ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାରଠାରୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶନିବାର ସା ୭ଟା ୩୦ରେ ସେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। ରବିବାର ପୂର୍ବାହ୍ନ ୯ଟା ୩୦ରେ ଖୋର୍ଦ୍ଧା ଗସ୍ତ କରିବେ। ବରୁଣେଇ ପାହାଡ଼ସ୍ଥଳରେ ପୂର୍ବାହ୍ନ ୧୦ଟା ୩୦ରେ ରାଷ୍ଟ୍ରପତି ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ କରିବା ସହ ସାଧାରଣ ସଭାରେ ଉଦ୍‌ବୋଧନ ଦେବେ। ସେଠାରୁ କାର୍ଯ୍ୟକ୍ରମ ସାରି ଅପରାହ୍ନ ୧୨ଟା ୪୦ରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି କାର୍ଯ୍ୟକ୍ରମରେ ଯୋଗଦେବେ। କାର୍ଯ୍ୟକ୍ରମ ସାରିବା ପରେ ରାଜଭବନକୁ ଆସି ଅପରାହ୍ନ ୫ଟାରେ ସେ ନୂଆଦିଲ୍ଲୀ ଅଭିମୁଖେ ବିମାନଯାତ୍ରା କରିବେ। ସେପଟେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏନେଇ ଶୁକ୍ରବାର ଉଭୟ ଭୁବନେଶ୍ୱର ଓ ବରୁଣେଇରେ କାର୍‌କେଡ୍‌ ରିହର୍ସାଲ କରାଯାଇଛି। ଏୟାରପୋର୍ଟ-ରାଜଭବନ, ରାଜଭବନ-ଖୋର୍ଦ୍ଧା, ଖୋର୍ଦ୍ଧା-ବାଣୀବିହାର ପର୍ଯ୍ୟନ୍ତ ମକ୍‌-ଡ୍ରିଲ୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri