ଆଜି ‘କଶ୍ମୀର ଆଓ୍ବାର୍‌’ ପାଳିବ ପାକିସ୍ତାନ

ଇସ୍‌ଲାମାବାଦ, ୩୦-୮(ପି.ଟି.): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ଆହ୍ବାନକ୍ରମେ ସେଠାରେ ଶୁକ୍ରବାର ‘କଶ୍ମୀର ଆଓ୍ବାର୍‌’ ପାଳନ କରାଯିବ। ପାକିସ୍ତାନର ଖେଳାଳି, କଳାକାର ଓ ବିଭିନ୍ନ ବର୍ଗର ଲୋକ ମଧ୍ୟାହ୍ନ ୧୨ରୁ ୩ ମିନିଟ୍‌ ଲାଗି ଛିଡ଼ାହୋଇ କଶ୍ମୀରବାସୀଙ୍କ ଲାଗି ଏକ ହେବା ପାଇଁ ଇମ୍ରାନ୍‌ ଅନୁରୋଧ କରିଛନ୍ତି। କଶ୍ମୀରବାସୀଙ୍କ ସପକ୍ଷରେ ପାକିସ୍ତାନରେ ରହିଥିବା ସେ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷଙ୍କୁ ବଳାତ୍କାର କରୁଛନ୍ତି ରୁଷୀୟ ସୈନ୍ୟ

ବ୍ରସେଲ୍ସ, ୫ା୫: ୟୁକ୍ରେନ୍‌ ଦଖଲ ପାଇଁ ଯାଇଥିବା ରୁଷୀୟ ସୈନ୍ୟଙ୍କ ଅମାନବୀୟ ଓ ବର୍ବର କାଣ୍ଡର ତାଲିକା ଲମ୍ବିଚାଲିଛି। ସାମରିକ ଅଭିଯାନ ନାଁରେ ୨ ମାସରୁ...

ଜାପାନରେ ଅଣ୍ଡା ଅଭାବ, ଖାଇବାକୁ ମିଳୁନି ବର୍ଗର…

ଟୋକିଓ,୧୧।୩ : ଅତୀତରେ ବ୍ରିଟେନ, ଉତ୍ତର କୋରିଆ, ଫିଲିପାଇନ୍ସ ଭଳି ଦେଶରେ ଖାଦ୍ୟ ସଙ୍କଟ ଖବର ଆସିଥିଲା। ବ୍ରିଟେନରେ ପରିସ୍ଥିତି ଏପରି ହୋଇଥିଲା ଯେ ସେଠାରେ...

ଦକ୍ଷିଣ ଆଫ୍ରିକାରେ ଅଜଣା ବନ୍ଧୁକଧାରୀଙ୍କ ଗୁଳିମାଡ଼,୮ ମୃତ…

କେପଟାଉନ,୩୦।୧ : ଦକ୍ଷିଣ ଆଫ୍ରିକାର ପୂର୍ବ କେପର କ୍ୱାଜାଚେଲେ ସହରରେ ଜଣେ ଅଜଣା ବନ୍ଧୁକଧାରୀଙ୍କ ଆଖିବୁଜା ଗୁଳିମାଡ଼ରେ ଆଠ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୪...

ଜରିମାନା ଦେଲେ ପ୍ରଧାନମନ୍ତ୍ରୀ

ନରଓ୍ବେ ପ୍ରଧାନମନ୍ତ୍ରୀ ଏର୍ନା ସୋଲବର୍ଗ କୋଭିଡ୍‌-୧୯ ନିୟମ ଭାଙ୍ଗି ଜରିମାନା ଦେଇଛନ୍ତି। ତାଙ୍କ ଜନ୍ମଦିନ ପାଳନ ପାଇଁ ଏକ ପାରିବାରିକ ଉତ୍ସବର ଆୟୋଜନ କରାଯାଇଥିଲା। ସେଠାରେ...

ହାମାମାତସୁ ଏୟାର ବେସ୍‌ ବୁଲିଲେ ରାଜନାଥ

ଟୋକିଓ,୩।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଜାପାନ ଗସ୍ତରେ ଅଛନ୍ତି। ମଙ୍ଗଳବାର ସେଠାରେ ସେ ହାମାମାସତୁ ଏୟାର୍‌ ବେସ୍‌ ବୁଲି ଦେଖିଛନ୍ତି। ଏହି ସମୟରେ ସେ...

ଆମେରିକାରେ ୪୦ ଭାରତୀୟଙ୍କ ମୃତ୍ୟୁ ହେଲାଣି

ଓ୍ବାଶିଂଟନ,୧୨।୪: ଆମେରିକା କୋଭିଡ୍‌-୧୯ ସଂକ୍ରମଣର ବିଶ୍ୱ ହଟ୍‌ସ୍ପଟରେ ପରିଣତ ହୋଇଛି। ଏଠାରେ କରୋନା ସଂକ୍ରମଣରେ ୪୦ରୁ ଊର୍ଦ୍ଧ୍ୱ ଭାରତୀୟ ନାଗରିକ ତଥା ଭାରତୀୟ-ଆମେରିକୀୟଙ୍କର ମୃତ୍ୟୁ ଘଟିଲାଣି।...

ଆଖିରେ ଲୁହ-ମନରେ କୋହ, ମାତୃଭୂମିର ସୁରକ୍ଷା ପାଇଁ ଅସ୍ତ୍ର ଧରୁଛନ୍ତି ୟୁକ୍ରେନ୍‌ର ସାଧାରଣ ନାଗରିକ…

କ୍ୱିଭ୍‌,୨୮।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ୫ ଦିନ ଧରି ରକ୍ତାକ୍ତ ଯୁଦ୍ଧ ଜାରି ରହିଛି। ରୁଷିଆ ସୈନ୍ୟ ୟୁକ୍ରେନ୍‌ ରାଜଧାନୀ କ୍ୱିଭ୍‌ ଦଖଲ...

ଚାଇନା ନୁହେଁ ୟୁରୋପରୁ ଆରମ୍ଭ ହୋଇଥିଲା କରୋନା ସଂକ୍ରମଣ !

ବେଜିଂ, ୨।୬: ଚାଇନାର ଉହାନ ସହର କରୋନାର ଏନ୍ତୁଡ଼ିଶାଳ ବୋଲି କୁହାଯାଉଥିଲା। ୨୦୧୯ ଡିସେମ୍ବର ୩୧ରେ ଚାଇନା ସରକାର କରୋନା ସଂକ୍ରମଣ ସମ୍ପର୍କରେ ଜଣାଇଥିଲେ। ତେବେ...

Advertisement
Archives

Model This Week