ଆଜିଠୁ ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ବସବାସ କରୁଥିବା ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ଏହି କାର୍ଯ୍ୟ ହାତକୁ ନିଆଯାଇଥିବା ବେଳେ ରାଜଧାନୀର ୩୭୦ ଅଙ୍ଗନଓ୍ବାଡି କେନ୍ଦ୍ରର ତଥ୍ୟ ଅନୁସାରେ ବସ୍ତିରୁ ବସ୍ତି ବୁଲି ଏହି ଯାଞ୍ଚ କରାଯିବ। ଏ ନେଇ ଭୁବନେଶ୍ୱରରେ ୩୭୦ ଟିମ୍‌ ଗଠନ କରାଯିବା ସହ ପ୍ରତ୍ୟେକ ଟିମ୍‌ରେ ଜଣେ ଲେଖାଏ ଅଙ୍ଗନଓ୍ବାଡି, ଆଶା କର୍ମୀ ଓ ମହିଳା ଆୟୋଗ ସମିତିକୁ ରଖାଯାଇଛି। ବିଏମ୍‌ସି ପରିମଳ ବିଭାଗ ଦାୟିତ୍ୱରେ ଥିବା ଡେପୁଟି କମିଶନର ଶୁଭେନ୍ଦୁ ସାହୁ ସମ୍ପୃକ୍ତ କାର୍ଯ୍ୟର ତଦାରଖ କରିବେ ବୋଲି ସୋମବାର ବିଏମ୍‌ସି ପକ୍ଷରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ହେବ ଏନ୍‌ଏମ୍‌ଆଇଏମ୍‌ଏସ୍‌ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ଗୁଣାତ୍ମକ ଉଚ୍ଚଶିକ୍ଷା ଓ ଗବେଷଣାକୁ ପ୍ରୋତ୍ସାହନ ପ୍ରଦାନକୁ ଦୃଷ୍ଟିରେ ରଖି ରାଜ୍ୟରେ ଏକ ଆନ୍ତର୍ଜାତିକ ମାନର ଘରୋଇ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ରାଜ୍ୟ...

୫ ଓଡ଼ିଆ ସୁରକ୍ଷିତ ଉଦ୍ଧାର

ଭୁବନେଶ୍ୱର,୨୯ା୧୧: ଉତ୍ତରକାଶୀ ସୁଡ଼ଙ୍ଗ ମଧ୍ୟରୁ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ୫ ଓଡ଼ିଆ ରହିଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଜିଲା ବଡ଼କୁଦରର...

ଆମ ବ୍ୟାଙ୍କ ଯୋଜନା ଶୁଭାରମ୍ଭ

ନିରାକାରପୁର, ୨୮।୧୧(ମାନସ ଚନ୍ଦ୍ର ପଟ୍ଟନାୟକ ): ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ବ୍ୟାଙ୍କ ସେବା ଉପଲବ୍ଧ ନ ଥିବା ଯୋଗୁଁ ପ୍ରସୂତି ମହିଳା ମାନଙ୍କ ଠାରୁ ଆରମ୍ଭକରି...

ବୈପାରୀଗୁଡା ଆଇଆଇସି ଗିରଫ

ଭୁବନେଶ୍ୱର,୨୮।୧୧: ବୈପାରୀଗୁଡା ଆଇଆଇସି ସୁଶାନ୍ତ ଶତପଥୀ ଗିରଫ। ବିପୁଳ ଟଙ୍କା ଧରାପଡିବା ନେଇ ଗିରଫ କରିଛି ଭିଜିଲାନ୍ସ। ସୁଶାନ୍ତଙ୍କର ମୋଟ ୩୭ଲକ୍ଷ ଟଙ୍କା ପାଇଲା ଭିଜିଲାନ୍ସ।...

ଭାଇରସ ଏଚ୍‌୯ଏନ୍‌୨ ନୂଆ ନୁହେଁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର ୨୮।୧୧: ଚାଇନାରେ ବ୍ୟାପୁଥିବା ନିମୋନିଆକୁ ନେଇ ରାଜ୍ୟ ସରକାର ସଚେତନ ଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ...

କ୍ୟାପିଟାଲ ହସ୍ପିଟାଲ ମଡ୍ୟୁଲାର ଓଟିରେ ଅସ୍ତ୍ରୋପଚାର ଆରମ୍ଭ

ଭୁବନେଶ୍ୱର,୨୭ା୧୧: ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଓ ପିଜିଆଇଏମଆରରେ ମଡ୍ୟୁଲାର ଓଟି କମ୍ପେ୍ଲକ୍ସ ଲାର୍ଯ୍ୟକ୍ଷମ ହୋଇଛି। କ୍ୟାପିଟାଲ ହସ୍ପିଟାଲର ଡାଇରେକ୍ଟର ଡାକ୍ତର ଲକ୍ଷ୍ମୀଧର ସାହୁଙ୍କ ନିର୍ଦ୍ଦେଶରେ ଏହି...

ବୈପାରିଗୁଡ଼ା ଥାନା ଅଧିକାରୀଙ୍କ କ୍ବାର୍ଟର୍ସରୁ ମିଳିଲା ବିଡ଼ାବିଡ଼ା ଟଙ୍କା

ଭୁବନେଶ୍ୱର,୨୮।୧୧: କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀଙ୍କ କଟକ ବକ୍ସିବଜାରସ୍ଥିତ ସରକାରୀ କ୍ବାର୍ଟର୍ସରୁ ମଙ୍ଗଳବାର ଭିଜିଲାନ୍ସ ଅଧିକାରୀ ନଗଦ ୨୫ ଲକ୍ଷ...

ଧାନ ଜଗିବାକୁ ଯାଉଥିଲେ: ହାତୀ ସାମ୍ନାରେ ପଡ଼ିଗଲେ

ବଡ଼ଗାଁ,୨୮।୧୧(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଳକ୍‌ ଅଧୀନ ଗରଗଡ଼ବାହାଲ ଗାଁରେ ସୋମବାର ଭୋରରେ ଜଣେ ଚାଷୀଙ୍କୁ ଏକ ହାତୀ କଚାଡି ମାରି ଦେଇଛି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri