ଆଜି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ରାଜ୍ୟର ୨୦ ସହରରେ ଶନିବାର ଅନୁଷ୍ଠିତ ହେବ। ୫୩ କେନ୍ଦ୍ରରେ ଦୁଇଟି ସିଟିଂରେ ଅଫ୍‌ଲାଇନ୍‌ ପରୀକ୍ଷା ହେବ। ଏଥିଲାଗି ୨୯ହଜାର ୯ଶହ ଛାତ୍ରୀଛାତ୍ର ପଞ୍ଜୀକରଣ କରିଛନ୍ତି। ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ଯାଏ ବି.ଫାର୍ମ ଏବଂ ସକାଳ ୯ଟାରୁ ପୂର୍ବାହ୍ନ ୧୦ଟା ଯାଏ ଆଇଏମ୍‌ବିଏ, ଲାଟେରାଲ୍‌ ଏଣ୍ଟ୍ରି ଟୁ ବି.ଫାର୍ମ ଓ ଲାଟେରାଲ୍‌ ଏଣ୍ଟ୍ରି ଟୁ ବି.ଟେକ୍‌ ପରୀକ୍ଷା ହେବ। ସେହିପରି ଦ୍ୱିତୀୟ ସିଟିଂ ଅପରାହ୍ନ ୨ଟାରୁ ୪ଟା ଯାଏ ଡିପ୍ଲୋମା ଛାତ୍ରୀଛାତ୍ରଙ୍କ ଲାଗି ଲାଟେରାଲ୍‌ ଏଣ୍ଟ୍ରି ଟୁ ବି.ଟେକ୍‌ ପରୀକ୍ଷା ଅନୁଷ୍ଠିତ ହେବ। ସୂଚନାଯୋଗ୍ୟ, ମେ ୧୨ରେ ଅଫ୍‌ଲାଇନ୍‌ ଓ ୧୩ରେ ଅନ୍‌ଲାଇନ୍‌ ଓଜେଇଇ ହେବାର ଥିଲା। କିନ୍ତୁ ବାତ୍ୟା ‘ଫନୀ’ ଯୋଗୁ ପରୀକ୍ଷା ଘୁଞ୍ଚାଯାଇଥିଲା। ତେବେ ଇଣ୍ଟରନେଟ୍‌ ସଂଯୋଗ ଠିକ୍‌ ହେବା ପରେ କେବେ ଅନ୍‌ଲାଇନ୍‌ ପରୀକ୍ଷା ହେବ, ତାହା ପରେ ସୂଚନା ଦିଆଯିବ ବୋଲି ଓଜେଇଇ ପକ୍ଷରୁ କୁହାଯାଇଛି। ଶନିବାର ହେବାକୁ ଥିବା ପରୀକ୍ଷା ପାଇଁ ଛାତ୍ରୀଛାତ୍ରଙ୍କ ପୁରୁଣା ଆଡ୍‌ମିଟ୍‌ କାର୍ଡ ବୈଧ ରହିବ ବୋଲି ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍, ଆରବିଆଇ ଜାରି କଲା….

ନୂଆଦିଲ୍ଲୀ,୧୭।୭: ଦେଶରେ ଖୁବ୍‌ଶୀଘ୍ର ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ହେବାକୁ ଯାଉଛି । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ମୁଦ୍ରା ବ୍ୟବସ୍ଥାରେ ଏହି ଗୁରୁତ୍ୱପୂର୍ଣ୍ଣ ଏବଂ ଆଧୁନିକ…

ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ

ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି।…

ଇରାନ ବିରୋଧରେ ଯୁଦ୍ଧରେ ଯୋଗଦେବ ପାକିସ୍ତାନ? ସାଉଦି ଆରବ ଉପରେ ହୁଥିଙ୍କ କ୍ଷେପଣାସ୍ତ୍ର ମାଡ଼ ପରେ ରାଗିଲା ଇସଲାମାବାଦ

ଇସଲାମାବାଦ,୧୭।୭: ଇରାନ ଏବଂ ଆମେରିକା ମଧ୍ୟରେ ଏକ ଚୁକ୍ତି ପାଇଁ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରୁଥିବା ପାକିସ୍ତାନ ଏବେ ନିଜକୁ ଏକ ସଂଘର୍ଷରେ ଫସାଇପାରେ। ୟେମେନର ହୁଥି…

ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ

ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍‌ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ…

IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…

କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ…

ବଡ଼ ଖୁଲାସା କଲେ ଆମିର ଖାନ୍‌: 3 idiots ସୋନମ ୱାଙ୍ଗଚୁକଙ୍କ ଉପରେ ଆଧାରିତ ନୁହେଁ, ଜାଣନ୍ତୁ କ’ଣ କହିଲେ…

ମୁମ୍ବାଇ: ଶିକ୍ଷାବିତ୍‌ ତଥା ସମାଜସେବୀ ସୋନମ ୱାଙ୍ଗଚୁକ ୨୦ ଦିନ ହେବ ଦିଲ୍ଲୀର ଯନ୍ତର ମନ୍ତରଠାରେ ଅନଶନରେ ବସିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ଓଜନ ମଧ୍ୟ…

ବଡ଼ ରେକର୍ଡ କଲେ ରୋହିତ-କୋହଲି ଯୋଡ଼ି: ୯୪ ବର୍ଷ ଦିନିକିଆ କ୍ରିକେଟ୍‌ ଇତିହାସରେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟର ଦୁଇ ମହାନ ଖେଳାଳି, ରୋହିତ ଶର୍ମା ଏବଂ ବିରାଟ କୋହଲି, ଅନ୍ତର୍ଜାତୀୟ କ୍ରିକେଟରେ ଏକ ଏପରି ସଫଳତା ହାସଲ କରିଛନ୍ତି ଯାହା ପ୍ରତ୍ୟେକ…

ଅବସର ନେବେ ନାହିଁ ରୋହିତ ଶର୍ମା! ‘ହିଟମ୍ୟାନ’ଙ୍କୁ ନେଇ ଏମିତି କହିଦେଲେ କୋଚ

ନୂଆଦିଲ୍ଲୀ,୧୭।୭: ଦ୍ୱିତୀୟ ଦିନିକିଆରେ ପୁଣି ଥରେ ବିଫଳ ହେବା ପରେ, ତୃତୀୟ ମ୍ୟାଚ ରୋହିତ ଶର୍ମାଙ୍କ ଶେଷ ହୋଇପାରେ ବୋଲି କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri