Posted inଜାତୀୟ

ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ: ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୬।୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ। ଏହି ଅବସରରେ ନୂଆଦିଲ୍ଲୀରେ ଥିବା ତାଙ୍କ ସ୍ମୃତିସ୍ଥଳ ‘ସଦା ଅଟଳ’ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶୁକ୍ରବାର ସକାଳୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ସେହିପରି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଟୁଇଟରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ବାଜପେୟୀଙ୍କ ପ୍ରଥମ ପୁଣ୍ୟତିଥିରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ୨୦୧୮ ଅଗଷ୍ଟ ୧୬ରେ ନୂଆଦିଲ୍ଲୀସ୍ଥିତ ଏମ୍ସରେ ସା ୫ଟା ୫ରେ ଅଟଳ ବିହାରୀ ବାଜପେୟୀଙ୍କ ବିୟୋଗ ହୋଇଥିଲା। ତାଙ୍କ ଅସ୍ଥି ଭାରତର ୧୦୦ଟି ନଦୀରେ ବିସର୍ଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ହାରିଲେ: ଏବେ ଇସ୍ତଫା ଦେବେ କି ସିଦ୍ଧୁ?

ନୂଆଦିଲ୍ଲୀ, ୨୪।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଉତ୍ତର ପ୍ରଦେଶର ଆମେଠି ଲୋକ ସଭା ଆସନରୁ ହାରିଗଲେ, ଏବେ ଇସ୍ତଫା ଦେବେ କି ସିଦ୍ଧୁ? ଏହି...

ହିଜାବ ଆନ୍ଦୋଳନ ବେଳେ ମହିଳାଙ୍କୁ ମାଡ଼

ଗାଜିଆବାଦ,୧୬।୨: ହିଜାବ କଟକଣା ବିରୋଧରେ ଆନ୍ଦୋଳନ ବେଳେ ବୁର୍ଖା ପିନ୍ଧିଥିବା ମୁସଲିମ ମହିଳାଙ୍କୁ ପୋଲିସ କର୍ମୀ ଲାଠି ମାଡ଼ କରିଛନ୍ତି। ଉତ୍ତରପ୍ରଦେଶର ଗାଜିଆବାଦରେ ଘଟିଥିବା ଏହି...

ଗିରଫ ହେଲେ ପୂର୍ବତନ ଆଇପିଏସ୍ ଅମିତାଭ ଠାକୁର

ଲକ୍ଷ୍ନୌ,୨୭ ।୮: ପୂର୍ବତନ ଆଇପିଏସ୍ ଅମିତାଭ ଠାକୁରଙ୍କୁ ହଜରତଗଞ୍ଜ ପୋଲିସ ଗିରଫ କରିଛି । ତାଙ୍କ ବିରୋଧରେ ହଜରତଗଞ୍ଜ ଥାନାରେ ଶୁକ୍ରବାର ଏକ ମାମଲା ରୁଜୁ...

ଭାରତରେ ୧୭ କୋଟି ମୁସଲମାନଙ୍କ ପାଇଁ ପ୍ରାୟ ୭ ଲକ୍ଷ ମସଜିଦ୍‌, ୯୬ କୋଟି ହିନ୍ଦୁଙ୍କ ଲାଗି ୨୦ ଲକ୍ଷରୁ ଅଧିକ ମନ୍ଦିର…

ନୂଆଦିଲ୍ଲୀ, ୧୬।୫ : କାଶୀ, ମଥୁରା, ଦିଲ୍ଲୀ, ଆଗ୍ରା ଠାରୁ ମଧ୍ୟପ୍ରଦେଶର ଧାର ପର୍ଯ୍ୟନ୍ତ ମନ୍ଦିର-ମସଜିଦକୁ ନେଇ ବିବାଦ ଜାରି ରହିଛି। ହିନ୍ଦୁ ସଂଗଠନ ଦାବି...

ରାଜନୈତିକ ଦଳ ପାଇଁ ନୂଆ ନିୟମ

ନୂଆଦିଲ୍ଲୀ,୨ା୧(ଆଇଏଏନ୍‌ଏସ୍‌): ଦେଶର ରାଜନୈତିକ ଦଳଗୁଡ଼ିକ ପାଇଁ ବୁଧବାରଠାରୁ ନୂଆ ନିୟମ ଆରମ୍ଭ ହୋଇଛି। ଜନ ପ୍ରତିନିଧି ଆଇନ, ୧୯୫୧ ଅଧୀନରେ ପଞ୍ଜୀକୃତ ହେବାକୁ ଚାହୁଁଥିବା ଦଳଗୁଡ଼ିକୁ...

ଭାଜପାରେ ମିଶିଲେ ଜେଡିୟୁର ୬ ବିଧାୟକ

ପାଟନା,୨୫।୧୨-ନୀତିଶ କୁମାରଙ୍କ ଦଳ ଜନତା ଦଳ ୟୁନାଇଟେଡ (ଜେଡିୟୁ)କୁ ଲାଗିଛି ଶକ୍ତ ଝଟକା। ଦଳର ୬ ଜଣ ବିଧାୟକ ଭାଜପାରେ ସାମିଲ ହୋଇଛନ୍ତି। ଅରୁଣାଚଳ ପ୍ରଦେଶରେ...

ଜୀବନ ଦେଇଦେବି ପଛେ ପଶ୍ଚିମବଙ୍ଗର ବିଭାଜନ ହେବାକୁ ଦେବିନି, କହିଲେ ମମତା…

କୋଲକାତା, ୭।୬ : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ଅଧ୍ୟକ୍ଷା ମମତା ବାନାର୍ଜୀ ଭାଜପାକୁ ଟାର୍ଗେଟ କରଛନ୍ତି। ସେ କହିଛନ୍ତି ଯେ ମୁଁ...

୨୬ରେ କୃଷକ ସଂଗଠନର ଭାରତ ବନ୍ଦ

ନୂଆଦିଲ୍ଲୀ,୨୪।୩: କୃଷି ଆଇନ ବିରୋଧରେ ଆନ୍ଦୋଳନକୁ ଜୋର୍‌ଦାର କରିବା ଲାଗି ଆସନ୍ତା ୨୬ ତାରିଖ ଶୁକ୍ରବାର ଭାରତ ବନ୍ଦ କରାଯିବ। ଚାଷୀ ଆନ୍ଦୋଳନର ୪ ମାସ...

Advertisement
Archives

Model This Week