ଆଜି ଖୋଲାଯିବ ରେଙ୍ଗାଳି ଗେଟ୍‌

କଣିହାଁ,୧୫।୯(ଡି.ଏନ.ଏ.) – କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍‌ରେ ଜଳସ୍ତର ବୃଦ୍ଧି ପାଇଥିବାରୁ ରବିବାର ପୂର୍ବାହ୍ନ ୯ଟାରେ ଗୋଟିଏ ଗେଟ ଖୋଲାଯିବ ବୋଲି ଡ୍ୟାମ୍‌ ନିର୍ବାହୀ ଅଧିକାରୀ ଅଜିତ କୁମାର ଜେନା ଗଣମାଧ୍ୟମକୁ ଜଣାଇଛନ୍ତି। ଜେନା କହିଛନ୍ତି, ଶନିବାର ରାତି ୯ଟା ସୁଦ୍ଧା ନଦୀ ବନ୍ଧକୁ ୧୪୪୪.୭୮ ଘନ ମିଟର ଜଳ ପ୍ରବେଶ କରୁଛି। ବିଦ୍ୟୁତ୍‌ ଉତ୍ପାଦନକୁ ନେଇ ପ୍ରତି ସେକେଣ୍ଡରେ ପାଓ୍ବାର ହାଉସରୁ ୫୩୩.୬୦ ଘନ ମିଟର ଜଳ ନିଷ୍କାସନ ହେଉଛି। ଡ୍ୟାମ୍‌ର ଜଳଧାରଣା କ୍ଷମତା ୧୨୩.୫୦ ମିଟର ଥିବାବେଳେ ଜଳସ୍ତର ୧୨୩.୧୬ ମିଟରରେ ପହଞ୍ଚିଛି। ତେଣୁ ୨ୟ ଥର ପାଇଁ ୭ନଂ. ଗେଟ ରବିବାର ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯିବ। ଗତ ୮ ତାରିଖରେ ଗୋଟିଏ ଗେଟ୍‌ ଖୋଲାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳି ଚୟନରେ ପକ୍ଷପାତିତା ଅଭିଯୋଗ

ଅନୁଗୋଳ ଅଫିସ, ୧୫।୩: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ (ଓସିଏ) ପକ୍ଷରୁ କଳାହାଣ୍ଡି କପ୍‌ ପାଇଁ ଜିଲାସ୍ତରୀୟ ଖେଳାଳି ଚୟନ ପ୍ରକ୍ରିୟା ବେଳେ ଅନୁଗୋଳ ଜିଲା କ୍ରିକେଟ୍‌...

ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ବଇଣ୍ଡା,୯।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଜାମ୍ବୁନାଳୀ, ଅଶ୍ରୁବାହାଳ, ନାଗାଝରଣ, ଗୋଳାସର, ମଧପୁର ଆଦି ଗ୍ରାମ ଗୁଡ଼ିକରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ହାତୀମାନେ...

ରାଶନରେ ଅନିୟମିତତା ଅଭିଯୋଗ

ବଇଣ୍ଡା,୨୯।୩(ଡି.ଏନ.ଏ.) ରାଶନ ଚାଉଳ ଓଜନରେ ଅନିୟମିତତା କରାଯାଉଥିବା ନେଇ ଆଠମଲ୍ଲିକ ବ୍ଲକ କୃତ୍ତିବାସପୁର ପଞ୍ଚାୟତ ତିଳେଶ୍ୱର ଗ୍ରାମର କେତେଜଣ ହିତାଧିକାରୀ ସୋମବାର ଜିଲାପାଳଙ୍କ ନିକଟରେ ଅଭିଯୋଗ...

ସରକାରୀ କର୍ମଚାରୀ ମାନ୍ୟତା, ବକେୟା ପ୍ରଦାନ ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ପାଚିକା-ସହାୟିକା

ଅନୁଗୋଳ ଅଫିସ, ୩।୧୧ – ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନା କାର୍ଯ୍ୟକରୀ କରିବାକୁ ନିୟୋଜିତ ପାଚିକା-ସହାୟିକାମାନଙ୍କୁ ନିୟମିତ ସରକାରୀ କର୍ମଚାରୀର ମାନ୍ୟତା, ବକେୟା ପାରିଶ୍ରମିକ...

ବେଦମନ୍ତ୍ରରେ କମ୍ପୁଛି ପୂଜାସ୍ଥଳ

ଅନୁଗୋଳ ଅଫିସ/ବଅଁରପାଳ/ବଇଣ୍ଡା, ୧୫ା୧୦ ଅନୁଗୋଳ ସହରରେ ମା’ ଲକ୍ଷ୍ମୀଙ୍କ ପୂଜା ରବିବାର ରାତିରୁ ଆରମ୍ଭ ହୋଇଛି। ସୋମବାର ସନ୍ଧ୍ୟାରେ ବିଭିନ୍ନ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଥିଲା।...

ବର୍ଷା ହେଲେ ବିଜୁଳି ସେବା ବନ୍ଦ

ବଇଣ୍ଡା,୨୨।୬(ଡି.ଏନ.ଏ.)-ସାମାନ୍ୟ ବର୍ଷା ହେଲେ ଘଣ୍ଟା ଘଣ୍ଟା ଧରି ବିଜୁଳି ସେବା ବନ୍ଦ କରି ଦିଆଯାଉଛି। ଫଳରେ କିଶୋରନଗର ବ୍ଲକ ଅଙ୍ଗପଡ଼ା, ତୁରୁଡ଼ା, ଆଡ଼ିକଟା, ନତଡ଼ା, ଢଡରପାଳ...

ମହାବୀର ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ

ବନ୍ତଳା,୨୨।୬(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ବାଘ ବଂଶ ବୃଦ୍ଧି ନିମନ୍ତେ ମଧ୍ୟପ୍ରଦେଶର କାହ୍ନା ବ୍ୟାଘ୍ର ପ୍ରକଳ୍ପରୁ ଅଣାଯାଇଥିବା ମହାବଳ ମହାବୀରର ଗତ ନଭେମ୍ବର...

କଚ୍ଛପ ଗତିରେ ଚାଲିଛି ଟିକିରା ସେତୁ ନିର୍ମାଣ : ୧୫ ମାସରେ ୧୦ ପ୍ରତିଶତ କାର୍ଯ୍ୟ

ତାଳଚେର, ୧୮ା୭(ନି.ପ୍ର.) – କଣିହଁ। ବ୍ଲକର ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତବାସୀଙ୍କ ଲାଇଫ୍‌ ଲାଇନ କୁହାଯାଉଥିବା ଟିକରା ସେତୁ କାର୍ଯ୍ୟ କଚ୍ଛପ ଗତିରେ ଚାଲିଛି। ନିର୍ମାଣ ଦାୟିତ୍ୱ...

Advertisement
Archives

Model This Week