ଆଜି ଖାରବେଳ ଭବନ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୮(ବ୍ୟୁରୋ):ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଓ୍ବାର ହାଉସ ଛକଠାରେ ନବନିର୍ମିତ ଖାରବେଳ ଭବନର ଉଦ୍‌ଘାଟନ କରିବେ। ଏହା ଦ୍ୱିତୀୟ ଲୋକସେବା ଭବନ ଭାବେ କାର୍ଯ୍ୟ କରିବ। ଉଦ୍‌ଘାଟନର ସପ୍ତାହେ ମଧ୍ୟରେ ସରକାରଙ୍କ ୧୧ଟି ବିଭାଗ ସମ୍ପୂର୍ଣ୍ଣ ଖାରବେଳ ଭବନକୁ ଉଠି ଆସିବ ବୋଲି ସୂଚନା ମିଳିଛି। ୯ ମହଲା ବିଶିଷ୍ଟ ଏହି କୋଠାର ୮ ମହଲା ପର୍ଯ୍ୟନ୍ତ କାମ ଶେଷ ହୋଇଛି। ଅଷ୍ଟମ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ରକୋଷ୍ଠ ନିର୍ମାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଟ୍‌ ବେଳେ ପହଞ୍ଚିଗଲା ପୋଲିସ; ଟଙ୍କା, ସୁନା, ବାଇକ୍‌ ଛାଡ଼ି ପଳାଇଲେ ଲୁଟେରା

ଟିଟିଲାଗଡ଼, ୨୬।୪: ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଲୁଟ୍‌ପାଟ୍‌ ବଢି ଚାଲିଛି। ସୋମବାର ଟଙ୍କା, ସୁନା ଲୁଟିବା ବେଳେ ଲୁଟେରା ପାଟ୍ରୋଲିଂ କରୁଥିବା ପୋଲିସ ସହ...

ପ୍ରସ୍ତୁତ ରହିବାକୁ ଜିଲାପାଳଙ୍କୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ୍‌ ଉପରକୁ ଉଠିଯାଉଛି।...

ପରୀକ୍ଷାର୍ଥୀଙ୍କ ପାଇଁ ସ୍ବତନ୍ତ୍ର ଟ୍ରେନର ଯୋଜନା

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ଭୁବନେଶ୍ୱର ସ୍ଥିତ ୧୨୦ ଇନଫାଣ୍ଟରି ବାଟାଲିଅନରେ ଚାଲିଥିବା ଟେରିଟୋରିଆଲ ଆର୍ମି ପରୀକ୍ଷାରେ ଗୁରୁବାର ପାଇଁ ସ୍ବତନ୍ତ୍ର ଟ୍ରେନ ଯୋଜନା କରାଯାଉଛି। ଗୁରୁବାର ପରୀକ୍ଷା ପାଇଁ...

ପଞ୍ଚାୟତରେ ଆଇସୋଲେଶନ ସେଣ୍ଟର

ପୁରୀ ଅଫିସ,୨୬ା୩: କରୋନା ମୁକାବିଲା ପାଇଁ ପୁରୀ ଜିଲା ପ୍ରଶାସନ ଜୋର୍‌ଦାର ଉଦ୍ୟମ ଜାରି ରଖିଛି। ଜିଲାର ୧୧ଟି ବ୍ଲକର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ...

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା

ବନ୍ତ, ୩୦।୫(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଆଗରପଡା ଥାନା ଅଞ୍ଚଳର ଜଣେ ଯୁବକ ବିବାହ ପ୍ରତିଶ୍ରୁତ ଦେଇ ଶାରିରୀକ ସମ୍ପର୍କ ରଖିବା...

ଧରାପଡ଼ିଲେ ବଳାତ୍କାରୀ

ବଡବିଲ,୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଝୁମ୍ପୁଡି ହଟିଂ ଅଞ୍ଚଳର ଜଣେ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ...

ଏକତ୍ରିତ ହୋଇ ନିଜ ଅଧିକାର ପାଇଁ ଲଢେଇ କରିବା ଦରକାର: ଡମ, ଗଣା ସମାଜର ନୂଆଁଖାଇ ଭେଟ୍‌ଘାଟ୍‌

ନୂଆପଡା ଅଫିସ/ତରବୋଡ,୧।୧୦(ଡି.ଏନ.ଏ.) ସମାଜରେ ଶିକ୍ଷାର ଆବଶ୍ୟକତା ରହିଛି । ଶିକ୍ଷିତ ହୋଇ ସଙ୍ଗଠିତ ହେବା। ଏକତ୍ରିତ ହୋଇ ନିଜର ସାମ୍ବିଧାନିକ ଅଧିକାର ପ୍ରତି ସଜାଗ ହୋଇ...

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଲୋକସେବା ଭବନ ଉଦ୍ୟାନ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଲୋକସେବା ଭବନ ଉଦ୍ୟାନ ଶନିବାରଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲା ହେବ। ଶୀତଦିନିଆ ଫୁଲର ସମ୍ଭାରରେ ଲୋକସେବା ଭବନ ଉଦ୍ୟାନ ଅତ୍ୟନ୍ତ ମନୋରମ ରୂପ...

Advertisement
Archives

Model This Week