ଆଜିଠୁ ଗଡ଼ିବ ୪ ନୂଆ ମେମୁ ଟ୍ରେନ: କଟକରୁ ପୁରୀ, ଭଦ୍ରକ ଓ ପାରାଦୀପ ଚଳାଚଳ କରିବ

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ପୂର୍ବତଟ ରେଳପଥ ୪ଟି ନୂଆ ମେମୁ ଟ୍ରେନ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି। ଶନିବାରଠାରୁ ଏହି ଟ୍ରେନଗୁଡ଼ିିକ ପୁରୀ-କଟକ, କଟକ-ଭଦ୍ରକ, କଟକ-ପାରାଦ୍ୱୀପ ସେକ୍ସନ ମଧ୍ୟରେ ଚଳାଚଳ କରିବ। ପୁରୀ-କଟକ ମେମୁ ଟ୍ରେନ(୬୮୪୧୫-୬୮୪୧୬) କଟକ-ପୁରୀ ପାସେଞ୍ଜର(୫୮୪୧୫-୫୮୪୧୬) ବଦଳରେ ଚଳାଚଳ କରିବ। ସେହିଭଳି କଟକ-ଭଦ୍ରକ ମଧ୍ୟରେ ପୂର୍ବରୁ ଚଳାଚଳ କରୁଥିବା (୫୮୪୩୫-୫୮୪୩୬/୫୮୪୨୩-୫୮୪୨୪) କଟକ-ଭଦ୍ରକ ଫାଷ୍ଟ ପାସେଞ୍ଜର ବଦଳରେ ଦୁଇଟି ମେମୁ ଟ୍ରେନ(୬୮୪୩୫-୬୮୪୩୬/୬୮୪୨୩-୬୮୪୨୪) ଚଳାଚଳ କରିବ। ପୂର୍ବ ଦୁଇଟି ପାସେଞ୍ଜର ଟ୍ରେନ ପ୍ରତ୍ୟାହାର କରାଯିବ। ସମାନ୍ତରାଳ ଭାବେ କଟକ-ପାରାଦୀପ ମେମୁ ଟ୍ରେନ (୬୮୪୦୧-୬୮୪୦୨) କଟକ-ପାରାଦୀପ ପାସେଞ୍ଜର(୫୮୪୦୧-୫୮୪୦୨) ବଦଳରେ ଚଳାଚଳ କରିବ ଏବଂ ପୂର୍ବ ପାସେଞ୍ଜର ଟ୍ରେନଟି ପ୍ରତ୍ୟାହାର ହୋଇଯିବ। ନୂଆ ମେମୁ ଟ୍ରେନଗୁଡ଼ିକ ପୂର୍ବ ପାସେଞ୍ଜର ଟ୍ରେନର ସମୟ ସାରଣୀ ହିସାବରେ ଚାଲିବ। ସମୟ ସୂଚୀରେ କୌଣସି ପରିବର୍ତ୍ତନ କରାଯାଇନାହଁି ବୋଲି ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଆସନ ସଂରକ୍ଷଣ ପାଇଁ ଚିଠି ଲେଖିଲା…

ଭୁବନେଶ୍ୱର,୧୦।୪: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ଆସନ ସଂରକ୍ଷଣ ପାଇଁ ଜିଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି।…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri