ଆଜି ଜାଗର: ଚଳଚଞ୍ଚଳ କପିଳାସ

ଢେଙ୍କାନାଳ ଅଫିସ, ୨୧।୨ – ପ୍ରସିଦ୍ଧ ମହାଶିବରାତ୍ରି ଏବଂ ଜାଗରଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଚନ୍ଦ୍ରଶେଖର ଜୀଉଙ୍କ ପୀଠ। ଜାଗରଯାତ୍ରା ଅବ୍ୟବହିତ ପୂର୍ବରୁ ଗୁରୁବାରଠାରୁ କପିଳାସକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଲାଣି। ଠାକୁରଙ୍କ ନୀତି ନିର୍ଦ୍ଧାରିତ ସମୟରେ ସାରିବାକୁ ପ୍ରଶାସନ ଏବଂ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମାଜିଷ୍ଟ୍ରେଟ, ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ଦାୟିତ୍ୱ ହସ୍ତାନ୍ତର କରାଯାଇଛି।
ଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ଶୁକ୍ରବାର ରାତ୍ରକାଳୀନ ଷୋଡ଼ଶ ଉପଚାର ଜାଗର ପୂଜା ପାଇଁ ରାଜପୁରୋଧା ପଞ୍ଚାନନ ମିଶ୍ରଙ୍କ ଦ୍ୱାରା କାର୍ଯ୍ୟ ନିର୍ଘଣ୍ଟ ସ୍ଥିରୀକୃତ ହୋଇଛି। ଭୋର୍‌
୩ଟାରୁ ୩ଟା ୫୦ ମଧ୍ୟରେ ଠାକୁରଙ୍କ ମହାସ୍ନାନ ସହିତ ନାଗାଭରଣ ବେଶ ଅନୁଷ୍ଠିତ ହେବ। ୪ଟା ୨୦ରେ ବେଢ଼ା ପରିକ୍ରମା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌କୁ ପିଟିଲା ଚୋରା ଡିଜେଲ୍‌ ବୋଝେଇ ବୋଲେରୋ

ଝାରସୁଗୁଡ଼ା ଅଫିସ୍‌,୨୬।୪: ଝାରସୁଗୁଡା ଜିଲା କୋଲାବିରା ଥାନା ଅଧୀନ ୪୯ନମ୍ବର ଜାତୀୟ ରାଜପଥ ସିରିଆପାଲି ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ଚୋରା ଡିଜେଲ...

ଭୁଶୁଡ଼ିଲା ସ୍କୁଲ ସଭାକକ୍ଷ

କଣିହାଁ, ୮ା୯(ଡି.ଏନ.ଏ.) – ଲଗାଣ ବର୍ଷା ଯୋଗୁ ଅନୁଗୋଳ ଜିଲା କଣିହାଁ ବ୍ଲକର ସର୍ବପୁରାତନ ପବିତ୍ରମୋହନ ହାଇସ୍କୁଲର ସଭାକକ୍ଷ କୋଠା ଶୁକ୍ରବାର ବିଳମ୍ବିତ ରାତିରେ ଭୁଶୁଡି...

ନୂଆ ରୂପ ପାଇବ ଶ୍ରୀଲୋକନାଥ ମନ୍ଦିର

ପୁରୀ ଅଫିସ,୨୦।୯:୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ସୋମବାର ପୁରୀ ଆସି ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିର ଉନ୍ନତିମୂଳକ କାର୍ଯ୍ୟ ରୂପରେଖର ସମୀକ୍ଷା କରିଛନ୍ତି। ଶ୍ରୀଲୋକନାଥ ମନ୍ଦିରର...

ଏସ୍‌ସିବିରେ ଖୁବ୍‌ଶୀଘ୍ର ହେବ ଯକୃତ ପ୍ରତିରୋପଣ

କଟକ ଅଫିସ,୩୦ା୯: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜରେ ଖୁବ୍‌ଶୀଘ୍ର ଯକୃତ ପ୍ରତିରୋପଣ ଆରମ୍ଭ ହେବ। ଏଥିପାଇଁ ରୋଗୀଙ୍କୁ ଦେୟ ଦେବାକୁ ପଡ଼ିବ ନାହିଁ। ସମ୍ପୂର୍ଣ୍ଣ ସରକାରୀ...

ବିରୂପା ସେତୁ ନିର୍ମାଣରେ ନିମ୍ନମାନର ବାଲି

ଯାଜପୁର ଅଫିସ/ଚଣ୍ଡିଖୋଲ (ଡି.ଏନ.ଏ.),୧୧ା୧: ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରିବାକୁ ବିଭିନ୍ନ ନଦୀନାଳରେ ବ୍ରିଜ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ସାଧାରଣ ଲୋକଙ୍କ...

କଟକରୁ ଆଜି ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୩।୮-କଟକ ସହରରୁ ରବିବାର ପୁଣି ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧୪ ଆକ୍ରାନ୍ତଙ୍କ ମଧ୍ୟରେ ୮୧ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୩...

ଭୁଲ ଇଞ୍ଜେକ୍ସନ ଦେବାରୁ ଗାଈର ଜୀବନ ଗଲା: ନକଲି ଡାକ୍ତରଙ୍କୁ ପୋଲିସର ପଚରାଉଚରା

ଆନନ୍ଦପୁର,୨୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ କଲୋନୀ ସାହିର ବାଇନ ନାହାକଙ୍କ ଗର୍ଭଣୀ ଗାଈକୁ ୪ଟି ଇଞ୍ଜେକସନ୍‌ ଓ ଦୁଇଟି ପାଣି ଔଷଧ ଦିଆଯିବା...

ଶୁଖିଲା ପ୍ରକଳ୍ପ, ମେଣ୍ଟୁନାହିଁ ଶୋଷ

ଯାଜପୁର ଅଫିସ,୨୬ା୧୨: ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟରେ ନଳକୂପରେ ସୌରଚାଳିତ ପମ୍ପ୍‌ ସଂଯୋଗ କରାଯାଇଛି। ହେଲେ ଅଧିକାଂଶ ପ୍ରକଳ୍ପ ଅଚଳ...

Advertisement
Archives

Model This Week