ଆଜି ଉତ୍କଳ ଦିବସ: ବାଲୁକାକଳାରେ ଓଡ଼ିଶାବାସୀଙ୍କୁ ସୁଦର୍ଶନଙ୍କ ଶୁଭେଚ୍ଛା

ପୁରୀ ଅଫିସ,୧।୪: ବାଲୁକାକଳାରେ ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ବାର୍ତ୍ତା ଦେଇଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ନିଜ ବାଲୁକାକଳା ଜରିଆରେ ସୁଦର୍ଶନ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ କରୋନା ମୁକାବିଲା ନେଇ ଏବେ ସବୁଆଡେ ଲକ୍‌ଡାଉନ୍‌ ସ୍ଥିତି ଥିବାରୁ ସମସ୍ତଙ୍କୁ ଘରେ ରହିବାକୁ ସେ ଅପିଲ କରିଛନ୍ତି। ଏହି ସମୟରେ ସମସ୍ତେ ଦୃଢ଼ ମନୋବଳ ରଖି କୋଭିଡ-୧୯ ବିରୋଧରେ ଲଢ଼ିବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କଲେ ସଚିବ

ଜୟପୁର,୨ା୫(ନି.ପ୍ର.): ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ନୋଡାଲ୍‌ ଅଫିସର୍‌ ତଥା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଅତିରିକ୍ତ ସଚିବ ରସିଦ୍‌ ଖାନ୍‌ ଶନିବାର ଜୟପୁରସ୍ଥିତ...

ଟିକା ନେବାର ୩ ଘଣ୍ଟା ପରେ ମହିଳାଙ୍କ ମୃତ୍ୟୁ

ଉମରକୋଟ,୨୨।୯(ସ୍ବ.ପ୍ର.): କରୋନା ଟିକା ନେବାର ୩ ଘଣ୍ଟା ପରେ ଜଣେ ଆଦିବାସୀ ମହିଳାଙ୍କ ମୃତ୍ୟୁ ହୋଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତକ ହେଲେ...

କ୍ରାଇମ୍‌ବ୍ରାଞ୍ଚ ଏଡିଜି ଭାବେ ଦାୟିତ୍ୱ ନେଲେ ଅରୁଣ ବୋଥ୍ରା

କଟକ ଅଫିସ, ୬ା୫- କ୍ରାଇମବ୍ରାଞ୍ଚ ଏଡିଜି ଭାବେ ୧୯୯୬ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଅରୁଣ ବୋଥ୍ରା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କଟକସ୍ଥିତ କ୍ରାଇମବ୍ରାଞ୍ଚ ମୁଖ୍ୟ...

ରାଜଧାନୀରେ ଶତାଧିକ ଚାଷୀ ଗିରଫ

ଭୁବନେଶ୍ୱର,୪ା୨(ବ୍ୟୁରୋ) : ନୟାଗଡ଼ ଚିନିକଳକୁ ପୁନଃ କାର୍ଯ୍ୟକ୍ଷମ ଓ ଚାଷୀଙ୍କ ବକେୟା ପ୍ରଦାନ ଦାବିରେ ଗତ ୩୦ତାରିଖରୁ ଆରମ୍ଭ ହୋଇଥିବା ବିଶାଳ ପଦଯାତ୍ରା ସୋମବାର ରାଜଧାନୀ...

ଜୀବନ-ଜୀବିକା ମଧ୍ୟରେ ସନ୍ତୁଳନ ଜରୁରୀ, କଣ୍ଟେନ୍‌ମେଣ୍ଟ ଜୋନ୍‌ ବ୍ୟତିତ ସବୁଠି ଚାଲିବ ଅର୍ଥନୈତିକ କାର୍ଯ୍ୟ: ଏସ୍‌ଆର୍‌ସି

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ସମ୍ପ୍ରତି ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏବେ ଏହାର ତୃତୀୟ ପର୍ଯ୍ୟାୟରେ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଏହି ଅବଧିକୁ...

ସୁମିତଙ୍କୁ ଖୋଜୁଛି ପୋଲିସ

ବ୍ରହ୍ମପୁର ଅଫିସ,୧୯ା୧୨: ନ୍ୟାୟ ପାଇଁ ତପସ୍ବିନୀ ଦାଶ ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗର ଦ୍ୱିତୀୟ ଲାଇନ୍‌ର ତାଙ୍କ ଶ୍ୱଶୁର ଘର ଆଗରେ ଧାରଣା ଜାରି...

ଝାଡ଼ଖଣ୍ଡୀ ହାତୀପଲଙ୍କ ଉତ୍ପାତ ଜାରି : ଭାଙ୍ଗିଲା ୬ ଘର, ୧ ଗାଈ ମୃତ

ସଜନାଗଡ଼, ୧୫ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ୪ଦିନ ହେଲା ଝାଡ଼ଖଣ୍ଡ ହାତୀପଲ ଉତ୍ପାତ ଚଳାଇଛନ୍ତି। ଏହି ପଲରେ ୨୮ଟି ହାତୀ ରହିଛନ୍ତି।...

ମାସ୍କ ପିନ୍ଧି ନ ଥିବା ୭୨ ଜଣଙ୍କଠାରୁ ୧୪ ହଜାରରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ,୨୮।୬: ଗଞ୍ଜାମ ଜିଲାର ୪ ଦିନିଆ ଶଟଡାଉନର ଦ୍ୱିତୀୟ ଦିନରେ ଅମାନିଆଙ୍କୁ ପୋଲିସ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କ ଠାରୁ ଜରିମାନା ଆଦାୟ...

Advertisement
Archives

Model This Week