Posted inଜାତୀୟ

ଆଜିର ଦିନରେ ଦେଶରେ ଆରମ୍ଭ ହୋଇଥିଲା ମୋଦି ଲହର

ନୂଆଦିଲ୍ଲୀ, ୧୬।୫: ଆଜକୁ ପ୍ରାୟ ଠିକ୍‌ ପାଞ୍ଚ ବର୍ଷ ପୂର୍ବେ ଅର୍ଥାତ୍‌ ୨୦୧୪ ମେ ୧୬ ଦିନ ବିରୋଧୀଙ୍କୁ ଚିତ୍‌ କରି ଭାଜପା ଏକତରଫା ବିଜୟ ହାସଲ କରିଥିଲା। ଏହି ଦିନ କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସରକାର ଗଠନ ହେବ ବୋଲି ସ୍ପଷ୍ଟ ହୋଇଥିଲା। ସବୁ ଆକଳନକୁ ଭୁଲ ପ୍ରମାଣିତ କରି ୧୯୮୪ ପରେ ଦେଶରେ ଏକ ବହୁମତ ସରକାର ଗଠନର ବାଟ ଫିଟିଥିଲା। ଭାଜପା ଏକାକୀ ୨୮୨ଟି ଲୋକ ସଭା ଆସନ ଜିତିଥିଲା। ସହଯୋଗୀ ଏନଡିଏର ସହଯୋଗୀ ଦଳକୁ ମିଶାଇ ସଂଖ୍ୟା ୩୩୬ରେ ପହଞ୍ଚିଥିଲା। ୟୁପିଏକୁ ମାତ୍ର ୫୯ଟି ଆସନରେ ସନ୍ତୁଷ୍ଟ ହେବାକୁ ପଡିଥିଲା। ପରିସ୍ଥିତି ଏପରି ହୋଇଥିଲା ଯେ, ବିରୋଧୀ ଦଳର ମାନ୍ୟତା ପାଇବାକୁ କୌଣସି ଦଳକୁ ସଂଖ୍ୟା ଗରିଷ୍ଠତା ମିଳି ନ ଥିଲା। ଉଜ୍ଜଳା ଯୋଜନା, ସ୍ବଚ୍ଛ ଭାରତ ଅଭିଯାନ ଏବଂ ଜନଧନ ଭଳି ଲୋକପ୍ରିୟ ଯୋଜନା ଗୁଡିକ ଜରିଆରେ ଲୋକଙ୍କ ପାଖକୁ ଯିବାକୁ ସରକାର ଚେଷ୍ଟା କରିଥିଲେ ମଧ୍ୟ ବେରୋଜଗାରୀ, କଳାଧନ, ନୋଟ ବନ୍ଦୀ, କାଶ୍ମୀର ମୁଦ୍ଦାକୁ ନେଇ ସରକାରଙ୍କୁ ଆଲୋଚନାର ଶରବ୍ୟ ହେବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri