ଆଜିଠୁ ୧୮ ନଂ. ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର,୧ା୬(ବ୍ୟୁରୋ): ଯାତ୍ରୀଙ୍କ ଦାବିକୁ ସବୁବେଳେ ଗୁରୁତ୍ୱ ଦେଇ ଆସିଛି ମୋ ବସ୍‌ ପରିଚାଳନା ଦାୟିତ୍ୱରେ ଥିବା କ୍ୟାପିଟାଲ ରିଜିଅନ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌)। କରୋନା ସମୟରେ ମଧ୍ୟ ଏହାକୁ ପ୍ରାଥମିକତା ଦେଇ କଟକ, ଖୋର୍ଦ୍ଧା ଓ ଭୁବନେଶ୍ୱରର ୭ଟି ରୁଟ୍‌ରେ ମୋ ବସ୍‌ ଚଳପ୍ରଚଳ କରୁଛି। ରୁଟ୍‌ ନଂ.୧୦ରେ ମୋ ବସ୍‌ଟି ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ଏଜି ଛକ ପରେ ନନ୍ଦନକାନନ ଦେଇ କଟକ ସିଡିଏ ପର୍ଯ୍ୟନ୍ତ ଯାତାୟାତ କରେ। ବର୍ତ୍ତମାନ ଯାତ୍ରୀଙ୍କ ଦାବି ଅନୁଯାୟୀ ଉକ୍ତ ରୁଟ୍‌ରେ ବସ୍‌ ଚଳାଚଳ ବନ୍ଦ କରି ରୁଟ୍‌ ନଂ.୧୮ରେ ମୋ ବସ୍‌ ଚାଲିବ। ଏହି ରୁଟ୍‌ରେ ମୋ ବସ୍‌ଟି ବରମୁଣ୍ଡାରୁ ବାହାରି ଜଗତପୁର ଗସ୍ତ କରିବ। ସକାଳ ୭ରୁ ରାତି ୭ ଯାଏ ଏହି ରୁଟ୍‌ରେ ମୋ ବସ୍‌ ସେବା ଉପଲବ୍ଧ ହେବ ବୋଲି କ୍ରୁଟ୍‌ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା ପରଠାରୁ,…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri