ଆଜି ଆର୍‌ବିଆଇ ବୋର୍ଡକୁ ଉଦ୍‌ବୋଧନ ଦେବେ ସୀତାରାମନ୍‌

ନୂଆଦିଲ୍ଲୀ,୮-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର ଏଠାରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ବୋର୍ଡ ବୈଠକରେ ଉଦ୍‌ବୋଧନ ଦେବେ। ବଜେଟ ଉପସ୍ଥାପନ ପରେ ଆର୍‌ବିଆଇ ସହ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ଏହା ଏକ ପରମ୍ପରାଗତ ବୈଠକ ହୋଇଥାଏ। ରାଜସ୍ବ ନିଅଣ୍ଟ କମ କରିବା ଲାଗି ନିଆଯାଇଥିବା ପଦକ୍ଷେପ ଏବଂ ସାଧାରଣ ବଜେଟର ଅନ୍ୟ ପ୍ରମୁଖ ବିନ୍ଦୁ ଉପରେ ସୀତାରାମନ୍‌ ସରକାରଙ୍କ ଆଭିମୁଖ୍ୟ ଜଣାଇବେ। ଉଲ୍ଲେଖଥାଉ କି, ଫେବୃୟାରୀରେ ଉପସ୍ଥାପିନ ଅନ୍ତରୀଣ ବଜେଟ ତୁଳନାରେ ସାଧାରଣ ବଜେଟରେ ୬ ହଜାର କୋଟି ଟଙ୍କାର ଅତିରିକ୍ତ ରାଜସ୍ବ ପ୍ରାପ୍ତି ସମ୍ପର୍କରେ ଉଲ୍ଲେଖ କରାଯାଇଛି। ଏହାଦ୍ୱାରା ସରକାରଙ୍କ ବିତ୍ତୀୟ ନିଅଣ୍ଟ ପରିମାଣ ଜିଡିପିର ୩.୩%ରେ ରହିବ ବୋଲି ବଜେଟରେ ଅନୁମାନ କରାଯାଇଛି। ଅନ୍ତରୀଣ ବଜେଟରେ ବିତ୍ତୀୟ ନିଅଣ୍ଟ ପରିମାଣ ୩.୪% ରହିବ ବୋଲି ଆକଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ହ୍ରାସ ରାଜ୍ୟକୁ ଚାପ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୫ : କେନ୍ଦ୍ର ସରକାର ଶନିବାର ରାତିରେ ପେଟ୍ରୋଲ୍‌ ଓ ଡିଜେଲ ଉପରୁ ଏକ୍ସାଇଜ ଡ୍ୟୁଟି (ଉତ୍ପାଦ ଶୁଳ୍କ) ଯଥାକ୍ରମେ ୮ଟଙ୍କା ଏବଂ ୭ଟଙ୍କା ହ୍ରାସ...

ଭଞ୍ଜନଗର ସହରରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୧।୯: ଗଞ୍ଜାମ ଜିଲାର ଭଞ୍ଜନଗର ସହରରେ ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ ହୋଇଯାଇଛି। ଏହା ଜରିଆରେ...

ଅର୍ଥ ବ୍ୟବସ୍ଥା ପାଇଁ ମନମୋହନଙ୍କ ୩ ମନ୍ତ୍ର

  ନୂଆଦିଲ୍ଲୀ,୧୧।୮: ମାନ୍ଦାବସ୍ଥା ସହ କରୋନା ଜନିତ ଲକ୍‌ଡାଉନ ପାଇଁ ଦେଶର ଅର୍ଥ ବ୍ୟବସ୍ଥା ଏକ ସଙ୍କଟ ସମୟ ଦେଇ ଗତି କରୁଛି। ଅବସ୍ଥାକୁ ସୁଧାରିବା...

ରୂପେ ସଫ୍ଟପିଓଏସ୍‌ ସମାଧାନ ଉନ୍ମୋଚନ

ନୂଆଦିଲ୍ଲୀ: ନ୍ୟାଶନାଲ୍‌ ପେମେଣ୍ଟ କର୍ପୋରେଶନ୍‌ ଅଫ୍‌ ଇଣ୍ଡିଆ (ଏନ୍‌ପିସିଆଇ) ପକ୍ଷରୁ ଏସ୍‌ବିଆଇ ପେମେଣ୍ଟସ ସହଯୋଗରେ ଭାରତର ନିୟୁତାଧିକ ମର୍ଚ୍ଚାଣ୍ଟଙ୍କ ପାଇଁ ରୂପେ ସଫ୍‌ଟପିଓଏସ୍‌କୁ ଉନ୍ମୋଚନ କରାଯାଇଛି।...

ଅଟୋ ଶିଳ୍ପରେ ଶୀଘ୍ର ଉନ୍ନତି ଆସିବ

ଗ୍ରାହକଙ୍କ ଚାହିଦାକୁ ଅଟୋ କମ୍ପାନୀଗୁଡିକ ସର୍ବଦା ଧ୍ୟାନରେ ରଖିଥାନ୍ତି। ବିଭିନ୍ନ କମ୍ପାନୀ ଏଥି ଲାଗି ବିଭିନ୍ନ ଯୋଜନା ସହ କାମ କରୁଛନ୍ତି। ଗ୍ରାହକଙ୍କ ନିକଟରେ ଅତି...

ପାଓ୍ବାର ଗ୍ରୀଡ୍‌-ଆଫ୍ରିକା୫୦ ମଧ୍ୟରେ ଚୁକ୍ତି

ନୂଆଦିଲ୍ଲୀ,୧୬।୧: ପାୱାର ଗ୍ରୀଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ପିଜିସିଆଇଏଲ୍‌) ହେଉଛି ଏକ ମହାରତ୍ନା ସିପିଏସ୍‌ୟୁ। ଏହା ଭାରତ ସରକାରଙ୍କ ଶକ୍ତି ମନ୍ତ୍ରଣାଳୟ ଅଧୀନରେ ରହିଛି। ନିକଟରେ...

ସଫଳ ଆଣ୍ଠୁ ପ୍ରତିରୋପଣ ଅସ୍ତ୍ରୋପଚାର

ଭୁବନେଶ୍ୱର,୨୫ା୨: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ଆମ୍ରି ହସ୍ପିଟାଲରେ ନିକଟରେ ଆଉ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ ଶେଷହୋଇଛି। ଏପରିକି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆମ୍ରି...

ପୁଞ୍ଜି ବଜାରରୁ ୩୨୦୭ କୋଟି କାଢି ନେଲେ ଏଫପିଆଇ

ମୁମ୍ବାଇ,୧୩।୫: ପୁଞ୍ଜି ବଜାରରୁ ଫରେନ ପୋର୍ଟଫୋଲିଓ ନିବେଶକମାନେ ୩୨୦୭ କୋଟି ଟଙ୍କା ପ୍ରତ୍ୟାହାର କରି ନେଇଛନ୍ତି। ଆମେରିକା ଏବଂ ଚାଇନା ମଧ୍ୟରେ ବ୍ୟବସାୟିକ ଯୁଦ୍ଧ ଯୋଗୁ...

Advertisement
Archives

Model This Week