ଆଜି ଛାଡ଼ଖାଇ: ଆମିଷ ବଜାରରେ ପ୍ରବଳ ଭିଡ

ଭୁବନେଶ୍ୱର,୧୩।୧୧: ଆଜି ରାଜ୍ୟରେ ଛାଡଖାଇ ପାଳନ କରାଯାଉଛି। ଗତ ଏକ ମାସ ହେବ ନିରାମିଷ ଭୋଜନ କରିଥିବା ଲୋକେ ଆଜି ଆମିଷ ଖାଇବେ। ଏନେଇ ଆମିଷ ବଜାରରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଆଜି ବୁଧବାର ଥିବାରୁ ଭୋରରୁ ମାାଛ, ମାଂସ ଦୋକାନରେ ଲମ୍ବା ଲାଇନ୍‌ ଲାଗିଛି। ଆଉ ଗ୍ରାହକଙ୍କ ଉତ୍ସାହକୁ ଦେଖି ଆମିଷ ବଜାରରେ ମଧ୍ୟ ବିଭିନ୍ନ ଭେରାଇଟ୍‌ର ମାଛ ମିଳୁଛି। ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ମାକେର୍ଟରେ ଆମିଷର ଚାହିଦା ଦେଖି ଦର ବି କିଛିଟା ଅଧିକ ରହିଛି। ଭୁବନେଶ୍ୱରର ୟୁନିଟ ୪ ମାଛ ବଜାର, ଡମଣା, ଚନ୍ଦ୍ରଶେଖରପୁର, ରସୁଲଗଡ ଭଳି ବିଭିନ୍ନ ବଜାରରେ ମାଛ କିଣିବାକୁ ଲୋକଙ୍କ ଭିଡ ଦେଖିବାକୁ ମିଳିଛି। ସେହିପରି କଟକ, ବ୍ରହ୍ମପୁର, ବାଲେଶ୍ୱର, ସମ୍ବଲପୁର, ରାଉରକେଲା, ଜୟପୁର ଭଳି ସହରରେ ଆମିଷ ମାର୍କେଟରେ ଲୋକଙ୍କ ଗହଳି ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ ରକ୍ଷା ପାଇଁ ବିଜେଡି, ଭାଜପା ତତ୍ପର

କେନ୍ଦ୍ରାପଡ଼ା ଅଫିସ,୧୮ା୨: କେନ୍ଦ୍ରାପଡ଼ା ଜିଲାର ରାଜକନିକା ଓ ମାର୍ଶାଘାଇ ବ୍ଲକ ଅଞ୍ଚଳରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶୁକ୍ରବାର ଅନୁଷ୍ଠିତ ହେବ।...

ଓଡ଼ିଶା ହସ୍ତତନ୍ତ, ହସ୍ତଶିଳ୍ପ ଉନ୍ନୟନ, ବିକାଶ ପରିଷଦ ପୁନର୍ଗଠିତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଏବଂ ବିକାଶ ପରିଷଦ ପୁନର୍ଗଠିତ ହୋଇଛି। ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ପୁନର୍ଗଠିତ ହୋଇଥିବା ଏହି ପରିଷଦରେ...

ଫାଇଲ ଭିତରେ ଚପିଯାଇଛି ମୌଳିକ ଦାବି

ବେଗୁନିଆ,୨।୨(ଡି.ଏନ୍‌.ଏ.): ସରକାରୀ ଯୋଜନାକୁ ଲୋକାଭିମୁଖୀ କରିବା ସହ ସାଧାରଣ ଲୋକଙ୍କ ବିକାଶଧାରାକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାରଙ୍କ ମହତ୍‌ ଉଦ୍ଦେଶ୍ୟଟି ସାଧିତ ହୋଇପାରୁ ନାହିଁ।...

ପ୍ରେମିକାଙ୍କ ଘରକୁ ଡାକି ପ୍ରେମିକଙ୍କୁ ପିଟିଲେ

ଭଦ୍ରକ ଅଫିସ, ୨୪।୧୨- ପ୍ରେମ କରି ମନ୍ଦିରରେ ବିବାହ କରିଥିଲେ। କିନ୍ତୁ ପ୍ରତାରଣା ଦେଲେ ପ୍ରେମିକା। ଘରକୁ ଡକାଇ ପରିବାର ବର୍ଗଙ୍କ ହାତରେ ଧରା ପକାଇ...

ହସ୍ପିଟାଲରେ ମିହର ଦାସ

ଭୁବନେଶ୍ୱର,୯।୧୨: ଭେଟେରାନ ଓଡ଼ିଆ ଫିଲ୍ମ ଅଭିନେତା ମିହର ଦାସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ସେ କୀଡନି ଜନିତ ରୋଗରେ ଆକ୍ରାନ୍ତା ଥିଲେ।...

ବୈଠକରେ ସୀମିତ ସଡ଼କ ସୁରକ୍ଷା: ରାଜପଥ କଡ଼ ପାଲଟିଛି ପାର୍କିଂସ୍ଥଳୀ

ନୟାଗଡ଼ ଅଫିସ,୧୨।୯: ନୟାଗଡ଼ ସହରରେ ସଡ଼କ ସୁରକ୍ଷା ଯୋଜନା ପ୍ରହସନ ପାଲଟିଛି। ସହର ମଧ୍ୟ ଦେଇ ଜାତୀୟ ରାଜପଥ-୫୭ ଓ ରାଜ୍ୟ ରାଜପଥ-୨୧ ଯାଇଥିବା ବେଳେ...

୬ ବର୍ଷ ପରେ ଗୋଡ଼ରୁ ଫିଟିଲା ଶିକୁଳି

ଗୋପ,୧୩।୩(ଡି.ଏନ୍‌.ଏ.): ଦୀର୍ଘ ୬ବର୍ଷ ପରେ ପୁରୀ ଜିଲା ଗୋପ ବ୍ଲକର ଆକାଶ କାଣ୍ଡି(୭)ଙ୍କ ଗୋଡ଼ରେ ପଡ଼ିଥିତ୍ବା ଲୁହା ଶିକୁଳି ଫିଟିଛି। ଏବେ ଆକାଶ ସ୍କୁଲକୁ ପାଠ...

ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣା: ବନ୍ଧାହେଲେ ସୁରେଶଙ୍କ ସମେତ ୬

ଭୁବନେଶ୍ୱର,୮।୨(ବ୍ୟୁରୋ): ସରକାରୀ ପ୍ରତିଷ୍ଠାନରେ ସେକ୍ସ ର଼୍ୟାକେଟ ଚଳାଥିଲେ ସରକାରୀ ବାବୁ। ସମ୍ପୃକ୍ତ ଥିଲେ ଅଫିସରଙ୍କ ସମେତ କର୍ମଚାରୀ ଓ ଦଲାଲ। ଭୁବନେଶ୍ୱର ପଳାସପଲ୍ଲୀସ୍ଥିତ ନିଖିଳ ଉତ୍କଳ...

Advertisement
Archives

Model This Week