ଆଜି ଅପରାହ୍ନ ୨ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଗୁରୁବାର ଅପରାହ୍ନ ୨ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ ଜରିଆରେ ସେ ବାର୍ତ୍ତା ଦେବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ଟିକସ ଆଦାୟ କରିବେ କିନ୍ନର

ଭୁବନେଶ୍ୱର,୫ା୧(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଏମ୍‌ସିର ରାଜସ୍ବ ହାନି ହୋଇଛି। ବହୁ କୋଟି ଟଙ୍କାର ଟିକସ ବାବଦ ଅର୍ଥ ବକେୟା ପଡ଼ିଛି। ତେବେ ଏହି ରାଜସ୍ବ...

୧୪ରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି ୨୦୧୯’: ଅଂଶଗ୍ରହଣ କରିବେ ୩ ହଜାର ଶିକ୍ଷାର୍ଥୀ

ଭୁବନେଶ୍ୱର, ୧୨।୧୧:(ବ୍ୟୁରୋ): ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଆନୁକୂଲ୍ୟରେ ଆସନ୍ତା ୧୪ରୁ ତିନିଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୧୯’ ଆରମ୍ଭ ହେବ। ତିନିଦିନ ବ୍ୟାପୀ ଏହି...

ଉଚ୍ଛେଦ ପାଇଁ ସଜବାଜ

ଅନୁଗୋଳ ଅଫିସ, ୨୬।୭ ଅନୁଗୋଳ ସହର ରାଜା ଛକରୁ ଥାନା ଛକ ରାସ୍ତା ପାର୍ଶ୍ୱକୁ ଜବରଦଖଲ କରି ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କ ମଧ୍ୟରେ ପଶିଛି ଛନକା।...

୨୯ରୁ ବଢ଼ିବ ଶୀତ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଆସନ୍ତା ୩୧ ଯାଏ ରାଜ୍ୟରେ ପାଗ କୁହୁଡ଼ି ଓ ଶୀତୁଆ ରହିବ। ଆସନ୍ତା ୨୯ରେ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ...

ଆଶୀର୍ବାଦ ଯୋଜନା ପାଇଁ ଲାଞ୍ଚ

ନୟାଗଡ଼ ଅଫିସ,୨୭।୧୦: ଲାଞ୍ଚ ନ ଦେଲେ ଆଶୀର୍ବାଦ ଯୋଜନାରେ ନାମ ତାଲିକାଭୁକ୍ତ କରାଯାଉନାହିଁ। ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ୧ ହଜାର ଟଙ୍କା ନ ଦେଲେ ଦରଖାସ୍ତକୁ...

ଟ୍ରେନ୍‌ରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ରୂପ୍‌ସା, ୩ା୧(ଡି.ଏନ୍‌.ଏ.): ଜିଆର୍‌ପି ପୋଲିସ ବାଲେଶ୍ୱର ରେଳଷ୍ଟେଶନରେ ଶୁକ୍ରବାର ଡାଉନ୍‌ ହାଓ୍ବଡ଼ା-ଯଶବନ୍ତପୁର ସୁପରଫାଷ୍ଟ ଏକ୍ସପ୍ରେସ୍‌ରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ବୟସ ୬୫...

ପୂର୍ବତଟ ରେଳପଥର ଭିଜିଲାନ୍ସ ବୁଲେଟିନ୍‌ ଉନ୍ମୋଚିତ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ପୂର୍ବତଟ ରେଳପଥ ପକ୍ଷରୁ ଭିଜିଲାନ୍ସ ବୁଲେଟିନ ଉନ୍ମୋଚନ କରାଯାଇଛି। ଶୁକ୍ରବାର ଚନ୍ଦ୍ରଶେଖରପୁରସ୍ଥିତ ରେଳ ସଦନଠାରେ ଏକ...

ଭିଜିଲାନ୍ସ ଜାଲରେ ଅମିନ

ବାରିପଦା ଅଫିସ,୭।୬: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟର ଅମିନ ସୁମନ୍ତ ସାହୁ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର...

Advertisement
Archives

Model This Week