ ଆଦି ବ୍ୟବସ୍ଥା କରିଛନ୍ତି।...

ଭୋକ ଓପାସରେ ବାହାର ରାଜ୍ୟର ୯ ଶ୍ରମିକ

ଖଇରା, ୬।୪(ଡି.ଏନ.ଏ.): ବାହାର ରାଜ୍ୟର ୯ଜଣ ଶ୍ରମିକ ୨ଦିନ ହେଲା ଭୋକଓପାସରେ ରହିଛନ୍ତି। ସେମାନେ ବାଲେଶ୍ୱର ଜିଲା ଖଇରା ବ୍ଲକ ଝିଙ୍କିରିଆ ପଞ୍ଚାୟତ ଅଧୀନ ସିଂହିପୁର...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୨୯ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୨୩।୮(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୨୧୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୭୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମ ଜିଲାରୁ ୨୬୫, ସୁନ୍ଦରଗଡରୁ...

Advertisement


Archives

Model This Week

Why Dharitri