Posted inଜାତୀୟ

ଆଜି ଇସ୍ତଫା ଦେଇପାରନ୍ତି ଚନ୍ଦ୍ରାବାବୁ

ହାଇଦ୍ରାବାଦ,୨୩।୫: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ଗୁରୁବାର ସୁଦ୍ଧା ନିଜ ପଦରୁ ଇସ୍ତଫା ଦେଇ ପାରନ୍ତି ବୋଲି ଅନୁମାନ କରାଯାଉଛି। କାରଣ ବିଧାନସଭା ଆସନ ପାଇଁ ଚାଲିଥିବା ଭୋଟ ଗଣତି ପ୍ରକ୍ରିୟାରେ ଏବେ ସୁଦ୍ଧା ଓ୍ବାଇଏସ୍‌ଆର୍‌ କଂଗ୍ରେସ ଦଳ ପାଖାପାଖି ୧୪୯ ଆସନରେ ଆଗୁଆ ଥିବା ବେଳେ ଏହା ବହୁମତ ହାସଲ କରିବ ବୋଲି ଅନୁମାନ କରାଯାଉଛି। ଏବେସୁଦ୍ଧା ଚନ୍ଦ୍ରାବାବୁ ନାଇଡୁଙ୍କ ଶାସିତ ଦଳ ଟିଡିପି ମାତ୍ର ୨୫ ଆସନରେ ଆଗୁଆ ଥିବା ବେଳେ ଜନସେନା ପାର୍ଟି ଗୋଟିଏ ଆସନରେ ଆଗରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦୋନ୍ନତି ପାଇଲେ ଟିନା ଡାବି: ଟୁଇଟ କରି ଦେଲେ ସୂଚନା

ଜୟପୁର, ୨୭।୧୧-୨୦୧୫ ମସିହାର ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଟପ୍ପର ଟିନା ଡାବିଙ୍କୁ ମିଳିଛି ପଦୋନ୍ନତି। ରାଜସ୍ଥାନ ସରକାର ତାଙ୍କୁ ଫାଇନାନ୍ସ (ଟ୍ୟାକ୍ସ) ଯୁଗ୍ମ ସଚିବ...

ନାବାଳିକାଙ୍କୁ ବଳାତ୍କାର, ହତ୍ୟା

ଭୋପାଳ,୧୦ା୬(ପି.ଟି./ ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ଆଲିଗଡ଼ ଓ ହମିରପୁର ପରେ ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ଘଟିଛି ଆଉ ଏକ ଲଜ୍ଜାଜନକ ଘଟଣା। ଭୋପାଳର କମଳାନଗରରେ ଜଣେ ନାବାଳିକାଙ୍କୁ...

ଫେବୃୟାରୀରେ ଭାରତ ଗସ୍ତରେ ଆସିପାରନ୍ତି ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୯।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବା ସମ୍ଭାବନା ରହିଛି। ଫେବୃୟାରୀ ୨୪ରୁ ୨୬ ମଧ୍ୟରେ ସେ ଗସ୍ତ...

ସପ୍ତାହ ମଧ୍ୟରେ ଲକ୍ଷେ ଟପିଲା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୨୪।୬: କରୋନା ମହାମାରୀ ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏବେ ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫...

ରାଜଧାନୀରେ ପୁଣି ଲାଗୁ ହେବ ଅଡ୍‌-ଇଭିନ୍‌ ନମ୍ବର: କେଜରିଓ୍ବାଲ

ନୂଆଦିଲ୍ଲୀ,୧୩।୯: ରାଜଧାନୀ ଦିଲ୍ଲୀରେ ପୁଣିଥରେ ଅଡ୍‌-ଇଭିନ୍‌ ନମ୍ବର ଲାଗୁ ହେବ ବୋଲି ଶୁକ୍ରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୂଚନା ଦେଇଛନ୍ତି। ଏହା ଆସନ୍ତା ନଭେମ୍ବର...

ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ୩୦ ହଜାର ଲୋକଙ୍କ ସହ ମିଶି କଲେ ଯୋଗ

ରାଞ୍ଚି, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଝାଡଖଣ୍ଡର ରାଜଧାନୀ ରାଞ୍ଚିରେ ଆୟୋଜିତ ହୋଇଥିବା ଏକ କାର୍ଯ୍ୟକ୍ରମରେ...

ଭାରତର ରାଷ୍ଟ୍ରପତିଙ୍କ ପାଇଁ ଆକାଶମାର୍ଗ ବନ୍ଦ କଲା ପାକିସ୍ତାନ

ନୂଆଦିଲ୍ଲୀ,୭।୯: ପାକିସ୍ତାନ ଭାରତ ବିରୋଧରେ ଆଉ ଏକ ଖେଳ ଖେଳିଛି। ପାକ୍‌ ବୈଦେଶିକମନ୍ତ୍ରୀ ଏମ୍‌ଏସ୍‌ କ୍ୟୁରେସି କହିଛନ୍ତି ପାକିସ୍ତାନ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଆକାଶ...

‘କଂଗ୍ରେସକୁ ବୁଡ଼ାଇବାକୁ ଆଉ କାହାର ଆବଶ୍ୟକତା ନାହିଁ, ରାହୁଲ-ପ୍ରିୟଙ୍କା ଯଥେଷ୍ଟ’

ଲକ୍ଷ୍ନୌ,୧୪।୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଏକ ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ତାଙ୍କ ସରକାରର ପିଠି ଥାପୁଡାଇ କଂଗ୍ରେସକୁ ତୀବ୍ର...

Advertisement
Archives

Model This Week