Posted inଜାତୀୟ

ଆଜିଠୁ କଶ୍ମୀରରେ ମୋବାଇଲ ଏସ୍‌ଏମ୍‌ଏସ୍‌ ସେବା

ଜମ୍ମୁ,୧ା୧: ମଙ୍ଗଳବାର ମଧ୍ୟରାତ୍ରରୁ ଜମ୍ମୁ-କଶ୍ମୀରରେ ମୋବାଇଲ ଏସ୍‌ଏମ୍‌ଏସ୍‌ ସେବା ସୁବିଧା ଉପଲବ୍ଧ ହୋଇଛି। ଏଥିସହ ସମସ୍ତ ସରକାରୀ ହସ୍ପିଟାଲରେ ବ୍ରୋଡବ୍ୟାଣ୍ଡ ଇଣ୍ଟରନେଟ ସେବାକୁ ପୁନଃ ଚାଲୁ କରାଯାଇଛି। ସାଢେ ୪ ମାସ ପରେ ସ୍ଥିତି ସ୍ବାଭାବିକ ଅବସ୍ଥାକୁ ଫେରିଥିବା କୁହାଯାଉଛି। ୩୭୦ ଉଚ୍ଛେଦ ପରେ ମୋବାଇଲ ଇଣ୍ଟରନେଟ ସେବା ବନ୍ଦ ରହିଥିଲା। ଲୋକମାନଙ୍କୁ ପ୍ରିପେଡ୍‌ ମୋବାଇଲ ସେବା ଓ ଇଣ୍ଟରନେଟ ଖୁବଶୀଘ୍ର ଯୋଗାଇ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ...

ଫେରିଲା ନାଇଟ୍‌ କର୍ଫ୍ୟୁ

ଶ୍ରୀନଗର,୧୭।୧୧: ଜମ୍ମୁ-କଶ୍ମୀରରେ ଆଜିଠୁ ନାଇଟ୍‌ କର୍ଫ୍ୟୁ ଲାଗୁ ହେବ। ତେବେ କରୋନା ସଂକ୍ରମଣ ବଢୁଥିବାରୁ କର୍ଫ୍ୟୁ ଲାଗୁ କରିବା ପାଇଁ ପ୍ରଶାସନ ନିଷ୍ପତ୍ତି ନେଇଛି।  ରାତି...

ଭାରତକୁ ଦୋହଲାଇ ଦେବାର ଷଡଯନ୍ତ୍ର! ପିଓକେରେ ଆତଙ୍କବାଦୀ ସଙ୍ଗଠନ ସହ ବୈଠକ କଲା ଆଇଏସ୍‌ଆଇ

ନୂଆଦିଲ୍ଲୀ,୧୫ ।୧୦: ପାକିସ୍ତାନ ଗୁଇନ୍ଦା ସଂସ୍ଥା ଇଣ୍ଟର ସର୍ବିସେସ ଇଣ୍ଟଲିଜେନ୍ସ (ଆଇଏସ୍‌ଆଇ) ଓ କିଛି ଆତଙ୍କବାଦୀ ସଙ୍ଗଠନର ମୁଖ୍ୟଙ୍କ ମଧ୍ୟରେ ନିକଟରେ ବୈଠକ ହୋଇଥିବା ସୂଚନା...

ବାଇସେପ୍‌- ଆବ୍ସ ପରେ ଏବେ ଚର୍ଚ୍ଚାରେ ରାହୁଲଙ୍କ ପୁଶ୍‌ଅପ୍‌: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧।୩: ଆଜିକାଲି ଫିଟ୍‌ନେସ୍‌କୁ ନେଇ ଚର୍ଚ୍ଚାରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ୫୦ ବର୍ଷୀୟ ରାହୁଲ ନିକଟରେ ମତ୍ସଜୀବୀମାନଙ୍କ ସହ ସମୁଦ୍ରକୁ ଡେଇଁଥିଲେ। ଏହାର...

କଂଗ୍ରେସରୁ ଇସ୍ତଫା ଦେଲେ ଖୁଶବୁ: ଭାଜପାରେ ଯୋଗଦେବା ନେଇ ଚର୍ଚ୍ଚା

ଚେନ୍ନାଇ, ୧୨।୧୦: ତାମିଲନାଡୁରେ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ଫିଲ୍ମ ଅଭିନେତ୍ରୀ ଖୁଶବୁ ସୁନ୍ଦର କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ...

ସୋନୁ ସୁଦଙ୍କୁ ରାଜ୍ୟ ସଭା ଏମ୍‌ପି, ଉପମୁଖ୍ୟମନ୍ତ୍ରୀ ପଦ ମିଳିଥିଲା ଅଫର୍‌

ବଲିଉଡ ଅଭିନେତା ସୋନୁ ସୁଦ କେବଳ ଜଣେ ମହାନ ଅଭିନେତା ନୁହଁନ୍ତି ବରଂ ଜଣେ ଦୟାଳୁ ବ୍ୟକ୍ତି ମଧ୍ୟ। କୋଭିଡ ସମୟରେ ସେ ଅନେକ ଲୋକଙ୍କୁ...

କର୍ମୀଙ୍କୁ ‘ବୁଥ ବିଜୟ’ର ମନ୍ତ୍ର ଦେଲେ ମୋଦି

ଭୋପାଳ,୨୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମଧ୍ୟପ୍ରଦେଶର ଭୋପାଳରେ ପହଞ୍ଚି ୫ଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଉପହାର ଦେଇଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ରାନୀ କମଲାବତୀ...

ଖୋଲିଲା ପ୍ରେମ ମନ୍ଦିର

ମଥୁରା,୧୧।୧୧: ଉତ୍ତର ପ୍ରଦେଶର ବୃନ୍ଦାବନସ୍ଥିତ ପ୍ରେମ ମନ୍ଦିର ଦୀର୍ଘ ୮ ମାସ ପରେ ଭକ୍ତଙ୍କ ଦର୍ଶନ ପାଇଁ ଖୋଲାଯାଇଛି। କୋଭିଡ-୧୯ର ଗାଇଡଲାଇନ୍‌ ଅନୁଯାୟୀ ଏହି ମନ୍ଦିର...

Advertisement
Archives

Model This Week