ଆଜିଠୁ ରାଜ୍ୟ ଭିତରେ ଗଡ଼ିଲା ଟ୍ରେନ୍‌

ଭୁବନେଶ୍ୱର,୮ା୬(ବ୍ୟୁରୋ): ସୋମବାରଠାରୁ ରାଜ୍ୟ ଭିତରେ ୬ଟି ସ୍ପେଶାଲ ଟ୍ରେନ୍‌ ଚଳାଚଳ ଆରମ୍ଭ ହୋଇଛି। ଆଜି ସକାଳ ୫ଟା ୧୦ରେ ପ୍ରଥମ ଟ୍ରେନ୍‌ ରାଉରକେଲାରୁ ଭୁବନେଶ୍ୱର ଅଭିମୁଖେ ବାହାରିଥିବା ଜଣାପଡ଼ିଛି। ଟ୍ରେନ୍‌କୁ ସାନିଟାଇଜ୍‌ କରାଯିବା ପରେ ଏହି ଟ୍ରେନଟି ଯାତ୍ରା ଆରମ୍ଭ କରିଥିଲା। ଏଥିରେ ମାସ୍କ ପିନ୍ଧିବା ଏବଂ ସାମାଜିକ ଦୂରତ୍ୱ ଅବଲମ୍ବନକୁ ବିଶେଷ ଗୁରୁତ୍ୱ ଦିଆଯାଇଛି। ଅନ୍ୟପକ୍ଷରେ ଭୁବନେଶ୍ୱରରୁ ୧୮୭ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱର-ବଲାଙ୍ଗୀର ଇଣ୍ଟର ସିଟି ସ୍ପେଶାଲ ଟ୍ରେନ ଆଜି ସକାଳ ସାଢ଼େ ୬ଟାରେ ଭୁବନେଶ୍ୱର ଷ୍ଟେଶନରୁ ଯାତ୍ରା ଆରମ୍ଭ କରିଛି। ତେବେ ଶନିବାର ଓ ରବିବାର ଶଟ୍‌ଡାଉନ୍‌ ଦିନରେ ଏହିସବୁ ଟ୍ରେନ ଚଳାଚଳ କରିବ ନାହିଁ ବୋଲି ପୂର୍ବତନ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ସ୍ନାତକ ନାମଲେଖା ପାଇଁ ଆଜିଠାରୁ ଆବେଦନ

ଭୁବନେଶ୍ୱର, ୨୭।୫(ସୁଚିସ୍ମିତା ସାହୁ):୨୦୨୬-୨୭ ଶିକ୍ଷାବର୍ଷ ପାଇଁ ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୭ ତାରିଖରୁ ଅନ୍‌ଲାଇନ୍‌ରେ ଆବେଦନ…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri