ଆଜିଠୁ ଖଡଗପୁର-କେନ୍ଦୁଝର ରୋଡରେ ନୂଆ ମେମୁ ଟ୍ରେନ

ଭୁବନେଶ୍ୱର, ୨୮-୮(ବ୍ୟୁରୋ)-ଖଡଗପୁର-ଯାଜପୁର କେନ୍ଦୁଝର ରୋଡରେ ଖଡଗପୁର ପାସେଞ୍ଜର ପରିବେର୍ତ୍ତ ନୂଆ ମେମୁ ଟ୍ରେନ ଗଡିବ। ଏନେଇ ମଙ୍ଗଳବାର ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ମିଳିଛି। ବୁଧବାରଠାରୁ ଏହି ଟ୍ରେନ ଚଳାଚଳ ଆରମ୍ଭ କରିବ। ଖଡଗପୁର-ଯାଜପୁର କେନ୍ଦୁଝର ରୋଡ-ଖଡଗପୁର ମେମୁ (୬୮୧୦୯-୬୮୧୧୦) ଟ୍ରେନ ପରିବର୍ତ୍ତିତ ସମୟ ସାରଣୀ ଅନୁସାରେ ଚଳାଚଳ କରିବ। ଏହି ମେମୁ ଟ୍ରେନ କେନ୍ଦୁଝର ରୋଡରୁ ସକାଳ ୫ଟା ୪୦ରେ ଛାଡି ଖଡଗପୁରରେ ପୂର୍ବାହ୍ନ ୧୦ଟା ୫୫ରେ ପହଞ୍ଚତ୍ବ। ଖଡଗପୁରଠାରୁ ଅପରାହ୍ନ ୪ଟା ୫୦ରେ ଛାଡି କେନ୍ଦୁଝର ରୋଡରେ ରାତି ୧୦ଟା ୧୫ରେ ପହଞ୍ଚତ୍ବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri