ଆଜିଠୁ ଭୁବନେଶ୍ୱର ନୟାଗଡ଼ ସେବା ଏକ୍ସପ୍ରେସ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ବହୁ ପ୍ରତୀକ୍ଷିତ ଭୁବନେଶ୍ୱର-ନୟାଗଡ଼ ସେବା ଏକ୍ସପ୍ରେସ ମଙ୍ଗଳବାର ଆରମ୍ଭ ହେବାକୁ ଯାଉଛି। ରେଳମନ୍ତ୍ରୀ ପୀୟୂଷ ଗୋୟଲ ଅପରାହ୍ନ ୧ଟା ୩୦ରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ଏହାକୁ ଉଦ୍‌ଘାଟନ କରିବେ। କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦ୍‌ଘାଟନୀ ଉତ୍ସବରେ ଯୋଗଦେବେ। ଅନ୍ୟପକ୍ଷରେ ଭୁବନେଶ୍ୱର ରେଳ ଷ୍ଟେଶନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଉଚ୍ଚ ଶିକ୍ଷା ଓ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ପୁରୀ ଏମ୍‌ପି ପିନାକୀ ମିଶ୍ର, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ ପ୍ରମୁଖ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri