‘ଆଜିର ପିଢ଼ି ଆଗାମୀଙ୍କ ପାଇଁ ପ୍ରେରଣାର ଉତ୍ସ ହୁଅନ୍ତୁ’

ଫୁଲବାଣୀ ଅଫିସ, ୪ା୨-କଳା, ସଂସ୍କୃତି, ଐତିହ୍ୟର ପରମ୍ପରାକୁ ନେଇ ଆମ ରାଜ୍ୟ ସ୍ବତନ୍ତ୍ର ା ଉତ୍ସବ ସମସ୍ତଙ୍କୁ ଏକାଠି ବାନ୍ଧି ରଖେ ା ମନକୁ ଉଲ୍ଲସିତ କରେ ା ସମାଜରେ ପରିବର୍ତ୍ତନ ଆଣିବା ପାଇଁ ଯୁବ ସମାଜର ପ୍ରୟାସ ଲୋଡ଼ା ା ଯୁବ ସମାଜ ସବୁ ବେଳେ ରୋଲ ମଡେଲ ା ବିଗତ ଦିନରେ ଯାହା ବି ହୋଇଛି ବା ଯେଉଁମାନେ ଆମ ଆଦର୍ଶ, ସେମାନେ ଯୁବକ ଅବସ୍ଥାରୁ କାର୍ଯ୍ୟ କରି ଅନ୍ୟମାନଙ୍କ ପାଇଁ ଆଦର୍ଶ ପାଲଟିଥିଲେ। ଆମେ ଆଜି ସେମାନଙ୍କ ଆଦର୍ଶକୁ ନେଇ ଆଗଉଛେ ା ତେଣୁ ଆଜିର ଯୁବ ପିଢ଼ି ଆଗାମୀ ଯୁବ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହୁଅନ୍ତୁ ବୋଲି କନ୍ଧମାଳ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ କ୍ରୀଡା, ଯୁବ ବ୍ୟାପାର, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରା ପ୍ରକାଶ କରିଛନ୍ତି। ସେହିପରି ଇସ୍ପାତ, ଖଣି ଏବଂ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟଅତିଥି ଭାବେ ଯୋଗଦେଇ ମହୋତ୍ସବ ଉପରେ ତାଙ୍କ ବକ୍ତବ୍ୟ ରଖିଥିଲେ ା ଜିଲା ପରିଷଦ ଅଧ୍ୟକ୍ଷା ଆକାଂକ୍ଷା ପ୍ରଧାନ ଉପସ୍ଥିତ ଥିଲେ ା
ଦ୍ୱିତୀୟ ଦିନରେ ଅତିଥିମାନେ ଠିକ୍‌ ସମୟରେ ଆସି ନ ଥିବାରୁ ସଭା କାର୍ଯ୍ୟ ହୋଇ ନ ଥିଲା ା ମନ୍ତ୍ରୀମାନେ ଭିନ୍ନ ସମୟରେ ଆସି ନିଜର ଅଭିଭାଷଣ ଦେଇଥିଲେ ା ଏହି ଅବସରରେ ସେମାନେ କିଛି ପ୍ରତିଭାଙ୍କୁୁ ସମ୍ବର୍ଦ୍ଧିତ କରିଥିଲେ ା ଆଇଏଏସ୍‌ ପ୍ରୋବେସନର ଡା.ଶୁଭଙ୍କର ମହାପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ା ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟରେ ଖୋର୍ଦ୍ଧାର ପାଇକ ନୃତ୍ୟ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲା ା ସେହିପରି ପୁରୁଲିଆ ଛଉ, କୋରାପୁଟର ଓ ରାୟଗଡ଼ାର ଲୋକନୃତ୍ୟ ଦର୍ଶକଙ୍କ ମନ ମୋହିଥିଲା। ପ୍ରଥମ ଦିନ ପରି ବିଭିନ୍ନ ଷ୍ଟଲରେ ପ୍ରବଳ ଜନଗହଳି ଲାଗି ରହିଛି ା ବ୍ୟବସାୟୀ, ସ୍ବୟଂ ସହାୟିକା ଗୋଷ୍ଠୀଗୁଡିକ ଭଲ ବ୍ୟବସାୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

ନିଜସ୍ବ ଗୃହକୁ ପ୍ରବେଶ କଲା ବଣିକ ସଙ୍ଘ: ସିମନବାଡ଼ିରେ ଗୃହ ପ୍ରତିଷ୍ଠା, ଉତ୍ସବ ସମ୍ପନ୍ନ

ଦାରିଙ୍ଗବାଡ଼ି,୧୫।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ସିମନବାଡ଼ି ମା’ ପାଟ୍ଟଖଣ୍ଡା ବଣିକ ସଙ୍ଘ ଶୁକ୍ରବାର ନିଜସ୍ବ ନୂତନ କୋଠାରେ ପ୍ରବେଶ କରିଛି। ଏହି ଅବସରରେ…

ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ, ଦାବିପତ୍ରରେ ଭୂମିହୀନଙ୍କୁ…

ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶୁକ୍ରବାର ଅଲ୍‌ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ…

ନିଶା ସେବନକୁ ବିରୋଧ କଲେ ପୁଅ, କୀଟନାଶକ ପିଇଦେଲେ ବାପା: ଆଉ ତା’ପରେ…

ଦାରିଙ୍ଗବାଡି, ୧୨।୫ (ଅରୁଣ ସାହୁ):ନିଶା ସେବନ କରି ଘରକୁ ଫେରିଥିଲେ ଜଣେ ବୃଦ୍ଧ। ଆଉ ନିଶା ସେବନକୁ ପୁଅ ବିରୋଧ କରିବାରୁ ବୃଦ୍ଧ ବାପା କୀଟନାଶକ ପିଇଦେଇ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri