ଆଜି କନ୍ଧମାଳ ମହୋତ୍ସବ, ପଲ୍ଲିଶ୍ରୀ ମେଳା

ଫୁଲବାଣୀ ଅଫିସ୍‌,୨ା୨-କନ୍ଧମାଳ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୦ ରବିବାର ଉଦ୍‌ଘାଟନ ହେବ। କୋରନେଶନ ପଡିଆଠାରେ ଏହା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି। ମୋଟ ୧୩୪ ଷ୍ଟଲ କରାଯାଇଥିବାବେଳେ କନ୍ଧମାଳ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳର ଏସ୍‌ଏଚ୍‌ଜି ଗ୍ରୁପ୍‌ମାନେ ଉପତ୍ାଦିତ ସାମଗ୍ରୀ ଏଠାରେ ପ୍ରଦର୍ଶନ ଓ ବିକ୍ରି କରିବେ। ଏଥିସହ ଜିଲାର ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ପ୍ରଦର୍ଶିତ ହେବ। ପ୍ରତିଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ। କନ୍ଧମାଳ ସମେତ ରାଜ୍ୟର ବିଭିନ୍ନ ଜିଲାର ଲୋକନୃତ୍ୟ ଏବଂ ମହାରାଷ୍ଟ୍ରର ଲବଣି, ରାଜସ୍ଥାନର ଚକ୍ରି, ପୁରୁଲିଆର ଛଉ, ଆସାମର ବିହୁ ନୃତ୍ୟ ପରିବେଷଣ ହେବ। ଏଥିସହ ୪ତାରିଖରେ ସିନେ ତାରାକାମାନଙ୍କୁ ନେଇ ସାଂସ୍କୃତିକ ସନ୍ଧ୍ୟା ଅନୁଷ୍ଠିତ ହେବ। ରବିବାର ମହୋତ୍ସବକୁ ଏମ୍‌ପି ଅଚ୍ୟୁତ ସାମନ୍ତ ଉଦ୍‌ଘାଟନ କରିବାକୁ ଥିବାବେଳେ ବିଭିନ୍ନ ସନ୍ଧ୍ୟାରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ତୁଷାରକାନ୍ତି ବେହେରା, ଜଗନ୍ନାଥ ସାରକା, ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ବାଲିଗୁଡା ବିଧାୟକ ଚକ୍ରମଣି କହଁର, ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ଜିଲା ପରିଷଦ ଅଧ୍ୟକ୍ଷା ଆକାଂକ୍ଷା ପ୍ରଧାନ, ଆନ୍ତର୍ଜାତିକ କ୍ରୀଡାବିତ୍‌ ଦୂତୀ ଚାନ୍ଦ ପ୍ରମୁଖ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ସରକାରୀ ଆଇଟିଆଇରେ ସିଟ ସଂଖ୍ୟା ସୀମିତ:ବହୁ ଛାତ୍ରୀଛାତ୍ର ହେଉଛନ୍ତି ଶିକ୍ଷାରୁ ବଞ୍ଚିତ

ଦାରିଙ୍ଗବାଡି, ୨୯।୫ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଶିଳ୍ପ ନ ଥିଲେ ମଧ୍ୟ ବହୁ ଛାତ୍ରୀଛାତ୍ର ଏବେ ନିଜ ଦକ୍ଷତା ବୃଦ୍ଧି ଓ ସ୍ବରୋଜଗାର ପାଇଁ ସରକାରୀ ଆଇଟିଆଇରେ…

ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରୋଗୀ: ସେବା ପାଇଁ ଆଗେଇ ଆସିଲେ ୩ ଯୁବକ, ସାଉଁଟୁଛନ୍ତି ପ୍ରଶଂସା

ଦାରିଙ୍ଗବାଡି,୨୯।୫(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏବେ ପ୍ରଚଣ୍ଡ ଖରା ସାଙ୍ଗକୁ ଗରମ ଗୁଳୁଗୁଳି ଜାରି ରହିଛି। ଗତ ୨ ଦିନ ହେଲା କାଳ ବୈଶାଖୀର…

ଦାରିଙ୍ଗବାଡ଼ିରେ ଫେଲ୍‌ ମାରୁଛି ଶିଶୁ ସୁରକ୍ଷା ଅଭିଯାନ, ଟାଣଖରାରେ ଖଟୁଛନ୍ତି ଶିଶୁଶ୍ରମିକ

ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶିଶୁଶ୍ରମିକ ନିରୋଧ ଯୋଜନା ଫେଲ୍‌ ମାରୁଛି। ପ୍ରତି ମାସରେ ଏନେଇ ଟାସ୍କ ଫୋର୍ସର ଘନଘନ ବୈଠକ ସତ୍ତ୍ୱେ…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ-୨୦୨୬: ଜିଲା ପ୍ରଶିକ୍ଷଣ ବର୍ଗରେ ଯୋଗଦେଲେ ମନ୍ତ୍ରୀ

ଦାରିଙ୍ଗବାଡି, ୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା ରେସିଡେନ୍ସୀ ପରିସର ମଧ୍ୟରେ ଭାଜପା ପକ୍ଷରୁ ୨ ଦିନିଆ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ -୨୦୨୬…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri