ଆଜିଠୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ ଅଫିସ,୧୬।୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପଯର୍‌ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ଗତ ଶୁକ୍ରବାର ଅନୁଷ୍ଠିତ ନୀତି ସବ୍‌ କମିଟି ବୈଠକରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଚୂଡ଼ାନ୍ତ ହୋଇଛି। ମହାପ୍ରଭୁଙ୍କ ପହଲି ଭୋଗ ନୀତି ଧନୁ ସଂକ୍ରାନ୍ତି ଅର୍ଥାତ୍‌ ଡିସମ୍ବେର ୧୬ ତାରିଖଠାରୁ ଆରମ୍ଭ ହୋଇ ଜାନୁୟାରୀ ୧୪ ପର୍ଯ୍ୟନ୍ତ ଚାଲିବ। ପ୍ରତ୍ୟହ ରାତ୍ର ୩ଟାରେ ଦ୍ୱାରଫିଟା, ୩ଟା ୩୦ରେ ଭିତରଶୋଧ, ୩ଟା ୪୫ରେ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହେବ। ସକାଳ ୬ଟା ୨୦ରୁ ୬ଟା ୫୦ ମଧ୍ୟରେ ପହିଲି ଭୋଗ ନୀତି ବଢିବ। ସକାଳ ୬ଟା ୩୦ରୁ ୯ଟା ସକାଳ ଧୂପ(କେବଳ କୋଠଭୋଗ), ୮ଟା ୪୫ରୁ ୧୦ଟା ୩୦ ଭୋଗମଣ୍ଡପ, ୧୧ଟା ୩୦ରୁ ମଧ୍ୟାହ୍ନ ୧୨ଟା ୩୦ ମଧ୍ୟାହ୍ନ ଧୂପ(କେବଳ କୋଠଭୋଗ), ୧୨ଟା ୧୫ରୁ ଅପରାହ୍ନ ୨ଟା ଦ୍ୱିତୀୟ ଭୋଗ ମଣ୍ଡପ ହୋଇ ଅନ୍ୟାନ୍ୟ ନୀତି ଚାଲିବ। ଅପରାହ୍ନ ୫ଟାରେ ସନ୍ଧ୍ୟା ଆଳତି, ସାଢେ ୬ଟାରୁ ରାତି ୮ଟା ସନ୍ଧ୍ୟା ଧୂପ, ୯ଟାରେ ଚନ୍ଦନ ଲାଗି, ୧୦ଟାରେ ବଡସିଂହାର ବେଶ, ୧୦ଟା ୩୦ ବଡସିଂହାର ଭୋଗ ଏବଂ ୧୧ଟାରେ ରାତ୍ର ପହୁଡ ନୀତି ସମ୍ପନ୍ନ ଲାଗି ନୀତି ଚୂଡ଼ାନ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri